ଯୁକ୍ତ୩ ନାମଲେଖା ପାଇଁ ୨୦ରୁ ଆବେଦନ
ଭୁବନେଶ୍ୱର, ୧୮।୮(ବ୍ୟୁରୋ):ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଶ୍ରେଣୀରେ ନାମ ଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ୨୦ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଅନଲାଇନ୍ରେ…
ଫୁଲଚାଷ କରି ଗଞ୍ଜାମ ମହିଳା ଆତ୍ମନିର୍ଭର
ଛତ୍ରପୁର,୧୮ା୮(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ ମହିଳା ସଂଘଗୁଡ଼ିକୁ ଆତ୍ମ ନିର୍ଭରଶୀଳ କରିବା ଲାଗି ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଆନୁକୂଲ୍ୟରେ ବହୁ ପଦକ୍ଷେପ ନିଆଯାଉଛି । ଫୁଲଚାଷଠାରୁ ଆରମ୍ଭ କରି ଛତୁ, ଫଳ, ମାଛଚାଷ, କୁକୁଡା ପାଳନ, ବିଦ୍ୟୁତ ବିଲ୍ ଆଦାୟ,…
‘ଘଟଣା ବେଳେ ଡିଏଫ୍ଓଙ୍କ କ୍ୱାର୍ଟର୍ସରେ ଥିଲେ ଜିଲାପାଳ’
ପାରଳାଖେମୁଣ୍ଡି, ୧୮ା୮ (ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍ବ୍ରାଞ୍ଚ ଟିମ୍ର ଜେରା ଜାରି ରହିଛି। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ ୬ ଜଣଙ୍କୁ ଜେରା କରାଯାଇଥିଲା। ଦ୍ୱିତୀୟ ଦିନର ଜେରାରେ କ୍ରାଇମ୍ବ୍ରାଞ୍ଚ ଟିମ୍କୁ କେତେକ ଗୁରୁତ୍ୱପୂର୍ଣ୍ଣ…
ଦିନକରେ କରୋନା ନେଲା ୬୫ ଜୀବନ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରାଣ୍ଟାଇନ୍ ଥିଲେ। ୪୧୫ଟି ହେଉଛି ଲୋକାଲ କେସ। ବାକି ୧୩୮ ଜଣ…
ମାତ୍ର ୪୦ ବଲ୍ରେ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍
ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ (ଆର୍ଆର୍) ପାଇଁ ଏକ ଖୁସି ଖବର ଅଛ। ଦଳର ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନ ଜବରଦସ୍ତ ଫର୍ମରେ ଅଛନ୍ତି। ଦି ହଣ୍ଡ୍ରେଡରେ ସେ ଉଭୟ ବଲ ଏବଂ ବ୍ୟାଟ ସହିତ ନିଜର…
୨୧ଟି ଛକା ମାରି ଷ୍ଟାର୍ ପାଲଟିଥିଲେ ଏହି ବିସ୍ଫୋରକ କ୍ରିକେଟର୍
ଟିମ ଇଣ୍ଡିଆର ପୂର୍ବତନ ଖେଳାଳି ତଥା ତାଙ୍କ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ ସନ୍ଦୀପ ପାଟିଲଙ୍କ ଆଜି ଜନ୍ମଦିନ। ୧୮ ଅଗଷ୍ଟ ୧୯୫୬ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା ସନ୍ଦୀପ ପାଟିଲଙ୍କୁ ଆଜି ୬୫ ବର୍ଷ ବୟସ ହୋଇଛି। ସନ୍ଦୀପ ପାଟିଲ ତାଙ୍କ କ୍ୟାରିୟରରେ…
କେରଳ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ସିବିଆଇ ମାମଲା
ଥିରୁଭାନନ୍ଥପୁରମ, ୧୮ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ସମେତ ୬ ପ୍ରମୁଖ ରାଜନେତାଙ୍କ ବିରୋଧରେ ମଙ୍ଗଳବାର ଯୌନ ନିର୍ଯାତନା ମାମଲା ରୁଜୁ କରିଛି। ସ୍ଥାନୀୟ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ କୋର୍ଟରେ ଅଲ୍ ଇଣ୍ଡିଆ…
ବଢ଼ିବ ଅଫିମ ବେପାର
ଓ୍ବାଶିଂଟନ,୧୮ା୮ ଆଫଗାନ ଚାଷୀ ମରୁଡ଼ି ଏବଂ ଗହମ ନିଅଣ୍ଟ ସମୟରେ ଦରଦାମ ଆକାଶଛୁଆଁ ହେବାବେଳେ ଅଫିମ ଚାଷ କରି ଗମ୍ ଅମଳ କରନ୍ତି। ତାକୁ ରିଫାଇନ୍ କରି ମୋର୍ଫିନ ଓ ହେରୋଇନ ପ୍ରସ୍ତୁତ କରାଯାଏ। ୩ ବର୍ଷରେ ଆଫଗାନିସ୍ତାନରେ ସର୍ବାଧିକ ଅଫିମ…
ଛବି ସୁଧାରୁଛି ତାଲିବାନ୍
କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮ା୮: ୨୦୨୧ ଅଗଷ୍ଟ ୧୫ରେ ଭାରତୀୟମାନେ ୭୫ତମ ସ୍ବାଧୀନତା ଦିବସ ପାଳନ କରୁଥିବାବେଳେ ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ଲେଖାଯାଇଥିଲା କ୍ଷମତା ପରିବର୍ତ୍ତନର ଭିନ୍ନ ଏକ କାହାଣୀ। ତାଲିବାନ୍ ହାତରେ ଆଫଗାନିସ୍ତାନର ଭାଗ୍ୟ ବନ୍ଧକ ଦେବା ପରିବର୍ତ୍ତେ ଲଢ଼ିବା ପାଇଁ ଯେଉଁ ଶକ୍ତି…
ପିଭି ସିନ୍ଧୁଙ୍କ ଦେଶୀ ଅବତାର: ପିନ୍ଧିଥିବା ଶାଢିର ମୂଲ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ
ଅଲିମ୍ପିକ ଗେମ୍ସରେ ବ୍ରୋଞ୍ଜ ପଦକ ଜିତି ଭାରତର ସୁନାମ ଅର୍ଜନ କରିଥିବା ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ନିକଟରେ ଏକ ଶାଢି ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି। ଦେଶୀ ଲୁକ୍ରେ ସେ ବହୁତ ସୁନ୍ଦର ଦେଖାଯାଉଛନ୍ତି। ତାଙ୍କ ଶାଢି ପିନ୍ଧା ଫଟୋଗୁଡ଼ିକ ବହୁତ…
୫୧ ଟଙ୍କାର ମୁଦ୍ରା ୩୭,୦୫୦ ଟଙ୍କାରେ ବିକ୍ରି
ଭୁଲ ସବୁବେଳେ ଭାରୀ ପଡେ ନାହିଁ, ବେଳେବେଳେ ନିଜର ଭୁଲ ଲାଭଦାୟକ ପ୍ରମାଣିତ ହୋଇଥାଏ। ସେହିଭଳି ଏକ ଘଟଣା ନିକଟରେ ଦେଖିବାକୁ ମିଳିଛି। କିଛି ତ୍ରୁଟି ଯୋଗୁ ଏକ ମୁଦ୍ରା ଶହ ଶହ ପାଉଣ୍ଡରେ ବିକ୍ରି ହୋଇଛି। ୫୦ ପେନ୍ସ (ପ୍ରାୟ…
Archives


