ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କରୁଛନ୍ତି ସୁରକ୍ଷା କର୍ମୀ
ହିଞ୍ଜିଳିକାଟୁ,୧୯।୮(ଡି.ଏନ.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟ ମାନ୍ୟତା, ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ ହିଞ୍ଜିଳିକାଟୁ ଡାକ୍ତରଖାନାରେ ରୋଗୀ ସେବାରେ ଅବହେଳା ହେଉଥିବା ଦେଖିବାକୁ ମିଳିଛି। ଜଣେ…
ମେଜର ଧ୍ୟାନଚାନ୍ଦଙ୍କ ନାଁରେ ହେବ କ୍ରୀଡା ବିଶ୍ୱବିଦ୍ୟାଳୟ
ଲକ୍ଷ୍ନୌ.୧୯ ।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଭବ୍ୟ ସମାରୋହରେ ଟୋକିଓ ଅଲିମ୍ପିକ୍ସରେ ପଦକ ହାସଲ କରିଥିବା ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମ୍ବର୍ଦ୍ଧିତ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଅଲିମ୍ପିକ୍ସରେ…
ଖେଳାଳିଙ୍କୁ ୟୁନିଫର୍ମ ଜାଳି ଦେବାକୁ କହିଲେ ଅଧିନାୟିକା
କାବୁଲ,୧୯।୮ : ସୋସିଆଲ ମିଡିଆରୁ ସମସ୍ତ ଫଟୋ ଡିଲିଟ୍ କର। ୟୁନିଫର୍ମକୁ ଜାଳିଦିଅ। ଯେମିତି ହେଲେ ପରିଚୟ ଲୁଚାଅ। ଖେଳାଳିଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ଆଫଗାନିସ୍ତାନ ମହିଳା ଫୁଟ୍ବଲ ଦଳର ପୂର୍ବତନ ଅଧିନାୟିକା ଖାଲିଦା ପୋପାଲ। ଏହା ଦର୍ଶାଉଛି ତାଲିବାନ୍ ଆତଙ୍କବାଦୀ…
ପାକିସ୍ତାନ ବୋମା ବିସ୍ଫୋରଣ: ୩ ମୃତ, ୫୦ରୁ ଊର୍ଦ୍ଧ୍ୱ ଆହତ
ଇସଲାମାବାଦ,୧୯ ।୮: ପାକିସ୍ତାନର ବହୱଲନଗରରେ ଗୁରୁବାର ଶିୟା ମୁସଲମାନଙ୍କ ଏକ ଯାତ୍ରାରେ ବିସ୍ଫୋରଣ ହୋଇଛି । ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟ, ଶିୟା ମୁସଲମାନଙ୍କର ଅଶୁରା ଯାତ୍ରା ସମୟରେ ରାସ୍ତା କଡରେ ଏକ ବିସ୍ଫୋରଣ ହୋଇଥିଲା । ଏଥିରେ ଅତିକମରେ ୩…
ଆମେରିକା ସେନାଙ୍କ ସହାୟତାରେ ଦୋହା ଯାଇଥିବା ୧୫୦ ଭାରତୀୟ ଫେରିବେ ସ୍ୱଦେଶ
ନୂଆଦିଲ୍ଲୀ,୧୯ ।୮: ଆଫଗାନିସ୍ତାନରୁ ଭାରତୀୟ ନାଗରିକଙ୍କୁ ବାହାରକୁ ଆଣିବା କାମ ପୁଣିଥରେ ଆରମ୍ଭ ହୋଇଛି । ଆମେରିକା ସେନା ଆଫଗାନିସ୍ତାନରୁ ପ୍ରାୟ ୧୫୦ ଭାରତୀୟଙ୍କୁ କତାର ଏୟାରୱେଜରେ ଦୋହା ପଠାଇ ଦେଇଥିଲେ । ଏବେ ଦୋହାରୁ ଏମାନେ ଦିଲ୍ଲୀ ଫେରିବେ ବୋଲି…
ତୃତୀୟ ଟେଷ୍ଟରେ ଭାରତୀୟ କ୍ରିକେଟରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିବେ କି ପ୍ରୀତି ଜିଣ୍ଟାଙ୍କ ଏହି ବ୍ୟାଟ୍ସମ୍ୟାନ! ୪୮ ବଲ୍ରେ ମାରିଛନ୍ତି ଶତକ
ଲଣ୍ଡନ,୧୯।୮: ଭାରତ ବିପକ୍ଷରେ ଲର୍ଡସ ଟେଷ୍ଟରେ ଶୋଚନୀୟ ଭାବେ ପରାସ୍ତ ହେବା ପରେ ଘରୋଇ ଇଂଲଣ୍ଡ ଟିମ୍ ନିଜ ବ୍ୟାଟିଂ ସଜାଡ଼ିବା ଆରମ୍ଭ କରିଛି। ଟି-୨୦ ସ୍ପେଶାଲିଷ୍ଟ କୁହାଯାଉଥିବା ଡଓ୍ବେିଡ ମଲାନଙ୍କୁ ଦଳରେ ସାମିଲ କରାଯାଇଛି। ସେ ଲଗାତାର ଭାବେ ଖରାପ…
