ସାଥି ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ
ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ୬୧ ରନ୍ ବ୍ୟୟ କରି ୭ ଉଇକେଟ ହାସଲ କରିଛନ୍ତି। ଟେଷ୍ଟ କ୍ରିକେଟ ଇତିହାସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତୀୟ ବୋଲରଙ୍କ ପାଇଁ ଏହା ଶ୍ରେଷ୍ଠ…
‘ପଞ୍ଜାବ ପାଇଁ ଅରବିନ୍ଦ କେଜରିଓ୍ବାଲ କରୋନା’
ମୋରିଣ୍ଡା,୪।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପଞ୍ଜାବ ପାଇଁ କରୋନା। ଆମକୁ ବାହାରୁ ଆସୁଥିବା ରୋଗକୁ ଗ୍ରହଣ କରିବା ଉଚିତ ନୁହେଁ ବୋଲି କହିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି। ପଞ୍ଜାବର ମୋରିଣ୍ଡାଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ସମ୍ବୋଧିତ…
ୟେଲୋ ଜୋନ୍କୁ ଫେରିଲା ଖୋର୍ଦ୍ଧା
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ୭ ଶହ ମୁହାଁ ହୋଇଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୨୫ ଜିଲାରୁ ୬୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୩୯୭, ସ୍ଥାନୀୟ ସଂକ୍ରମିତ ୨୮୩ଜଣ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ…
‘ଭଗବାନ କୃଷ୍ଣ ସେମାନଙ୍କୁ ଅଭିଶାପ ଦେବେ’
ଲକ୍ଷ୍ନୌ,୪।୧: ସରକାରରେ ଥାଇ ଯେଉଁମାନେ ମଥୁରା ଏବଂ ବୃନ୍ଦାବନ ପାଇଁ କିଛି କରି ନାହାନ୍ତି, ସେମାନଙ୍କୁ ଭଗବାନ କୃଷ୍ଣ ଅଭିଶାପ ଦେବେ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଦିନକ ପୂର୍ବରୁ ଏଭଳି ଢ଼ଙ୍ଗରେ ପୁରୁଣା ସରକାରଙ୍କୁ ସମାଲୋଚନା କରିଛନ୍ତି…
୫ ଲକ୍ଷ ଛାତ୍ରୀଛାତ୍ର ଦେବେ ଦଶମ ସମେଟିଭ୍-୧ ପରୀକ୍ଷା
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀ ସମେଟିଭ୍-୧ ପରୀକ୍ଷା। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଏହି ପରୀକ୍ଷା ଚାଲିବ। ପ୍ରଥମ ୩ ଦିନ ୨ଟି ସିଟିଂ ଥିଓରି ପରୀକ୍ଷା ହେବ। ୮ ତାରିଖ ଦିନ କେବଳ…
୧୦ ଦିନ ମଧ୍ୟରେ ସବୁ କୋଭିଡ୍ ହସ୍ପିଟାଲକୁ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କୋଭିଡ୍ ହସ୍ପିଟାଲକୁ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର…
ଦ୍ୱିତୀୟ ଦିନରେ ଠାକୁରଙ୍କ ରାଜୁତି
