ବାହାଘର ସାରି ଫେରୁଥିଲେ ବର-କନ୍ୟା, ଟ୍ରକ୍ ସହ ମୁହାଁମୁହିଁ ଧକ୍କାରେ ଚାଲିଗଲା ଡ୍ରାଇଭରଙ୍କ ଜୀବନ
କୋକସରା,୩୦ା୧୨(ଡି.ଏନ୍.ଏ.): ବରକନ୍ୟା ବିବାହ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ସର୍ଗିଗୁଡ଼ାରୁ ନବରଙ୍ଗପୁର ମୈଦାଲପୁର ଡୁମେରମୁଣ୍ଡା ଗାଁରୁ ବିବାହ ସାରି କନ୍ୟା ନେଇ ଫେରୁଥିବା ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ…
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ଶରଦ ପଓ୍ବାର…
ନୂଆଦିଲ୍ଲୀ, ୩୦।୧୨: ଏନସିପି ମୁଖ୍ୟ ଶରଦ ପ୍ୱାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର କାର୍ଯ୍ୟ କରିବା ଶୈଳୀକୁ ନେଇ ପ୍ରଶଂସା କରି କହିଛନ୍ତି। ଶରଦ କହିଛି ମୋଦି ପ୍ରକୃତି ଏପରି ଯେ ଯେତେବେଳେ ସେ ତାଙ୍କ ହାତରେ ଏକ କାର୍ଯ୍ୟ ନିଅନ୍ତି,…
ଭିଜିଲାନ୍ସ ଜାଲରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ କିରାଣି
ବ୍ରହ୍ମପୁର ଅଫିସ , ୩୦।୧୨: ଗଞ୍ଜାମ ଜିଲା ରାସ୍ତା ଓ ଗୃହ ନିର୍ମାଣ ବିଭାଗ-୧ କାର୍ଯ୍ୟାଳୟର କନିଷ୍ଠ କିରାଣି ଏଲ. କାମରାଜୁ ଦାସ ବ୍ରହ୍ମପର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଉକ୍ତ ଟିମ୍…
ପ୍ରଥମଥର ବାପାଙ୍କ ପାଇଁ ତାଳି ମାରିଲେ ଭାମିକା
ସେଞ୍ଚୁରିଅନର ସୁପର ସ୍ପୋର୍ଟ ପାର୍କରେ ଖେଳାଯାଉଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମ୍ୟାଚର ସବୁଠାରୁ ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋରେ ବିରାଟ କୋହଲିଙ୍କ ଝିଅ ଭାମିକା ଏବଂ ସ୍ତ୍ରୀ ଅନୁଷ୍କା ଶର୍ମା ଅଛନ୍ତି। ଭାମିକା ଏବଂ…
୬୧୦ରୁ ସିଧା ୬୩ କିଲୋ
୬୧୦ କିଗ୍ରା ଓଜନରୁ ସିଧା ୬୩ କିଗ୍ରା। ଆମେ କଥା ହେଉଛୁ ସାଉଦି ଆରବର ଖାଲିଦ ମୋହସିନ ଅଲ ଶାୟରୀଙ୍କ ବିଷୟରେ। ମୋଟାପଣକୁ ନେଇ ଅଧିକାଂଶ ଲୋକ ଚିନ୍ତାରେ ଥିବା ବେଳେ ସେ ଏବେ ଅନେକଙ୍କ ଲାଗି ଉଦାହରଣ ସାଜିଛନ୍ତି। ଆଶ୍ଚର୍ଯ୍ୟ…
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୮କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଜାନୁୟାରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ
କଟକ ଅଫିସ, ୩୦।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜି ଠାରୁ ଜାନୁୟାରୀ ୩ ଯାଏ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ । ଓମିକ୍ରନର ସଂକ୍ରମଣ ବଢ଼ୁଥିବା ସହ ନୂଆବର୍ଷରେ ପର୍ଯ୍ୟଟକଙ୍କର ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏ…
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କ ଆଗରେ ଏମିତି ସର୍ତ୍ତ ରଖିଲେ ବର: ସମସ୍ତେ ଲାଜେଇ ଗଲେ
ଦେଶରେ ବିବାହ ସିଜିନ୍ ଚାଲିଛି। ବିବାହ ସମ୍ବନ୍ଧୀୟ ଅନେକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବିବାହରେ ବରଣମାଳା ପିନ୍ଧା ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରୀତି। ବରଣମାଳା ସମୟରେ ଅନେକ ରୋଚକ ଘଟଣା ଘଟେ। ଆଜିକାଲି ସୋସିଆଲ ମିଡିଆରେ…
ମୁମ୍ବାଇରେ ୧୪୪ ଧାରା, ୭ ଜାନୁୟାରୀ ପର୍ଯ୍ୟନ୍ତ ହୋଇପାରିବନି କୌଣସି ପାର୍ଟି
ମୁମ୍ବାଇ,୩୦ ।୧୨: ଦେଶରେ ପୁଣି ବଢିଲାଣି କରୋନା ସଂକ୍ରମଣ । ଏଥର ବି ଆଗରେ ରହିଲାଣି ମହାରାଷ୍ଟ୍ର । ଗତ ୨୪ ଘଣ୍ଟାରେ ସେଠାରେ ୨୫୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସରକାର ନୂଆ ନିୟମ ଲାଗୁ କରିଛନ୍ତି…
ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ଏହି ମହାନ କ୍ରିକେଟର୍
ଅକଲାଣ୍ଡ,୩୦।୧୨: ନ୍ୟୁଜିଲାଣ୍ଡର ମହାନ ଖେଳାଳି ରସ ଟେଲର ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଘରୋଇ ଗ୍ରୀଷ୍ମ ପରେ ସେ ଅନ୍ତର୍ଜାତୀୟ କ୍ରିକେଟ ସହିତ ବିଦାୟ ନେବେ ବୋଲି ସେ କହିଛନ୍ତି। ନ୍ୟୁଜିଲାଣ୍ଡ ପାଇଁ ତାଙ୍କର ଶେଷ ମ୍ୟାଚ ନେଦରଲାଣ୍ଡ…
ନଷ୍ଟ ହୋଇନି ୩୫ଶହ ବର୍ଷ ପୁରୁଣା ମମିର ଦାନ୍ତ
କାଏରୋ, ୩୦ା୧୨: ଇଜିପ୍ଟର ଅନେକ ରାଜା, ରାଜ ପରିବାର ସଦସ୍ୟ, ପୂଜାରୀ ଆଦିଙ୍କୁ ମୃତ୍ୟୁ ପରେ ମମିରେ ପରିଣତ କରାଯିବା ବିଷୟ ସର୍ବଦା ଲୋକଙ୍କ ପାଇଁ ନୂଆ କିଛି ଜାଣିବାର ଉତ୍ସ ହୋଇଆସିଛି। ପୂର୍ବ ସଭ୍ୟତାର ଲୋକଙ୍କ ବିଷୟରେ ଏହା ଦ୍ୱାରା…
ପାର୍ଲାମେଣ୍ଟରେ ମୁଥ ମରାମରି
ଅମ୍ମାନ, ୩୦ା୧୨: ଲିଙ୍ଗଗତ ସମାନତାକୁ ନେଇ ସମ୍ବିଧାନରେ ସଂଶୋଧନ ନିମନ୍ତେ ଏକ ବିଧେୟକ ଉପରେ ଆଲୋଚନାବେଳେ ମଙ୍ଗଳବାର ଜୋର୍ଡାନ ପାର୍ଲାମେଣ୍ଟରେ ଏମ୍ପିମାନେ ପରସ୍ପର ମଧ୍ୟରେ ମାରପିଟ ହୋଇଛନ୍ତି। ସେହି ସମୟରେ ମାଡ଼ ମରାମରି ବେଳର ଲାଇଭ୍ ଟେଲିକାଷ୍ଟ ହେବା ସହ ସୋସିଆଲ…