ମେସିଙ୍କ ଲୁହର ମୂଲ୍ୟ କୋଟିଏ: ଯେଉଁ ଟିସୁ ପେପରରେ ଲୁହ ପୋଛି ଥିଲେ ତା’ର ମୂଲ୍ୟ ଜାଣିଲେ…
ଫୁଟବଲ୍ ଜଗତରେ ଆର୍ଜେଣ୍ଟିନା ସୁପରଷ୍ଟାର ଲିଓନେଲ ମେସିଙ୍କ ନାମ କିଏ ବା ନ ଜଣେ। ନିକଟରେ ବାର୍ସିଲୋନାରୁ ଲିଓନେଲ ମେସିଙ୍କ ବିଦାୟ ଘୋଷଣା ସମସ୍ତ ଫୁଟବଲ ପ୍ରଶଂସକଙ୍କ ପାଇଁ ଏକ ଭାବପ୍ରବଣ ମୁହୂର୍ତ୍ତ ଥିଲା। ଏଫ୍ସି ବାର୍ସିଲୋନାରୁ ତାଙ୍କ ବିଦାୟ ଆହୁରି…
ସୁପରମାର୍କେଟ୍ରେ ସାମଗ୍ରୀ କିଣୁଥିଲେ ମହିଳା, ସାମ୍ନାକୁ ଆସିଗଲା ୧୦ଫୁଟର ଅଜଗର; ଆଉ ତା’ ପରେ…
ଅଷ୍ଟ୍ରେଲିଆର ଏକ ସୁପରମାର୍କେଟକୁ ଜଣେ ମହିଳା ସାମଗ୍ରୀ କିଣିବା ପାଇଁ ଯାଇଥିଲେ। ଠିକ୍ ଏହି ସମୟରେ ତାଙ୍କ ସାମ୍ନାକୁ ଏକ ଅଜଗର ଚାଲିଆସିଲା। ଏହା ପରେ ମହିଳା ଜଣକ ଡରି ଯାଇ ନ ଥିଲେ, କାରଣ ସାପକୁ କେମିତି ଧରି ହେବ…
ଏନ୍ସିଏ ମୁଖ୍ୟ ପଦବୀ ପାଇଁ ପୁଣି ଆବେଦନ କଲେ ଦ୍ରାବିଡ
ବେଙ୍ଗାଲୁରୁ,୧୯।୮: ଭାରତୀୟ କ୍ରିକେଟଜଗତରେ ରାହୁଲ ଦ୍ରାବିଡ଼ ଅନ୍ୟତମ ସମ୍ମାନିତ ଖେଳାଳି। ସେ ଜଣେ ସକ୍ରିୟ କ୍ରିକେଟର ହିସାବରେ ତ କେବେ କୋଚିଂ କ୍ୟାରିୟରକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଭାରତର ଏହି ପୂର୍ବତନ ଅଧିନାୟକ ଗତ ଦୁଇ ବର୍ଷ ଧରି ଜାତୀୟ କ୍ରିକେଟ…
ଏବେ ଦିନକୁ ଥରେ ଖାଉଛନ୍ତି ମୋଦି: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୯।୮: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ ଟୋକିଓ ଅଲିମ୍ପିକ୍ସର ଭାଗ ନେଇଥିବା ଖେଳାଳିଙ୍କ ସହିତ ଏକ ଜଳଖିଆ ପାର୍ଟି କରିଥିଲେ। ପ୍ରଧାନମନ୍ତ୍ରୀ ସରକାରୀ ବାସଭବନରେ ଏହି ପାର୍ଟିର ଆୟୋଜନ କରାଯାଇଥିଲା। ଏହି ସମୟରେ ସେ ଖେଳାଳିଙ୍କ ସହ ଅନେକ…
ତାଲିବାନକୁ ସମର୍ଥନ କରୁଥିବା ଲୋକଙ୍କୁ ଲଜ୍ୟା ଲାଗିବା ଦରକାର: ଯୋଗୀ
ଲକ୍ଷ୍ନୌ,୧୯ ।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଲିବାନ ସମର୍ଥକଙ୍କୁ କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଯେଉଁମାନେ ତାଲିବାନକୁ ସମର୍ଥନ କରୁଛନ୍ତି ସେମାନେ ସେଠାକାର ମହିଳା ଓ ଶିଶୁଙ୍କ ପରିସ୍ଥିତି ଦେଖିବା ଦରକାର । ଗୁରୁବାର ବିଧାନସଭା…
କ୍ରିକେଟ ଷ୍ଟାଡିୟମ୍ରେ ଲାଗିଛି ଲଙ୍କା-କଖାରୁ, ରାଗି ଏଭଳି କହିଲେ ଶୋଏବ୍ ଅଖତର…
ଲାହୋର,୧୯।୮: ଷ୍ଟାଡିୟମ୍ରେ ଖେଳ ହୁଏ। ତେବେ ଏବେ ବହୁଦିନ ଧରି ଷ୍ଟାଡିୟମ୍ ଖାଲି ପଡ଼ିବାରୁ ସେଠାରେ ଲଙ୍କା ଏବଂ କଖାରୁ ଗଛ ଉଠି ଫଳ ବି ଫଳିଛି। ଏଭଳି ପାକିସ୍ତାନର ପଞ୍ଜାବ ପ୍ରଦେଶର ଖାନଓ୍ବୋଲ ଷ୍ଟାଡିୟମ୍ରେ ଦେଖିବାକୁ ମିଳିଛି। ଷ୍ଟାଡିୟମ୍ରେ ବିଭିନ୍ନ…
Archives


