Home Left

ବାଣିଜି୍ୟକ ସମ୍ପର୍କରେ ତାଲିବାନୀ ଅଙ୍କୁଶ: ପାର୍ବଣରେ ‘ଡ୍ରାଏ ଫୁଡ୍‌’ ମହଙ୍ଗା

କାବୁଲ/ନୂଆଦିଲ୍ଲୀ: ଆଫ୍‌ଗାନିସ୍ତାନକୁ କବ୍‌ଜା କରିବା ପରେ ନିଜର ପ୍ରକୃତ ଚେହେରା ଦେଖାଇବା ଆରମ୍ଭ କରିଛି ତାଲିବାନ। ଭାରତ ସହିତ ସମସ୍ତ ଆମଦାନୀ ଏବଂ ରପ୍ତାନି ଉପରେ ରୋକ୍‌ ଲଗାଇ ଦେଇଛି ଏହି ଆତଙ୍କବାଦୀ ସଙ୍ଗଠନ। ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଏକ୍ସପୋର୍ଟ ଅର୍ଗାନାଇଜେଶନ…

ଓଡ଼ିଶାରେ ଗ୍ରାହକଙ୍କ କ୍ରୟଶକ୍ତି ବେଶ୍‌ ଉନ୍ନତ: ସଞ୍ଜୟ ଲୋହିଆ

ବ୍ରାଣ୍ଡେଡ୍‌ ଜୋତାର ସୁପର ଷ୍ଟକିଷ୍ଟ ଭାବେ ଭୁବନେଶ୍ୱରର ରାମ୍‌ଜୀ ଏଣ୍ଟରପ୍ରାଇଜେସ ଡିଲର ଏବଂ ଡିଷ୍ଟ୍ରିବ୍ୟୁଟର୍ସଙ୍କ କ୍ଷେତ୍ରରେ ବେଶ୍‌ ଜଣାଶୁଣା। ଶୁ’ର ବିଭିନ୍ନ ବ୍ରାଣ୍ଡ ଯୋଗାଣ ଦିଗରେ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି ଏହାର ସ୍ବତ୍ୱାଧିକାରୀ ସଞ୍ଜୟ ଲୋହିଆ। ବର୍ତ୍ତମାନ ୨୦୦ ଡିଲର…

ଆଜି ବିଶ୍ୱ ସଦ୍‌ଭାବନା ଦିବସ

ସବୁ ଜାତି, ଧର୍ମ, ବର୍ଣ୍ଣର ଲୋକଙ୍କ ମଧ୍ୟରେ ଜାତୀୟ ଏକତା ମନୋଭାବ ସହ ଶାନ୍ତି, ସ୍ନେହ ଏବଂ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ଉତ୍ସାହିତ କରି ଭାରତକୁ ଏକ ବିକଶିତ ଦେଶ କରିବାର ସ୍ବପ୍ନ ଦେଖିଥିଲେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ। ସଦ୍‌ଭାବନା…

ଧଉଳି ପାଇଁ ୧ କୋଟି ମଞ୍ଜୁର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଧଉଳି ଶାନ୍ତି ସ୍ଥୂପର ମରାମତି, ରକ୍ଷଣାବେକ୍ଷଣ, ସୌନ୍ଦର୍ଯ୍ୟକରଣ ଏବଂ ଏହାର ଆଖପାଖ ଅଞ୍ଚଳର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ପ୍ରକଳ୍ପ ଅଧିକାରୀଙ୍କ ୨୦୧୯-୨୦ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡ(ଏସ୍‌ପିଏଫ୍‌) ଆକାଉଣ୍ଟରେ ଥିବା…

ଆଜି ବିଶ୍ୱ ମଶା ଦିବସ

ପ୍ରତିବର୍ଷ ଅଗଷ୍ଟ ୨୦କୁ ‘ବିଶ୍ୱ ମଶା ଦିବସ’ ଭାବରେ ପାଳନ କରାଯାଇଥାଏ। ଏହି ଦିବସର ଏକ ବିଶେଷତ୍ୱ ରହିଛି। ୧୮୯୭ ଅଗଷ୍ଟ ୨୦ରେ ସାର୍‌ ରୋନାଲ୍‌ଡ ରସ ମାଈ ଏନୋଫିଲିସ ମଶା କାମୁଡ଼ିଲେ ହଁି ମ୍ୟାଲେରିଆ ରୋଗ ହୋଇଥାଏ ବୋଲି ଆବିଷ୍କାର…

