ବାଇଡେନ୍ଙ୍କୁ ତାଲିବାନର ନାଲି ଆଖି…
କାବୁଲ,୨୩।୮: ତାଲିବାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କୁ ନାଲି ଆଖ ଦେଖାଇଛି। ଆତଙ୍କବାଦୀ ସଂଗଠନ ପକ୍ଷରୁ ସିଧାସଳଖ ଧମକ ଦେଇ କୁହାଯାଇଛି ଯେ, ଯେ ଯଦି ବାଇଡେନ୍ ସରକାର ଆଫଗାନିସ୍ତାନରୁ ନିଜର ସୈନ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରତ୍ୟାହାର ନ କରନ୍ତି…
ଆଜି ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧି
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ୬୦ ତଳକୁ କମୁନି। ସୋମବାର ସର୍ବାଧିକ ୬୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…
ଆଜି ରାଜ୍ୟରୁ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୭୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪୩ ଜଣ ଚିହ୍ନଟ…
ରାଖୀ ପୂର୍ଣ୍ଣିମାରେ ଭଉଣୀକୁ କିଡ୍ନୀ ଦେଲେ ଭାଇ
ନୂଆଦିଲ୍ଲୀ, ୨୩ା୮: ରାଖୀ ପୂର୍ଣ୍ଣିମାରେ ଭଉଣୀକୁ ଉପହାରରେ ନୂଆ ଜୀବନ ଦେଇଛନ୍ତି ଭାଇ। କିଡ୍ନୀଜନିତ ରୋଗରେ ପୀଡ଼ିତ ଭଉଣୀକୁ ତାଙ୍କ ସାନଭାଇ ନିଜର ଏକ କିଡ୍ନୀ ଦାନ କରି ଜୀବନ ରକ୍ଷା କରିଛନ୍ତି। ସୂଚନା ମୁତାବକ, ହରିୟାଣା ରୋହତକ୍ର ଜଣେ ୩୧…
ଚାଷୀ ଗୀତ ଗାଇଲେ ବର୍ଷା ହୁଏ
ଜୟପୁର, ୨୩।୮: ରାଜସ୍ଥାନରେ ବର୍ଷାଭାବ ବେଳେ ଚାଷୀ ହାତରେ ଛତା ଧରି ବିଲକୁ ଯାଇ ରାଗ ମେଘ ମଲ୍ଲାର ଗୀତ ଗାଇଲେ ବର୍ଷା ହୋଇଥାଏ। ଏକଥା ବିଶ୍ୱାସ ନ ହେଲେ ମଧ୍ୟ ସତ୍ୟ। ଏପରିକି କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହି ଘଟଣାରେ…
୨୦ ବର୍ଷ ଧରି ପ୍ରକୃତ ପିତାଙ୍କୁ ଖୋଜୁ ଖୋଜୁ ପୂରା ପରିବାର ପାଇଗଲେ ମହିଳା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…
ଦୁନିଆ ଭିଡ଼ ଭିତରେ କେହି ହଜିଗଲେ ଖୋଜି ପାଇବା କଷ୍ଟକର। ମାତ୍ର ୨୦ ବର୍ଷ ଧରି ଜଣେ ମହିଳା ତାଙ୍କ ପିତାଙ୍କୁ ଖୋଜି ଚାଲିଥିଲେ। ଏବେ ତାଙ୍କୁ ପୂରା ପରିବାର ମିଳିଯାଇଛନ୍ତି। ଖୁସିରେ ତାଙ୍କ ଗୋଡ଼ ତଳେ ଲାଗୁନି। ଏକ ଟିଭି…
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ରେଳମନ୍ତ୍ରୀ
