ପାହାଡ଼ ଉପରୁ ଅନ୍ଲାଇନ୍ କ୍ଲାସ ସାରି ଫେରୁଥିଲେ ତଳକୁ: ହେଲେ ବିଧାତାର ଥିଲା ଆଉ କିଛି ଇଚ୍ଛା…
ରାୟଗଡା ଅଫିସ, ୧୮।୮: ମନରେ ପାଠ ପଢ଼ା ନିଶା ଏତେ ଥିଲା ଯେ, ସବୁ ବାଧା ବିଘ୍ନକୁ ଏଡ଼ାଇ ସାମାନ୍ୟ ନେଟନ୍ଓ୍ବାର୍କ ପାଇଁ ପାହାଡ ଉପରକୁ ଚଢ଼ିଯାଇଥିଲେ ନାବାଳକ। ଅନ୍ଲାଇନ୍ କ୍ଲାସ ସାରି ପୁଣି ପାହାଡ଼ରୁ ତଳକୁ ଫେରି ଆସିଥାନ୍ତେ ଘରକୁ।…
ଯୁବକ ଗୁଗ୍ଲରେ ସର୍ଚ୍ଚ କରୁଥିଲେ ସବୁଠାରୁ ଭୟଙ୍କର ସ୍ଥାନ, ପରେ ପହଞ୍ଚିଗଲେ ଏମିତି ଜାଗାରେ…
କିଛି ଅଲଗା କରିବାକୁ ଚାହୁଁଥିବା ଲୋକେ ବେଳେବେଳେ ଏମିତି ଅସୁବିଧାରେ ପଡ଼ନ୍ତି ଯେ, ସେଠାରୁ ବାହାରିବା ମୁସ୍କିଲ। ଏମିତି ଘଟିଛି ବ୍ରିଟେନର ଜଣେ ଛାତ୍ରଙ୍କ କ୍ଷେତ୍ରରେ। ୧୪ବର୍ଷୀୟ ମାଇଲ୍ସ ରୁଟଲେଜ ଗୁଗ୍ଲରେ ପର୍ଯ୍ୟଟକଙ୍କ ପାଇଁ ସବୁଠୁ ଭୟଙ୍କର ସ୍ଥାନ କେଉଁଠି ସର୍ଚ୍ଚ…
ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ଧର୍ମଶାଳା,୧୮।୮(ଡି.ଏନ୍.ଏ.): ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ଗାଡ଼ି ବୁଧବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ବିଧାୟକ ଅଳ୍ପକେ ବର୍ତ୍ତିି ଯାଇଛନ୍ତି। ସକାଳେ ବିଧାୟକ ଭୁବନେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିବା ସମୟରେ ଧର୍ମଶାଳା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ରଥିଆ ଛକ…
ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚିକିତ୍ସା କରିଥିବା ଡାକ୍ତର, ସହଯୋଗୀଙ୍କୁ ଜେରା
ପାରଳାଖେମୁଣ୍ଡି,୧୮।୮: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପାରଳାଖେମୁଣ୍ଡିରେ ପହଞ୍ଚିବାକୁ ୫ ଦିନ ହୋଇଗଲାଣି। ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ସହ ମାରାଥନ ଜେରା କରୁଛି। ପଞ୍ଚମ ଦିନରେ ଅର୍ଥାତ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧୀକାରୀଙ୍କ କାର୍ଯ୍ୟାଳୟ ପରିସରରେ…
ସ୍ଥାନୀୟ ଲୋକଙ୍କୁ ମିଳୁନି ନିଯୁକ୍ତି ସୁବିଧା: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଜୁରୁଡ଼ିବାସୀ
କେନ୍ଦୁଝର,୧୮ା୮(ସ୍ବ.ପ୍ର.): ଖଣି ଅଞ୍ଚଳରେ କାମ ଧନ୍ଦା ପାଉ ନ ଥିବାରୁ ଅସନ୍ତୋଷ ବଢ଼ୁଥିବା ବେଳେ କେତେକ ଖଣି ସଂସ୍ଥା ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ନ ଦେଇ ବାହାର ଲୋକଙ୍କୁ ନିଯୁକ୍ତି ଦେଉ ଥିବାରୁ ଅସନ୍ତୋଷ ତୀବ୍ର ରୂପ ଧାରଣ କରିବାକୁ ଯାଉଛି।…
ବିହାରରୁ କେରଳ ପର୍ଯ୍ୟନ୍ତ ୩୩୦୬ କିଲୋମିଟର ସାଇକେଲ ଚଳାଇ ଏହି ବାର୍ତ୍ତା ଦେଲେ ଛାତ୍ରୀ
