ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ
ଲୋଇସିଂହା, ୩ା୯: ଲୋଇସିଂହା ଏନ୍ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି ପାରିଶ୍ରମିକ ପାଇନଥିବା ଅଭିଯୋଗ କରିଛନ୍ତି। ବକେୟା ପାରିଶ୍ରମିକ ଯୋଗୁଁ ପରିବାର ଚଳାଇବାରେ ସମସ୍ୟା…
ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍ଏଚ୍ଏଆଇ
ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି। ଅନେକ ସ୍ଥାନ ବିପଦସଙ୍କୁଳ ଅବସ୍ଥାରେ ରହିଛି। ବିଭିନ୍ନ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ମଧ୍ୟ…
୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼
ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…
ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ…
ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ
ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ ଚାଷୀମାନଙ୍କ ଶ୍ରମ ଓ ସମ୍ବଳ ଧୂଳିସାତ…
ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ
ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ ଓ ଅବହେଳାର ଶିକାର ହୋଇଆସୁଛି। ୧୯୯୪ରେ ପ୍ରତିଷ୍ଠିତ ଏହି ବ୍ଲକ୍ ଗ୍ରାଣ୍ଟ ବିଦ୍ୟାଳୟରେ…
ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ
ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ କରିଛି। ଚଳିତ ଏସିଆ କପ୍ରେ ଏହା ଭାରତୀୟ ମହିଳା ଦଳର ଲଗାତର ଦ୍ୱିତୀୟ…
ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର
ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଟିକେଟ କରିଦେବାକୁ କହି ଜଣେ ରେଲୱେ କର୍ମଚାରୀ…
୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି
ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ ଜନ୍ମ ପରେ ନିଷ୍ଠାର ସହ ପୂଜାର୍ଚ୍ଚନା କରିଥାନ୍ତି। ଲଡୁ ଗୋପାଳଙ୍କ ଶୃଙ୍ଗାରଠାରୁ ଆରମ୍ଭ…
ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…
ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା ଏକ ମାଲବାହୀ ଟ୍ରକ (ନଂ. ଓଡ଼ି୦୭ ଏଭି- ୩୪୦୦) ସମ୍ମୁଖ ଭାଗକୁ ଧକ୍କା…
ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି
ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଟିମ୍ ଇଣ୍ଡିଆର ହେଡ୍ କୋଚ୍ ଗୌତମ ଗମ୍ଭୀର, ଅଧିନାୟକ ଶୁଭମନ…
ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ
କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ସିଡିପିଓ ନଳିନୀ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁବ୍ୟବହାର କରୁଥିବା ନେଇ…