ଜୋହାନ୍ସବର୍ଗ,୪।୧: ସ୍ଥାନୀ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟ ମ୍ୟାଚ୍ର ଦ୍ୱିତୀୟ ଦିନ ସମ୍ପୂର୍ଣ୍ଣ ରୂପେ ଶାର୍ଦ୍ଦୁଳ ଠାକୁରଙ୍କ ନାମରେ ରହିଛି। ମଙ୍ଗଳବାର ଦିନ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସେ ମ୍ୟାଚ୍ରେ ଛାୟୀ ହୋଇ ରହିଥିଲେ। ତାଙ୍କ କ୍ୟାରିୟରର ଶ୍ରେଷ୍ଠ…
ବନ୍ଦ ହେଲା ମାର୍କେଟ ବିଲ୍ଡିଂ
ଭୁବନେଶ୍ୱର,୪।୧(ବ୍ୟୁରୋ): ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ ବିଲ୍ଡି। ଉଠାଦୋକାନୀଙ୍କୁ ଉଠାଇବା ଦାବିରେ ଏହାକୁ ବନ୍ଦ କରିଦିଆଯାଇଥିବା ଜଣାପଡ଼ିଛି। ତେବେ ଜଣେ ଉଠାଦୋକାନୀ ମାର୍କେଟ ବିଲ୍ଡିଂରେ ଥିବା ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା।…
ରାୟକୁ ନେଇ ସନୁଷ୍ଟ ନୁହଁନ୍ତି ସୁମିତ, ହାଇକୋର୍ଟ ଯିବେ
ବ୍ରହ୍ମପୁର ଅଫିସ,୪।୧: ହାଇକୋର୍ଟ ଯିବେ ଡାକ୍ତର ସୁମିତ ସାହୁ। ତପସ୍ବିନୀ ଦାଶ ଏବଂ ତାଙ୍କ ମଧ୍ୟରେ ଚାଲିଥିବା ବିବାହ ବିବାଦ ମାମଲାରେ ଜିଲା ଜଜ୍ କୋର୍ଟ ଦେଇଥିବା ରାୟକୁ ଉପର କୋର୍ଟରେ ଚ୍ୟାଲେଞ୍ଜ କରିବେ ସେ। ଏନେଇ ସୁମିତଙ୍କ ଓକିଲ ସୁରେନ୍ଦ୍ର…
୨୦୦ ଫୁଟ ତଳକୁ ଖସିଲା ପିକ୍ନିକ୍ ଗାଡ଼ି
ରାଇକିଆ,୪।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ କରଡା ଘାଟିରେ ମଙ୍ଗଳବାର ଏକ ଅଘଟଣା ଘଟିଛି। ପିକ୍ନିକ୍ ଯାଉଥିବା ଏକ ଜାଇଲୋ କାର ଘାଟିରେ ଭାରସାମ୍ୟ ହରାଇ ୨୦୦ ଫୁଟ ତଳକୁ ଖସି ପଡିଛି। ଫଳରେ କାରରେ ଥିବା ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…
ଆପଣ-ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ: ତପସ୍ବିନୀ
ବ୍ରହ୍ମପୁର ଅଫିସ,୪।୧: ଯାହା ଚାହୁଁଥିଲେ ତାହା ହିଁ ହେଲା। ଦୀର୍ଘ ୪୪ ଦିନ ଧାରଣାରେ ବସିବା ପରେ ଛତ୍ରପୁର କୋର୍ଟଙ୍କ ରାୟ ତପସ୍ବିନୀ ଦାଶଙ୍କ ସପକ୍ଷରେ ଆସିଛି। ଏହା ଶୁଣିବା ପରେ ଖୁସିରେ କାନ୍ଦି ପକାଇଛନ୍ତି ସେ। ପ୍ରତିକ୍ରିୟା ଦେଇ ଧର୍ମର…
ଠାକୁର ଏକା ଯଥେଷ୍ଟ
ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର୨ୟ ଦିନରେ ପ୍ରତିପକ୍ଷ ଦକ୍ଷିଣ ଆଫ୍ରିକା ପାଇଁ ଏକା ଯଥେଷ୍ଟ ସାବ୍ୟସ୍ତ ହୋଇଛନ୍ତି ଶାର୍ଦ୍ଦୁଳ ଠୁକର। ମଙ୍ଗଳବାର ଭାରତୀୟ ଦଳର ଅନ୍ୟ ସମସ୍ତ ବୋଲରଙ୍କ ହାତ ଖାଲି ରହିଥିବା ବେଳେ ଶାର୍ଦ୍ଦୁଳ…

