ଖୋଲିପାରେ ୬ଷ୍ଠରୁ ୮ମ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍ସିପିସିଆର୍) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍ଲାଇନ ଶିକ୍ଷାଦାନ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ କରିବା ପାଇଁ…
ହାତୀ ସୁରକ୍ଷାକୁ ଏନ୍ଜିଟି ବଳ
ଯାଜପୁର ଅଫିସ, ୧୯ା୮: ଓଡ଼ିଶାରେ ୧୯୯୦ରୁ ୨୦୦୦ ମଧ୍ୟରେ ବର୍ଷକୁ ହାରାହାରି ହାତୀ ମୃତ୍ୟୁ ହାର ୩୩ ଥିଲା। ୨୦୦୧ରୁ ୨୦୧୦ ମଧ୍ୟରେ ହାରାହାରି ବାର୍ଷିକ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି ପାଇଥିଲା, ଯାହାକି ୨୦୧୦ ପରେ ୭୬ ହୋଇଯାଇଛି। ବିଶେଷକରି ୨୦୧୦…
ନିଦ୍ରାହୀନତା ଭଳି ବଡ଼ ବଡ଼ ସମସ୍ୟାରୁ ମୁକ୍ତି ଚାହୁଁଥିଲେ
ସ୍ବାସ୍ଥ୍ୟ ହିଁ ସମ୍ପଦ। ନିଜକୁ ସୁସ୍ଥ ରଖିବା ଲାଗି ମଣିଷ ସର୍ବଦା ତତ୍ପର। ତେବେ ଏପରି କିଛି ଜିନିଷ ଅଛି, ଯାହାକୁ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ। ସେହିପରି ଜାଇଫଳ ମଧ୍ୟ ଗୁଣକାରୀ ଏବଂ ସ୍ବାସ୍ଥ୍ୟ ଉପକାରୀ…
ଏହି ପାକିସ୍ତାନୀ ମହିଳା ୨୬ ବର୍ଷ ଧରି ମୋଦିଙ୍କ ହାତରେ ବାନ୍ଧି ଆସୁଛନ୍ତି ରାଖୀ, ଏଥର ବି…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୀର୍ଘ ୨୬ ବର୍ଷ ଧରି ଜଣେ ପାକିସ୍ତାନୀ ମହିଳା ରାଖୀ ବାନ୍ଧି ଆସୁଛନ୍ତି। ତାଙ୍କ ନାମ କମର ଜହାଁ। ସେ ମୋଦିଙ୍କ ପାଇଁ ବହୁତ ସୁନ୍ଦର ରାଖୀ ନିଜ ହାତରେ ପ୍ରସ୍ତୁତ କରିଥାନ୍ତି। ରାଖୀ ସହିତ…
ଛୋଟପିଲାଟି ହାତରେ ନାଲି ନାଲି ଦେଖି ଧାଇଁ ଆସିଲେ ପକ୍ଷୀ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
କେବଳ ଏହି ଭୁଲ ପାଇଁ ଅଭିଷେକଙ୍କୁ ୨ ରାତି ବେଡ୍ରୁମ୍ ବାହାରେ ରଖିଥିଲେ ଐଶ୍ୱର୍ଯ୍ୟା, କାରଣ ଜାଣିଲେ…
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଇଣ୍ଡଷ୍ଟ୍ରିର ସର୍ବଶ୍ରେଷ୍ଠ ଦମ୍ପତି ଭାବରେ ବେଶ ଜଣାଶୁଣା। ପରସ୍ପର ପାଇଁ ଉଭୟଙ୍କ ପ୍ରେମ ସ୍ପଷ୍ଟ ଭାବରେ ଦେଖାଯାଏ। ଏପରିକି ଉଭୟଙ୍କ ମଧ୍ୟରେ କୌଣସି ପ୍ରକାରର ଝଗଡ଼ା ହେବା ଖବର ଇଣ୍ଡଷ୍ଟ୍ରିରେ…
ବଢ଼ିବାକୁ ଯାଉଛି କାଜୁ, କିସ୍ମିସ୍ ମୂଲ୍ୟ
