ଆଗାମୀ BCCI ଅଧ୍ୟକ୍ଷ ହେବେ ସଚିନ ତେନ୍ଦୁଲକର? ହେଲା ବଡ଼ ଖୁଲାସା
ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟର ମହାନ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ସଚିନ ତେନ୍ଦୁଲକର ଗୁରୁବାର ଦିନ ସେହି ସମସ୍ତ ଅଟକଳକୁ ଖଣ୍ଡନ କରିଛନ୍ତି, ଯେଉଁଥିରେ କୁହାଯାଉଥିଲା ଯେ ସେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି। ତେନ୍ଦୁଲକରଙ୍କ…
୨୫ ଦିନରେ ପହଞ୍ଚିଲା ବେସରକାରୀ ଅଧ୍ୟାପକ, କର୍ମଚାରୀଙ୍କ ଆନ୍ଦୋଳନ: ସରକାରଙ୍କୁ ଦେଲେ ଏମିତି ଚେତାବନୀ
ବୁଗୁଡ଼ା,୧୧।୯ (କାଳିଚରଣଦାଶ): ସ୍ଥାନୀୟ ପିପୁଲ୍ସ କଲେଜର ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ସମସ୍ତ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ୨୦୦୮ ପରବର୍ତ୍ତୀ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଅନୁଦାନ ପ୍ରଦାନ ଦାବି…
ଅବସର ଗୁଜବ ମଧ୍ୟରେ ରୋହିତ ଶର୍ମାଙ୍କ ବଡ଼ ଘୋଷଣା
ମୁମ୍ବାଇ,୧୧ା୯: ଭାରତର ଦିନିକିଆ ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ନେଟ୍ରେ ବ୍ୟାଟିଂ କରୁଥିବାର ଏକ ଭିଡିଓ ସେୟାର୍ କରି ଅବସର ଆଲୋଚନାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ବୁଧବାର ମୁମ୍ବାଇରେ ଟ୍ରେନିଂ ଆରମ୍ଭ କରି ପ୍ୟାଡିଂ ଓ ଗ୍ରାଉଣ୍ଡରେ ଦୌଡୁଥିବାର ଫଟୋ…
ଭାରତକୁ ପୁଣି ଧମକ ଦେଲା ଆମେରିକା, ମୋଦି ଶୁଣିଲେ ହୋଇଯିବେ ନିଆଁ!
ଓ୍ବାଶିଂଟନ୍,୧୧।୯: ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକ ପୁଣିଥରେ ଦୋହରାଇଛନ୍ତି ଯେ ଭାରତକୁ ରୁଷୀୟ ତେଲ କିଣିବା ବନ୍ଦ କରିବାକୁ ପଡିବ, ତା’ହେଲେ ସେତେବେଳେ ଯାଇ ଉଚ୍ଚ ଟାରିଫ୍ ଏବଂ ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା ହୋଇପାରିବ। ଲୁଟନିକ କହିଛନ୍ତି ଯେ…
ଆପ୍ ଡାଉନଲୋଡ୍ ପରେ ଆକାଉଣ୍ଟରୁ ୧.୯୨ ଲକ୍ଷ ଗାଏବ
ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ଉପରକୋଡ଼ିଙ୍ଗା ଗ୍ରାମର ଜଣେ ମହିଳା ସାଇବର ଠକେଇ ଶିକାର ହୋଇଥିବା ଅଭିଯୋଗ ହୋଇଛି। ରାଜୁ ସାହୁଙ୍କ ସ୍ତ୍ରୀ ସୁନେମି ସାହୁଙ୍କ ମୋବାଇଲରେ ଏକ ହ୍ୟାକିଂ ଆପ୍ ଡାଉନଲୋଡ଼ ହୋଇ ତାଙ୍କ…
୪୪୪ ଦିନିଆ ସ୍ପେଶାଲ FD: SBI, ଇଣ୍ଡିଆନ ବ୍ୟାଙ୍କ, BOB,IDBI ମଧ୍ୟରୁ କିଏ ଦେଉଛି ସବୁଠୁ ଅଧିକ ସୁଧ? ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୯: ଯଦି ଆପଣ ନିରାପଦ ନିବେଶର ପନ୍ଥା ଖୋଜୁଛନ୍ତି, ତେବେ ଫିକ୍ସଡ୍ ଡିପୋଜିଟ (FD) ସର୍ବଦା ଭରସାଯୋଗ୍ୟ ବିକଳ୍ପ ରହିଆସିଛି। ଏଥିରେ ଗ୍ୟାରେଣ୍ଟେଡ୍ ରିଟର୍ନ ମିଳେ ଏବଂ ମାର୍କେଟ ରିସ୍କ ମଧ୍ୟ ନାହିଁ। ସାମ୍ପ୍ରତିକ ସମୟରେ ଅନେକ ସରକାରୀ ଏବଂ ଘରୋଇ…
