Home Left

ଐତିହ୍ୟ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ଥିତି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଭୁବନେଶ୍ୱରର ଐତିହ୍ୟ ଅଞ୍ଚଳରେ ଏବେ ବିପର୍ଯ୍ୟସ୍ତ ସ୍ଥିତି ଦେଖିବାକୁ ମିଳୁଛି। ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବାକୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସହ ସଫେଇ ଓ ସଚେତନତା ଆଦି କ୍ଷେତ୍ରରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ଦୀପତଳ ଅନ୍ଧାର…

କାଉଣ୍ଟର ଦସ୍ତଖତ ଜାଲ୍‌ ଥିଲା

ନୟାଗଡ଼ ଅଫିସ,୨୧।୮: ଜାଲ୍‌ ଦସ୍ତଖତରେ ୮୦କୋଟି ଟଙ୍କା ଆତ୍ମସାତ୍‌ ହୋଇଥିବା ତତ୍କାଳୀନ ଭାପୁର ବ୍ଲକ୍‌ ଅଧ୍ୟକ୍ଷା ଶାନ୍ତିଲତା ବେହେରା ଅଭିଯୋଗ କରିଥିଲେ ା ଯାହାକୁ ନେଇ ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ବେହେରାଙ୍କୁ ପଦଚ୍ୟୁତ କରାଯାଇଥିଲା। ହେଲେ ଯାଞ୍ଚ ପରେ ଶାନ୍ତିଲତାଙ୍କ ସେହି…

ବେଆଇନ ପାର୍କିଂ ରୋକିବ ‘ମୋ ପାର୍କିଂ’ ଆପ୍‌

ଭୁବନେଶ୍ୱର,୨୧।୮(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରରେ ଆଉ ହେବନି ପାର୍କିଂ ସମସ୍ୟା। ବେଆଇନ ପାର୍କିଂ ଓ ଫି ବାଟମାରଣା ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ପ୍ରସ୍ତୁତ ହେଉଛି ସ୍ମାର୍ଟ ଆପ୍‌ ‘ମୋ ପାର୍କିଂ’। ଲୋକମାନେ ଘରୁ ବାହାରିବା ପୂର୍ବରୁ…

ଲ୍ୟାମ୍ପସ୍‌ ଆଗରେ ୟୁରିଆ ପାଇଁ ଧସ୍ତାଧସ୍ତି

ଝରିଗାଁ, ୨୧।୮ସ୍ବ.ପ୍ର.):  ନବରଙ୍ଗପୁର ଜିଲାରେ ସାର ଅଭାବ ଲାଗି ରହିଛି। ଝରିଗାଁ ବ୍ଲକ ଲ୍ୟାମ୍ପସ୍‌ରେ ଶୁକ୍ରବାର ସାର ବଣ୍ଟନବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। େ କତେଜଣ ଚାଷୀ ଅଧିକ ସାର ଦାବିରେ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ଏସ୍‌ଡିଆଇ ସ୍ଥାୟୀ କ୍ୟାମ୍ପସ ଲୋକାର୍ପିତ

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ତରାବୋଇଠାରେ ଦକ୍ଷତା ବିକାଶ ପ୍ରତିଷ୍ଠାନ (ଏସ୍‌ଡିଆଇ)ର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ଓ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସି) ଭୁବନେଶ୍ୱର ନୂଆ କ୍ୟାମ୍ପସର ଭୂମିପୂଜନ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

ପ୍ରାଚୁର୍ଯ୍ୟ ଭିତରେ ଦରିଦ୍ର ଆଫଗାନ୍‌

ମାଟିତଳେ ରତ୍ନ ସମ୍ପଦର ପ୍ରାଚୁର୍ଯ୍ୟ, ଉପରେ ଉତ୍କଟ ଦାରିଦ୍ର୍ୟର ଅଖଣ୍ଡ ରାଜୁତି। ଏହା ହେଉଛି ସମ୍ପ୍ରତି ତାଲିବାନ ନିୟନ୍ତ୍ରଣରେ ଥିବା ପଡ଼ୋଶୀ ଆଫ୍‌ଗାନିସ୍ତାନର ପରିଚୟ। ପାଶ୍ଚାତ୍ୟ ସମର୍ଥତ୍ତ ନାଗରିକ ସରକାରଙ୍କ ପତନ ପରେ ଆତଙ୍କବାଦୀଙ୍କ ହାତକୁ ଚାଲିଆସିଛି ମୂଲ୍ୟବାନ ଖଣିଜ ସମ୍ପଦ।…

କରଦାତାଙ୍କୁ କୃତଜ୍ଞତା

ଭୁବନେଶ୍ୱର(ବ୍ୟୁରୋ)/କଟକ/ପୁରୀ ଅଫିସ, ୨୧।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିତ ହୋଇଛି। ଏହି ଅବସରରେ ଭୁବନେଶ୍ୱର ଆୟକର ବିଭାଗ କାର୍ଯ୍ୟାଳୟଠାରୁ ଏକ ସାଇକେଲ ରାଲିର ଆୟୋଜନ କରାଯାଇଥିଲା। ଆୟକର…

ପୁଣି ଡିଜେଲ ୨୧ପଇସା କମିଲା

ଭୁବନେଶ୍ୱର,୨୧।୮: କ୍ରମାଗତ ତୃତୀୟ ଦିନ ଲାଗି ସାରା ଦେଶରେ ଡିଜେଲ ଦର ହ୍ରାସ ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଶୁକ୍ରବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୨୧ ପଇସା କମିଛି।…

ରେଳମନ୍ତ୍ରୀଙ୍କ ସ୍ପଷ୍ଟୀକରଣକୁ ଅପେକ୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ):୧୯୯୬ରେ କେନ୍ଦ୍ରରେ ଏଚ୍‌.ଡି. ଦେବେଗୌଡ଼ାଙ୍କ ସରକାର ଥିବାବେଳେ ଦେଶରେ ୭ଟି ନୂଆ ରେଲଓ୍ବେ ଜୋନ୍‌ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନିଆଗଲା। ଏହି ୭ଟି ମଧ୍ୟରୁ ଇଷ୍ଟକୋଷ୍ଟ ରେଲଓ୍ବେ ଜୋନ୍‌ ୧୯୯୬ ଅଗଷ୍ଟ ୮ ଭୁବନେଶ୍ୱରରେ ଉଦ୍‌ଘାଟିତ ହେଲା। ଉଦ୍‌ଘାଟନୀ…

ପାଣି ଭିତରେ ଥାଇ ଏମିତି ଚତୁରତା ଦେଖାଉଛି ସାମୁଦ୍ରିକ ଜୀବ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବେଲୁଗା ହ୍ବେଲ୍‌କୁ ଦେଖିବାକୁ ମିଳୁଛି। ଏଠାରେ ତାହାର ଚତୁରତାକୁ…

ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ ମାରିବା…

ବାଇକ୍‌ ସହ ଚାଳକଙ୍କୁ କ୍ରେନରେ ଉଠାଇ ନେଲେ

ପୁଣେ,୨୧।୮ : ନୋ ପାର୍କିଂ ଜୋନରେ ବାଇକ୍‌ ରଖିବା କାରଣରୁ ଗାଡ଼ି ସହ ଚାଳକଙ୍କୁ କ୍ରେନ ଯୋଗେ ଉଠାଇ ନେଇଛି ପୁଣେ ଟ୍ରାଫିକ ପୋଲିସ। କିନ୍ତୁ ଚାଳକଙ୍କ ଦାବି ହେଲା, ସେ ନୋ ପାର୍କିଂ ଜୋନରେ ଗାଡ଼ି ରଖି ନ ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri