Home Left

ବିନା ଭକ୍ତରେ ମା’ ତାରିଣୀଙ୍କ ସୁନାବେଶ

ଘଟଗାଁ,୧।୧ (ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ତାରିଣୀ ପୀଠରେ ଇଂରାଜୀ ନବବର୍ଷ ୨୦୨୨ର ପ୍ରଥମ ଦିନ ଶନିବାର ବିନା ଭକ୍ତରେ ମା’ଙ୍କ ସମସ୍ତ ନୀତିକାନ୍ତି, ମଙ୍ଗଳ ଆଳତି ସହ ସୁନାବେଶ ସମ୍ପନ୍ନ ହୋଇଛି। କୋଭିଡ୍‌ କଟକଣା ଯୋଗୁ ମନ୍ଦିର ୩ ଦିନ…

ବର୍ଷ ଆରମ୍ଭରୁ ମାଓବାଦୀ ସଙ୍ଗଠନକୁ ଶକ୍ତ ଧକ୍କା

ମାଲକାନଗିରି,୧।୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତରେ ନୂତନ ବର୍ଷର ପ୍ରଥମ ଦିନରେ ମାଓବାଦୀ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା। ମାଲକାନଗିରି ଜିଲା ସୀମାନ୍ତକୁ ଲାଗିଥିବା ଛତିଶଗଡ଼ର ସୁକ୍‌ମାରେ ଏହା ଦେଖିବାକୁ ମିଳିଛି। ସଙ୍ଗଠନକୁ ବିରୋଧ କରି ୯ ଜଣ ମହିଳାଙ୍କ ସମେତ ୪୪…

ନୂଆବର୍ଷ ପାଇଁ ନେଉଥିଲେ ବାର୍‌ହା ମାଂସ

ରାଜନଗର,୧ା୧(ଡି.ଏନ.ଏ.): ନୂଆବର୍ଷରେ ଭିତରକନିକା ଜାତୀୟ ଉଦ୍ୟାନରୁ ବାର୍‌ହା ଶିକାର କରାଯାଇ ମାଂସ ଚାଲାଣ କରାଯାଉଥିଲା। ଖବରପାଇ ଶନିବାର ସକାଳ ପ୍ରାୟ ସାଢ଼େ ୭ଟାରେ କନିକା ରେଞ୍ଜ ଅଫିସର ମାନସ କୁମାର ଦାସଙ୍କ ନେତୃତ୍ୱରେ ଫରେଷ୍ଟର କପିଳେନ୍ଦ୍ର ପ୍ରଧାନ, ଫରେଷ୍ଟ ଗାର୍ଡ ସୁନିଲ…

ଶରୀରରେ ଏସବୁ ଲକ୍ଷଣ ଦେଖାଦେଉଛି କି? ହୋଇପାରେ…

ମହାମାରୀ କରୋନା ସମୟରେ ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୂତ ରଖିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଉଛନ୍ତି। କାରଣ କମ୍‌ ଇମ୍ୟୁନିଟି ଥିବା ବ୍ୟକ୍ତିଙ୍କୁ କରୋନା ବିଶେଷଭାବେ ପ୍ରଭାବିତ କରୁଛି। ଏପରିକି ଲୋକଙ୍କ ପ୍ରାଣହାନୀ ମଧ୍ୟ ଘଟୁଛି। ଏଣୁ ସ୍ବାସ୍ଥ୍ୟକର ଖାଦ୍ୟ ସେବନ…

ମଜୁରି ବାବଦରେ ମିଳିଲା ନକଲି ଟଙ୍କା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ଜଣେ ଠିକାଦାର ଶ୍ରମିକଙ୍କୁ କାମ କରାଇ ମଜୁରି ବାବଦରେ ନକଲି ଟଙ୍କା ଦେଇ ଠକିଛନ୍ତି। ଏ ସମ୍ପର୍କରେ ଶ୍ରମିକମାନେ ଥାନାରେ ଅଭିଯୋଗ କରିବା ପରେ ସମ୍ପୃକ୍ତ ଠିକାଦାରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏମ୍‌ପିଭି-୭୦ ଗ୍ରାମର ରସିକ ମଣ୍ଡଳ।…

ସାଢ଼େ ୪ ବର୍ଷ ପରେ ଫେରିଲେ !