ପାଟଣା,୧୮ା୮: ବିହାରର ନାଳନ୍ଦାରେ ରହୁଥିବା ଅପର୍ଣ୍ଣା ସିହ୍ନା ନାମକ ଜଣେ ଛାତ୍ରୀ ଏମିତି କାମ କରିଛନ୍ତି, ଯାହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅପର୍ଣ୍ଣା ‘ଗ୍ରୀନ୍ ଇଣ୍ଡିଆ’ ପରିବେଶ ସୁରକ୍ଷାର ବାର୍ତ୍ତା ନେଇ ବିହାରରୁ କେରଳ ପର୍ଯ୍ୟନ୍ତ ସାଇକେଲ ଯାତ୍ରା ପୂରଣ…
ବିଶ୍ୱକପ୍ ମୁକାବିଲା ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ; କହିଲେ…
ନୂଆଦିଲ୍ଲୀ, ୧୮।୮: ଆଇସିସି ପକ୍ଷରୁ ୟୁଏଇରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ୍ ୨୦୨୧ ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥିରେ ଭାରତର ପ୍ରଥମ ମ୍ୟାଚ୍ ପାକିସ୍ତାନ ସହ ଥିବା ଦେଖାଯାଇଛି। ମ୍ୟାଚ୍କୁ ନେଇ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥିବା ବେଳେ ପାକିସ୍ତାନୀ ଦଳର…
ଜନ୍ମଦିନରେ ମା’ଙ୍କୁ ଏପରି ସର୍ପ୍ରାଇଜ୍ ଗିଫ୍ଟ ଦେଲେ ପୁଅ
ମୁମ୍ବାଇ,୧୮ା୮: ଠାଣେ ଜିଲା ଉଲ୍ଲାସନଗରରେ ଆଜିର ଯୁଗର ଶ୍ରବଣ କୁମାରଙ୍କୁ ଦେଖିବାକୁ ମିଳିଛି। ଜଣେ ପୁଅ ମା’ଙ୍କ ଜନ୍ମଦିନରେ ତାଙ୍କର ଇଚ୍ଛା ପୂରଣ କରିଛନ୍ତି। ସେ ତାଙ୍କ ମା’ଙ୍କ ୫୦ ତମ ଜନ୍ମଦିବସରେ ଏକ ସରପ୍ରାଇଜ୍ ଗିଫ୍ଟ ଦେଇ ପ୍ରଥମଥର ହେଲିକପ୍ଟରରେ…
ପୁଣି ମହଙ୍ଗା ମାଡ: ବଢିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ,୧୮।୮: ପୁଣି ରୋଷେଇ ଗ୍ୟାସ ମୂଲ୍ୟ ବୃଦ୍ଧି ପାଇଛି। ସରକାରୀ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ମୂଲ୍ୟ ୨୫ ଟଙ୍କା ବୃଦ୍ଧି କରିଛନ୍ତି। ଜୁଲାଇ ମାସରେ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟ ୨୫.୫୦ ବୃଦ୍ଧି କରିବାକୁ…
ଭିଜିଲାନ୍ସ ଜାଲରେ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ
ପୁରୀ ଅଫିସ,୧୮।୮: ପୁରୀ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଏକକାଳୀନ ପୁରୀ, ଭୁବନେଶ୍ୱର…
ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡକୁ ଲାଗିଲା ବଡ଼ ଝଟକା !
ଲଣ୍ଡନ,୧୮।୮: ଇଂଲଣ୍ଡ ପେସର ମାର୍କ ଉଡ୍ ଭାରତ ବିପକ୍ଷ ତୃତୀୟ ଟେଷ୍ଟ ଖେଳିବା ନେଇ ଆଶଙ୍କା ଦେଖାଦେଇଛି । ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ତାଙ୍କ କାନ୍ଧରେ ଆଘାତ ଲାଗିଛି। ଏବେ ଡାକ୍ତରମାନେ ତାଙ୍କ ଉପରେ ନଜର ରଖିଛନ୍ତି। ଆସନ୍ତା ଦୁଇ…
ତାଲିବାନକୁ ଆମେରିକାର କଡ଼ା ଜବାବ୍, ଫ୍ରିଜ୍ କଲା ୭୦୬ ଶହ କୋଟିରୁ ଅଧିକ ଟଙ୍କା…
ଓ୍ବାଶିଂଟନ,୧୮।୮: ଆମେରିକା ଆଫଗାନିସ୍ତାନରୁ ନିଜର ସୈନ୍ୟ ପ୍ରତ୍ୟାହାର କରିନେଇଛି। କିନ୍ତୁ ତାଲିବାନ ବିରୋଧରେ ଯୁଦ୍ଧ ଏବେ ବି ଜାରି ରଖିଛି। ଆମେରିକା ଆଫଗାନିସ୍ତାନ ସେଣ୍ଟ୍ରାଲ ବ୍ୟାଙ୍କର ସମ୍ପତ୍ତି ପ୍ରାୟ ୯.୯ ବିଲିୟନ ଡ଼ଲାର ଅର୍ଥାତ୍ ୭୦୬ ଶହ କୋଟିରୁ ଅଧିକ ଟଙ୍କା…
Archives