ନୂଆଦିଲ୍ଲୀ,୧୯।୮ : ଭାରତରେ କାଜୁ, କିସ୍ମିସ୍ ଭଳି ଡ୍ରାଏ ଫ୍ରୁଟ୍ସର ଦାମ ବଢ଼ିପାରେ। କାରଣ ଭାରତ ସହ ଆଫଗାନିସ୍ତାନର ଆମଦାନୀ ଓ ରପ୍ତାନୀ ଉପରେ ରୋକ ଲଗାଇ ଦେଇଛି ତାଲିବାନ୍। ଫଳରେ ରବିବାର ଠାରୁ ଭାରତକୁ ଡ୍ରାଏ ଫୁଟ ଆସୁ ନାହିଁ।…
ପୂର୍ବତନ ରାଷ୍ଟ୍ରପତିଙ୍କୁ ଭେଟିଲେ ତାଲିବାନ୍ ନେତା
କାବୁଲ,୧୯ା୮: ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ହମିଦ୍ କାର୍ଜାଇ ତାଲିବାନ୍ର ଜଣେ ବରିଷ୍ଠ ନେତାଙ୍କୁ ଭେଟିଛନ୍ତି। ଆମେରିକା ପକ୍ଷରୁ ଆତଙ୍କବାଦୀ ସଙ୍ଗଠନ ରୂପେ ଘୋଷଣା କରାଯାଇଥିବା ହକ୍କାନି ନେଟଓ୍ବର୍କ ମୁଖ୍ୟ ଅନସ୍ ହକ୍କାନିଙ୍କୁ କାର୍ଜାଇ ଓ ବରିଷ୍ଠ ନେତା ଅବ୍ଦୁଲ୍ଲା ଅବ୍ଦୁଲ୍ଲା ସାକ୍ଷାତ…
ଟୁଇଟରରେ ଟ୍ରେଣ୍ଡ କରୁଛି ଆର୍ଆଇପି ଇମ୍ରାନ
ନୂଆଦିଲ୍ଲୀ,୧୯।୮ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ପରଲୋକ ଘଟିଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ୟୁଜର୍ସ ଘଟଣା ପଛର ସତ୍ୟତା ନ ଜାଣି ପାକିସ୍ତାନକୁ ୧୯୯୨ରେ କ୍ରିକେଟ ବିଶ୍ୱକପ୍ ଜିତାଇଥିବା ଇମ୍ରାନଙ୍କ ଲାଗି ଶୋକ ବ୍ୟକ୍ତ କରୁଛନ୍ତି। ଏବେ…
ଟି-୨୦ ବିଶ୍ୱକପ୍ ପୂର୍ବରୁ ବଡ ଭବିଷ୍ୟବାଣୀ
ଲଣ୍ଡନ,୧୮।୮: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ରେ ବହୁତ କମ ସମୟ ବାକି ଅଛି। ଅକ୍ଟୋବର ୧୭ରୁ ୟୁଏଇ ମାଟିରେ ଟି -୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ମଧ୍ୟ ଅନେକ ଦଳ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।…
ସିଲିଣ୍ଡରରେ ପାଣି ପୂରାଇ ଲୁଟୁଥିଲେ ଗ୍ୟାସ
ଝାରସୁଗୁଡ଼ା ଅଫିସ,୧୮ା୮: ପରିବହନ ଗାଡ଼ିରୁ ଗ୍ୟାସ୍ ସିଲିଣ୍ଡର ବାହାର କରି ପାଣିଭର୍ତ୍ତି ସିଲିଣ୍ଡର ବୋଝେଇ କରି ରପ୍ତାନି କରାଯାଉଥିଲା। ଏଭଳି ଅଭିନବ ଉପାୟରେ ଗ୍ୟାସ୍ ଚୋରି ଘଟଣାର ରହସ୍ୟ ଉନ୍ମୋଚନ କରିଛି ଝାରସୁଗୁଡ଼ା ପୋଲିସ। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ…
ଶାନ୍ତି ଦୂତଙ୍କ ସହ ତାଲିବାନର ଆଲୋଚନା
କାବୁଲ,୧୮।୮ : ଆଫଗାନିସ୍ତାନର ନିର୍ବାଚିତ ସରକାରଙ୍କୁ ତଡ଼ିବା ପରେ ତାଲିବାନ ଏବେ ସରକାର ଗଢ଼ିବା ଦିଗରେ ଆଗେଇଛି। ଏଥିଲାଗି ପୂର୍ବତନ ରାଷ୍ଟ୍ରପତି ହାମିଦ କାର୍ଜାଇଙ୍କୁ ଭେଟିଛନ୍ତି ଜଣେ ତାଲିବାନ କମାଣ୍ଡର ଓ ହକ୍କାନି ନେଟ୍ଓ୍ବର୍କ ଆତଙ୍କବାଦୀ ସଂଗଠନର ବରିଷ୍ଠ ନେତା ଅନାସ…
Archives