ଚାଷଜମି ଫାଟି ଆଁ, ଚିନ୍ତାରେ ଚାଷୀ

କୃଷ୍ଣପ୍ରସାଦ,୨୦ା୮(ଡି.ଏନ୍‌.ଏ.): ବର୍ଷା ଅଭାବରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷେତରେ ଧାନ ଫସଲ କରାଯାଇଥିଲେ ମଧ୍ୟ ପାଣି ନ ଥିବାରୁ ଫାଟି ଆଁ କରିଛି। ତୁରନ୍ତ କୃଷି ବିଭାଗ ଦୃଷ୍ଟି ଦେବା ସହ ସହାୟତା…

ରାଜଧାନୀରେ ବ୍ୟାଟେରି ଚୋରି ଗ୍ୟାଙ୍ଗ୍‌ର ଆଡ୍ଡା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାସ୍ତା ପାର୍ଶ୍ୱ, ଘର ଆଗରେ ରହୁଥିବା ବଡ଼ ଓ ଦାମୀ ଗାଡ଼ିରୁ ବ୍ୟାଟେରି ଚୋରି କରୁଥିଲେ। ବିଭିନ୍ନ ଜିଲାରୁ ଏସବୁ ଚୋରି ବ୍ୟାଟେରିକୁ ଭୁବନେଶ୍ୱର ଆଣି ଏକାଠି କରିବା ପରେ ପଶ୍ଚିମବଙ୍ଗକୁ ଚାଲାଣ କରୁଥିଲେ। ରାଜ୍ୟରେ ସକ୍ରିୟ ରହିଥିବା ଏପରି…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଓଆଇସି ମମତାଙ୍କୁ କ୍ରାଇମବ୍ରଞ୍ଚର ଜେରା

ପାରଳାଖେମୁଣ୍ଡି,୨୦।୮(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ଜେରା କରିଛି। ସେ ସୌମ୍ୟଙ୍କ ଆମ୍ବୁଲାନ୍ସ ଅଟକାଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିବାରୁ ତାଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଇଛି।…

ପରୀ ହତ୍ୟାକାଣ୍ଡ: ଚିଲ୍‌ଡ୍ରେନ୍‌ କୋର୍ଟରେ ଚାର୍ଜଫ୍ରେମ୍‌

ନୟାଗଡ ଅଫିସ,୨୦।୮: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଶୁଣାଣି ଆରମ୍ଭ ହେବା ପାଇଁ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ଚିଲଡ୍ରେନ୍‌ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଗୁରୁବାର ଚାର୍ଜଫ୍ରେମ କରିଛନ୍ତି। ଆଇପିସି ଦଫା ୩୭୬(ଏ), ୩୭୬(ଏବି), ୩୬୪, ୩୦୨, ୨୦୧, ପୋକ୍‌ସୋ ଆଇନର…

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଜବାବ ତଲବ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ବିଞ୍ଝାରପୁର ଥାନା ମଧୁସୂଦନପୁର ପଞ୍ଚାୟତ ରଥସାହି ଗ୍ରାମର ୨ ବର୍ଷ ବୟସ୍କା ଶିଶୁକନ୍ୟା ପିହୁ ଓରଫ ଲକ୍ଷ୍ମୀନାରାୟଣ ନାୟକ ନିଖୋଜ ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଡିଜିପିଙ୍କୁ ଜବାବ ତଲବ କରିଛନ୍ତି। ୧୮ା୮ା୨୦୨୧ରେ…

ଜଳ ନିଷ୍କାସନରେ ବାଧକ ସାଜିଛି ପଠା

ମହାକାଳପଡ଼ା,୨୦ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଯୋଗୁ ଚାଷୀକୁଳ ହତାଶ ହୋଇ ପଡିଛନ୍ତି। କାରଣ ଚଳିତ ମୌସୁମୀ ଦୁର୍ବଳ ଯୋଗୁ ବର୍ଷା କାଁ ଭାଁ ଦେଖିବାକୁ ମିଳୁଛି। ଅପରପକ୍ଷେ ଗୋବରୀ ନଦୀ ଉପର ମୁଣ୍ଡରେ ବର୍ଷା…

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ମୃତ

ଅୱନ୍ତିପୋରା,୨୦ ।୮: ଜମ୍ମୁ-କଶ୍ମୀର ଅୱନ୍ତିପୋରାର ପାମ୍ପୋର ଅଞ୍ଚଳରେ ସୁରକ୍ଷାକର୍ମଙ୍କୁ ବଡ ସଫଳତା ମିଳିଛି । ସେଠାରେ ଚାଲିଥିବା ଏକ ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଏମାନଙ୍କ ନିକଟରୁ ବହୁ ପରିମାଣର ମାରଣାସ୍ତ୍ର ଓ ଅପରାଧିକ ମାମଲାରେ ବ୍ୟବହୃତ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri