ଟ୍ରେନିଂ ବେଳେ ଚାଲିଗଲା ଯବାନଙ୍କ ଜୀବନ
ନୂଆଦିଲ୍ଲୀ,୨୧।୮ : ପଞ୍ଜାବର ପଠାନକୋଟସ୍ଥିତ ମାମୁନ ସେନା ଷ୍ଟେଶନଠାରେ ଶନିବାର ଟ୍ରେନିଂ ବେଳେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଯବାନଙ୍କୁ ଗୁରୁତର ହୋଇପଡ଼ିଛନ୍ତି। ପ୍ରଭାବିତ ଯବାନଙ୍କୁ ପଠାନକୋଟସ୍ଥିତ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ…
ରୋଷେଇ ଭଲ ନ ହେଲେ ମହିଳାଙ୍କୁ ଜାଳି ଦିଆଯାଉଛି
କାବୁଲ,୨୧।୮ : ତାଲିବାନ ଫାଇଟରଙ୍କ ପାଇଁ ସ୍ବାଦିଷ୍ଟ ରୋଷେଇ ନ କରିପାରିବାରୁ ମହିଳାଙ୍କୁ ଜାଳି ଦିଆଯାଉଛି। ଆଫଗାନିସ୍ତାନର ଉତ୍ତରାଞ୍ଚଳରେ ଏଭଳି ଘଟଣା ଘଟୁଥିବା କହିଛନ୍ତି ପୂର୍ବତନ ବିଚାରପତି ନାଜଲା ଆୟୁବି। କାବୁଲ ଉପରେ କବଜା କରିବା ପରେ ମହିଳାଙ୍କୁ ଶିକ୍ଷା ଓ…
ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ
ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଗୁରୁତର ମା’ ଝିଅ ହେଲେ ଗ୍ରାମର ଶାନ୍ତିଲତା…
ଜେଲ୍ରେ ଥାଇ ଭଉଣୀଙ୍କୁ ରକ୍ଷା କରିବେ କଏଦୀ ଭାଇ, ଉପହାର ଦେବେ ହାତ ତିଆରି ମାସ୍କ
ଲକ୍ଷ୍ନୌ,୨୧ା୮: ରକ୍ଷାବନ୍ଧନ ହେଉଛି ଭଉଣୀ-ଭାଇଙ୍କ ପବିତ୍ର ଉତ୍ସବ। ଏହିଦିନ ଭଉଣୀ ନିଜ ଭାଇମାନଙ୍କ ଦୀର୍ଘଜୀବନ କାମନା କରି ରାଖୀ ବାନ୍ଧିଥାନ୍ତି। ଭାଇ ମଧ୍ୟ ଭଉଣୀଙ୍କର ରକ୍ଷା କରିବା ପାଇଁ ବଜ୍ର ଶପଥ ନେଇଥାନ୍ତି। ଏହା ସହିତ ଉପହାର ମଧ୍ୟ ଦେଇଥାନ୍ତି। ଉତ୍ତରପ୍ରଦେଶର…
ଏୟାର ଫୋର୍ସ ଅଫିସର ପୋଷାକରେ କଙ୍ଗନା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ‘ଧାକଡ’ ଫିଲ୍ମର ଶୁଟିଂ ଶେଷ କରିବା ପରେ କିଛି ଫଟୋକୁ ନେଇ ଆସିଥିଲେ ଚର୍ଚ୍ଚାକୁ । ଏବେ ସେ ତାଙ୍କର ଆଉ ଏକ ଫିଲ୍ମ ‘ତେଜସ’ ପାଇଁ ପ୍ରସ୍ତୁତ ହୋଇ ଗଲେଣି । ସେ…
ଶ୍ରମିକ-ଭୂମିହୀନ କୃଷକଙ୍କ ଋଣ ଛାଡ କରିବେ ପଞ୍ଜାବ ସରକାର
ଚଣ୍ଡିଗଡ,୨୧ ।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କ୍ଷେତରେ କାମ କରୁଥିବା ଶ୍ରମିକ, ଭୂମିହୀନ କୃଷକଙ୍କ ପାଇଁ ଏକ ବଡ ଆଶ୍ୱାସନା ଭରା ପ୍ୟାକେଜ ଘୋଷଣା କରିଛନ୍ତି । କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ…
ମାଷ୍ଟରକ୍ୟାଣ୍ଟିନ୍ରେ ପୁଣି ଝଲସିବ ଐତିହ୍ୟ ଘୋଡା
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଅବସ୍ଥାପିତ ଐତିହ୍ୟ ଘୋଡା ଓ ଯୋଦ୍ଧା ସ୍ଥାପତ୍ୟ ସ୍ଥାନାନ୍ତରଣ ନିଷ୍ପତ୍ତିରେ ପୂର୍ଣ୍ଣଛେଦ ପଡିଛି। ଏହାର ସୌନ୍ଦର୍ଯ୍ୟକରଣ ଉପରେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ(ବିଏସ୍ସିଏଲ୍)ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ଶନିବାର ଘୋଡାର ପାର୍ଶ୍ୱରେ ଥିବା ନର୍ତ୍ତକୀ ମୂର୍ତ୍ତିର…
ଘର ଉଚ୍ଛେଦ ସମୟରେ ଉତ୍ତେଜନା: ଅଧିକାରୀଙ୍କ ଗୋଡ଼ ଧରିଲେ ମହିଳା
ନିରାକାରପୁର,୨୧ା୮(ଡି.ଏନ୍.ଏ.): ତହସିଲଦାର କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଜିଲା ଗଡ଼ିଶାଗୋଦା ଥାନା ଅନ୍ତର୍ଗତ ଗଡ଼ଖାରଦ ପଞ୍ଚାୟତ ଘଣ୍ଟପୁର ଅଞ୍ଚଳରେ ହୋଇଥିବା ବେଆଇନ ଘର, ଗୁହାଳ ଏବଂ ଦୋକାନକୁ ପ୍ରଶାସନ ପକ୍ଷରୁ ଶନିବାର ଉଚ୍ଛେଦ କରାଯାଇଛି ା ପ୍ରକାଶ ଯେ, ପୁରୀ-ଖୋର୍ଦ୍ଧା ସୀମାନ୍ତ ନିରାକାରପୁର…
କେନ୍ଦ୍ରକୁ ଚେତାବନି ଦେଲେ ମେହେବୁବା
ନୂଆଦିଳ୍ଲୀ,୨୧ ।୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ ଭାବେ ଅକ୍ତିୟାର କରିସାରିଲାଣି । ଏବେ ଖୁବଶୀଘ୍ର ସେଠାରେ ତାଲିବାନ ସରକାର ଗଠନ କରାଯିବ ବୋଲି ଅନୁମାନ କରାଯାଉଛି । ଏବେ ଭାରତରେ କେତେଜଣ ରାଜନେତା ଜମ୍ମୁ-କଶ୍ମୀରକୁ ନେଇ ତାଲିବାନ ସହ ତୁଳନା କରିଛନ୍ତି…
ଆଇପିଏଲ୍ ପୂର୍ବରୁ ଆରସିବିକୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ,୨୧।୮ : ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ମୁଖ୍ୟ କୋଚ୍ ସାଇମନ କାଟିଚ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ତାଙ୍କୁ ଏଭଳି ନିଷ୍ପତ୍ତି ନେବାକୁ ପଡ଼ିଛି। ଏହା ଆରସିବି ପାଇଁ ବଡ଼ ଧକ୍କା ସଦୃଶ।…
ବଜାରରେ ବିିକ୍ରି ହେଉଛି ‘ବଚପନ କା ପ୍ୟାର’ ମିଠା, ଦାମ୍ ଜାଣିଲେ…
ମିଠାର ନାଁ ‘ବଚପନ କା ପ୍ୟାର’ । ଶୁଣିଲେ ହସ ଲାଗିବ। ମାତ୍ର ଏହା ସତ। ଗୁଜରାଟର ସୁରଟରେ ‘ବଚପନ କା ପ୍ୟାର’ ନାମକ ମିଠା ବିକ୍ରି ହେଉଛି। ଏହାର ଦାମ୍ ରହିଛି ୫୮୦ ଟଙ୍କା। ଏହାକୁ ଦେଖିବାକୁ ଏବଂ କିଣିବା…
ପ୍ରେମିକାଙ୍କ ସହମତିରେ ତାଙ୍କ ଉପରେ ଏସିଡ୍ ଆକ୍ରମଣ କଲେ ପ୍ରେମିକ; କାରଣ ଜାଣିଲେ ହୋଇଯିବେ…
ପାଟଣା,୨୧।୮: ବିହାରର ନାଳନ୍ଦା ଜିଲାରୁ ଏସିଡ୍ ଆକ୍ରମଣର ଏକ ଚକିତ କଲାଭଳି ମାମଲା ସାମ୍ନାକୁ ଆସିଛି। ଏଥିରେ ପ୍ରେମିକା ନିଜ ଦେହରେ ଏସିଡ୍ ପକାଇବାକୁ ପ୍ରେମିକଙ୍କୁ କହିଥିବା ଜଣାପଡ଼ିଛି। ଏପରି କରିବା ଦ୍ୱାରା ସେ ତାଙ୍କ ପ୍ରେମିକଙ୍କୁ ସହଜରେ ବିବାହ କରିବେ…
Archives