ନୂଆଦିଲ୍ଲୀ,୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳକୁ ଫେରିଛନ୍ତି ଟିମ୍‌ ଇଣ୍ଡିଆର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରାୟ ସାଢେ ଚାରି ବର୍ଷ ପରେ ଅଶ୍ୱିନ ଦିନିକିଆ ଦଳକୁ ଫେରିଛନ୍ତି। ଏହାପୂର୍ବରୁ ୨୦୨୧ ଟି-୨୦…

ଭାରତୀୟ ଦଳ ପାଇଁ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହେବ ଏହି ଖେଳାଳି

ନୂଆଦିଲ୍ଲୀ,୧।୧: ଭାରତୀୟ ଟିମ୍‌ ଜାନୁୟାରୀ ୧୯ଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏଥିଲାଗି ଶୁକ୍ରବାର ଦଳ ଘୋଷଣା କରାଯାଇଛି। ଏଥିରେ ଓପନର୍‌ ଭାବେ ସ୍ଥାନ ପାଇଛନ୍ତି ମହାରାଷ୍ଟ୍ରର ବ୍ୟାଟ୍ସମ୍ୟାନ୍‌ ଋତୁରାଜ ଗାୟକଓ୍ବାଡ। ତେବେ ସେ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନାରେ ୧୦,୪୪,୯୬୨ ଜଣ ସୁସ୍ଥ ହୋଇସାରିଲେଣି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୪ ଏବଂ…

ଅଧିନାୟକ ଭାବେ ଫେରିଲେ ପୋଲାର୍ଡ

ସେଣ୍ଟ. ଜୋନ୍ସ(ଆଣ୍ଟିଗୁଆ),୧।୧: ଅଧିନାୟକ ଭାବେ ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ କରିନ ପୋଲାର୍ଡ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଇଂଲଣ୍ଡ ଓ ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜରେ ସେ ଦଳର ନେତୃତ୍ୱ ନେବେ। ଇଂଲଣ୍ଡ ସିରିଜ ପୂର୍ବରୁ ଘରୋଇ ମାଟିରେ ଓ୍ବେଷ୍ଟଇଣ୍ଡିଜ ଆୟର୍ଲାଣ୍ଡ ବିପକ୍ଷରେ…

୪ ବର୍ଷରେ ପ୍ରଥମ ଥର ହେବ ଏମିତି; କୋହଲି କଦାଚିତ୍‌ କରି ନ ଥିଲେ ଏହାର କଳ୍ପନା

ନୂଆଦିଲ୍ଲୀ,୧।୧: ନୂଆ ବର୍ଷରେ ନୂଆ ଆରମ୍ଭ କରିବାକୁ ଭାରତୀୟ ଟିମ୍‌ ପ୍ରସ୍ତୁତ। ବିସିସିଆଇ ଶୁକ୍ରବାର ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି। ନବନିଯୁକ୍ତ ଅଧିନାୟକ ରୋହିତ ଶର୍ମା ଆହତ ସମସ୍ୟାରୁ ସୁସ୍ଥ…

କ୍ଷମତାକୁ ଆସିଲେ ମାଗଣାରେ ବିଦ୍ୟୁତ୍‌

ଲକ୍ଷ୍ନୌ,୧।୧: ସମାଜବାଦୀ ପାର୍ଟି(ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଶନିବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ୨୦୨୨ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି କ୍ଷମତାକୁ ଆସିଲେ ରାଜ୍ୟର ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ମାଗଣାରେ ୩୦୦ ୟୁନିଟ ବିଜୁଳି ଯୋଗାଇ…

ପ୍ରେମିକାଙ୍କ ସହ ନୂଆବର୍ଷ ପାଳିଲେ ଭାଇଜାନ

ମୁମ୍ବାଇ: ଇଂରାଜୀ ନବବର୍ଷ ଆଜିଠୁ ଆରମ୍ଭ ହୋଇଛି। ବଲିଉଡ୍‌ କଳାକାରମାନେ ମଧ୍ୟ ଏହିଦିନଟିକୁ କରୋନା କଟକଣା ମଧ୍ୟରେ ପାଳନ କରୁଛନ୍ତି। ଏଥିସହିତ ସୋସିଆଲ ମିଡିଆରେ ଫଟୋ ବି ଶେୟାର କରିଛନ୍ତି ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ ତଥାକଥିତ ପ୍ରେମିକା ୟୁଲିଆ ବନ୍ତୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?