ଖେମୁଣ୍ଡି କଲେଜ ପୂର୍ବତନ ଅଧ୍ୟକ୍ଷଙ୍କ ବିୟୋଗରେ ଶୋକର ଛାୟା: କଲେଜ ପରିସରରେ ଦିଆଗଲା ଶ୍ରଦ୍ଧାଞ୍ଜଳି
ଦିଗପହଣ୍ଡି,୧୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଗତ୨୦୧୩ ସେପ୍ଟେମ୍ବର ୧ ରୁ ୨୦୧୯ ମାର୍ଚ୍ଚ ୩୧ ଯାଏ ଦୀର୍ଘ ୬ ବର୍ଷ ଧରି ଅଧ୍ୟକ୍ଷ ରହିଥିବା ସ୍ବର୍ଗତ ମୂରଲୀଧର ପଧାନଙ୍କୁ ଗୁରୁବାର କଲେଜ ପରିସରରେ ଶ୍ରଦ୍ଧାଞ୍ଜଳି…
ଦୀପାବଳି ପୂର୍ବରୁ ଖୁସିଖବର! ଏଣିକି EPFO ଗ୍ରାହକମାନେ…
ନୂଆଦିଲ୍ଲୀ, ୧୧।୯: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ଗ୍ରାହକମାନଙ୍କ ପାଇଁ ଏକ ବଡ଼ ଖବର। କେନ୍ଦ୍ର ସରକାର ଖୁବ ଶୀଘ୍ର ଦୀପାବଳି ପୂର୍ବରୁ ATM ରୁ PF ଟଙ୍କା ଉଠାଇବାର ସୁବିଧା ପ୍ରଦାନ କରିପାରନ୍ତି, ଯାହା ବିଷୟରେ ବହୁତ ଦିନ…
ଏସିଆ କପ ମଝିରେ ଅବସର ନେଇ ଚମକାଇଲେ ଏହି ଖେଳାଳି, ମାତ୍ର ୩୭ ବର୍ଷ ବୟସରେ…
ନୂଆଦିଲ୍ଲୀ, ୧୧।୯: ଏସିଆ କପ ମଧ୍ୟରେ ପାକିସ୍ତାନୀ କ୍ରିକେଟରଙ୍କ ଅବସର ଧାରା ଜାରି ରହିଛି। ମାତ୍ର ୨ ଦିନ ପୂର୍ବରୁ ଦ୍ରୁତ ବୋଲର ଉସମାନ ଶିନୱାରୀ ତାଙ୍କର ଅବସର ଘୋଷଣା କରିଥିଲେ। ଏବେ ଆଉ ଜଣେ ଦ୍ରୁତ ବୋଲର ୱାକାସ ମକସୁଦ…
ଦିଗପହଣ୍ଡିକୁ ମ୍ୟୁନିସିପାଲଟି ଘୋଷଣା ପାଇଁ ରାଜ୍ୟ ସରକାରଙ୍କଠାରେ ଦାବି: ତୁରନ୍ତ ଘୋଷଣା କରା ନ ଗଲେ…
ଦିଗପହଣ୍ଡି,୧୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ବହୁ ପୁରାତନ ସହର ଦିଗପହଣ୍ଡି ଏନଏସିକୁ ରାଜ୍ୟ ସରକାର ମ୍ୟୁନିସିପାଲଟି ଘୋଷଣା ପାଇଁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି। ଗୁରୁବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ଝିଅଙ୍କ ପ୍ରେମିକଙ୍କୁ ଭଲପାଇ ବସିଲେ ମହିଳା, ଫେରାର ହୋଇଯିବାକୁ କରିଥିଲେ ବଡ଼ ପ୍ଲାନ; ହେଲେ…
ମୁମ୍ବାଇ,୧୧।୯: ହସଖୁସିରେ ଜୀବନ ଚାଲିଥିଲା। ହେଲେ ଝିଅଙ୍କ ପ୍ରେମିକଙ୍କୁ ହୃଦୟ ଦେଇ ବସିଲେ ମହିଳା। ଏହାପରେ ଫେରାର ହୋଇଯିବାକୁ ଯୋଜନା ବି କଲେ। ହେଲେ ଆଉ କିଛି ଘଟିଗଲା। ସହରର ଗୋରେଗାଁ ଅଞ୍ଚଳରୁ ଏଭଳି ଏକ ଚାଞ୍ଚଲ୍ୟକର ମାମଲା ସାମ୍ନାକୁ ଆସିଛି।…
ଦୃଷ୍ଟିବାଧିତ ଭାରତୀୟ ମହିଳା ଟି୨୦ ବିଶ୍ୱକପ୍ ଦଳରେ ଓଡ଼ିଶାରୁ ୪
ଭୁବନେଶ୍ୱର,୧୧ା୯: ଆସନ୍ତା ନଭେମ୍ବର ୧୧ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଦୃଷ୍ଟିବାଧିତ ମହିଳା ଟି୨୦ ବିଶ୍ୱକପ୍ ପାଇଁ ଗୁରୁବାର ୧୬ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳରେ ଓଡ଼ିଶାରୁ ୪ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଯମୁନା…
Archives