ବଲାଙ୍ଗୀର ଅଫିସ, ୨୩ା୮: କେନ୍ଦ୍ର ରେଳ, ସଞ୍ଚାର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜନ ଆଶୀର୍ବାଦ ଯାତ୍ରାରେ ରବିବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲେ। ଟିଟିଲାଗଡରୁ କଣ୍ଟାବାଞ୍ଜି, ପାଟଣାଗଡ ଦେଇ ସେ ବଲାଙ୍ଗୀର ପହଞ୍ଚିଲେ। ସ୍ଥାନୀୟ…
ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ
ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଏ। ତାମିଲନାଡୁର ନାମାକ୍କାଲ ସହରରୁ ମଧ୍ୟ ଏଭଳି ଏକ ଘଟଣା…
ତ୍ରିରଙ୍ଗାକୁ ଘୋଡ଼ାଇ ଦେଲା ଭାଜପା ଦଳୀୟ ପତାକା
ନୂଆଦିଲ୍ଲୀ,୨୩।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ଶେଷ ଦର୍ଶନ ବେଳର ଏକ ଫଟୋ ସୋସିଆଲ ମିଡିଆରେ ଚର୍ଚ୍ଚାର କାରଣ ପାଲଟିଛି। ଭେଟେରାନ ଭାଜପା ନେତା କଲ୍ୟାଣ ସିଂଙ୍କର ଶନିବାର ମୃତ୍ୟୁ ଘଟିଥିଲା। ରବିବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଆଫଗାନ ଫେରନ୍ତାଙ୍କୁ ଦିଆଯାଉଛି ପୋଲିଓ ବୁନ୍ଦା
ନୂଆଦିଲ୍ଲୀ, ୨୨।୮: ଆଫଗାନିସ୍ତାନରେ ଏବେ ବି ପୋଲିଓ ସଂକ୍ରମଣ ଥିବାରୁ ସେଠାରୁ ଫେରାଇ ଅଣାଯାଉଥିବା ଲୋକଙ୍କୁ ମାଗଣାରେ ପୋଲିଓ ଟିକା ଦେବା ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସମ୍ପର୍କରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍ସୁଖଲାଲ ମାଣ୍ଡବ୍ୟ ରବିବାର ସୂଚନା ଦେଇଛନ୍ତି।…
ତାଲିବାନ ଟାର୍ଗେଟରୁ ୟୁଜର୍ସଙ୍କୁ ବଞ୍ଚାଇବା ପାଇଁ ଫେସ୍ବୁକର ନୂଆ ବ୍ୟବସ୍ଥା
କାବୁଲ,୨୨।୮ : ତାଲିବାନ ଟାର୍ଗେଟରୁ ୟୁଜର୍ସଙ୍କୁ ବଞ୍ଚାଇବା ପାଇଁ ସୋସିଆଲ ମିଡିଆ କମ୍ପାନୀ ପକ୍ଷରୁ ଏକ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆଫଗାନିସ୍ତାନରେ ଫେସବୁକ ଓ ଟୁଇଟର ୟୁଜର୍ସଙ୍କ ଫ୍ରେଣ୍ଡ୍ଲିଷ୍ଟ ଲୁକାୟତ ରଖିବା ଲାଗି ଲକ୍ ଡାଉନ ଅପଶନ ଦିଆଯିବ। ଏହାକୁ ୟୁଜର୍ସ…
ରାଖୀ ବାନ୍ଧିବା ପୂର୍ବରୁ ଚାଲିଗଲା ଭଉଣୀର ଜୀବନ
ରାଇରଙ୍ଗପୁର,୨୨ା୮(ଡି.ଏନ.ଏ.): ଗାଧୋଇ ସାରି ଘରକୁ ଫେରିଥିଲେ ବଡ଼ ଭାଇ ହାତରେ ରାଖୀ ବାନ୍ଧି ଥାଆନ୍ତେ। ହେଲେ ନିୟତିର ନିଷ୍ଠୁର ନିୟମ ତାଙ୍କୁ ପରିବାରଠାରୁ ସବୁଦିନ ପାଇଁ ଦୁରେଇ ଦେଲା । ରାଖୀ ବାନ୍ଧିବା ଆଗରୁ ନଈରେ ବୁଡ଼ି ଚାଲିଗଲା ସାନ ଭଉଣୀର…
Archives


