ଗର୍ଭବତୀ ପ୍ରେମିକାଙ୍କୁ ବିବାହ କରିବାକୁ ମନା କଲେ ପ୍ରେମିକ, ଆଉ ତା’ ପରେ…
ପାଟଣା,୧୬ା୮: ବିହାରର ଗୟାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମିକା ଗର୍ଭବତୀ ହେବା ପରେ ପ୍ରେମିକ ବିବାହ କରିବାକୁ ମନା କରିଦେଇଥିଲେ। ପ୍ରେମିକା ଏନେଇ ଥାନାର ଦ୍ୱାରସ୍ଥ ହୋଇଥିଲେ। ତେବେ ପୋଲିସ ପ୍ରେମିକ ପ୍ରବରଙ୍କୁ ଖୋଜି ବାହାର…
ଚାଲାଣକୁ ନୁହେଁ, ଯମରାଜଙ୍କୁ ତ ଟିକେ ଡର
ଲକ୍ଷ୍ନୌ,୧୬ା୮: ଉତ୍ତରପ୍ରଦେଶରେ ଏକ ବାଇକ୍ରେ ୭ ଜଣ ଲୋକ ଯାଉଥିବାର ଦେଖି ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଛି। ୟୁପି ପୋଲିସ ଏହି ବାଇକ୍ରେ ଯାଉଥିବା ଲୋକଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରି ଲୋକଙ୍କୁ ସଚେତନ କରୁଛି। ୟୁପି ପୋଲିସ ନିଜ ଟୁଇଟର…
କେଜ୍ରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ୫୩ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଦେଶର ଅନେକ ସେଲିବ୍ରିଟି କେଜ୍ରିୱାଲଙ୍କୁ ତାଙ୍କ ଜନ୍ମଦିନ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇବା ସହ…
ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ପେଟ୍ରୋଲ ବୋମା ଆକ୍ରମଣ
ଶିଲୋଙ୍ଗ,୧୬।୮: ମେଘାଳୟର ମୁଖ୍ୟମନ୍ତ୍ରୀ କୋରାଡ ସାଙ୍ଗମାଙ୍କ ବାସଭବନରେ ପେଟ୍ରୋଲ ବୋମା ଆକ୍ରମଣ ହୋଇଛି। ତେବେ ଘରଟି ସମ୍ପୂର୍ଣ୍ଣ ଖାଲି ଥିବାରୁ ଏଥିରେ କୌଣସି କ୍ଷତି ନାହିଁ। ପୂର୍ବତନ ବିଦ୍ରୋହୀ ନେତାଙ୍କ ମୃତ ପରେ ଶିଲୋଙ୍ଗରେ ଅଶାନ୍ତି ଓ ବିରୋଧ ଜାରି ରହିଛ।…
ଦେଶ ଛାଡିବା ପରେ ଏମିତି କହିଲେ ରାଷ୍ଟ୍ରପତି
କାବୁଲ,୧୬।୮: ଆମେରିକାର ସୈନ୍ୟବାହିନୀ ଯିବାର କିଛି ଦିନ ମଧ୍ୟରେ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେଇଛି ତାଲିବାନ। ଏବେ ସମଗ୍ର ଆଫଗାନିସ୍ତାନକୁ ତାଲିବାନ ଦଖଲ କରିନେଇଛି ତାଲିବାନ। ବିପଦ ଦେଖି ରାଷ୍ଟ୍ରପତି ଅଶରଫ ଘନି ମଧ୍ୟ ଦେଶ ଛାଡି ପଳାଇଛନ୍ତି। ଏବେ ସେ…
ପୱନଦୀପ ହେଲେ ଇଣ୍ଡିଆନ୍ ଆଇଡଲ୍-୧୨ର ବିଜେତା: ମିଳିଲା ଏମିତି ପୁରସ୍କାର
ସୋନି ଟିଭିରେ ପ୍ରସାରିତ ଗୀତ ରିଆଲିଟି ସୋ ଇଣ୍ଡିଆନ ଆଇଡଲ ୧୨ର ଗ୍ରାଣ୍ଡ ଫାଇନାଲ ଶେଷ ହୋଇଛି। ୧୫ ଅଗଷ୍ଟରେ ଇଣ୍ଡିଆନ ଆଇଡଲ ଏହାର ଦ୍ୱାଦଶ ବିଜେତା ପାଇଛି। ପୱନଦୀପ ରାଜନ ଇଣ୍ଡିଆନ ଆଇଡଲ ୧୨ର ବିଜେତା ହୋଇଛନ୍ତି। ତାଙ୍କୁ ବିଳାସପୂର୍ଣ୍ଣ…
କଂଗ୍ରେସ ଛାଡିଲେ ସୁସ୍ମିତା
ନୂଆଦିଲ୍ଲୀ,୧୬।୮: କଂଗ୍ରେସର ପୂର୍ବତନ ଏମ୍ପି ତଥା ମହିଲା କଂଗ୍ରେସ ସଭାପତି ସୁସ୍ମିତା ଦେବ ଦଳରୁ ଇସ୍ତଫା ଦେଇଛନ୍ତି। ସୋନିଆ ଗାନ୍ଧୀଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ଦେବା ପୂର୍ବରୁ ସେ ନିଜ ଟୁଇଟର୍ ବାୟୋ ପରିବର୍ତ୍ତନ କରି କଂଗ୍ରେସର…
କମୁନି ମୃତ୍ୟୁସଂଖ୍ୟା: ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ପୁଣି ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଖସୁଛି କରୋନା ଗ୍ରାଫ୍: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତା ବଢ଼ାଉଛି ଟୁଇନ୍ସିଟି
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ତେବେ ସୋମବାର ରାଜ୍ୟରୁ ୮୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୪୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
କମୁଛି ସଂକ୍ରମଣ
ନୂଆଦିଲ୍ଲୀ,୧୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୨,୯୩୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୧୭ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…
କାର୍ ପାର୍କିଂରେ ଶିଶୁକନ୍ୟାକୁ ସ୍ତନ୍ୟପାନ କରାଇଲେ ମହିଳା, କମ୍ପାନୀ ଲଗାଇଲା ଏତିକି ଟଙ୍କା ଜରିମାନା
ଇଂଲଣ୍ଡରେ ଜଣେ ମହିଳା ଅନଧିକୃତ ସ୍ଥାନରେ କାର୍ ପାର୍କିଂ କରି ନିଜ ଶିଶୁକନ୍ୟାକୁ ସ୍ତନ୍ୟପାନ କରାଇବା ମହଙ୍ଗା ପଡ଼ିଛି। ମହିଳାଙ୍କ ଉପରେ ଏଥିପାଇଁ ୧୭୦ ପାଉଣ୍ଡ ଅର୍ଥାତ୍ ୧୭,୪୯୩ ଟଙ୍କାର ଜରିମାନା କରାଯାଇଛି। ଅମାଣ୍ଡା ରଗେରୀ ସନ୍ଧ୍ୟାରେ ପ୍ରାୟ ୨୦ ମିନିଟ୍…
ବିବାହ ପୂର୍ବରୁ ୨ ସନ୍ତାନର ପିତା ହୋଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର
ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରଛନ୍ତି। ଏହି ଖେଳାଳି ତାଙ୍କ ବ୍ୟକ୍ତିଗତ ଜୀବନରେ ଅନେକ ବିବାଦର ସାମ୍ନା କରିଥିଲେ ମଧ୍ୟ ତାଙ୍କ ପ୍ରେମିକା ସବୁବେଳେ ତାଙ୍କ ସହ ରହିଆସିଛନ୍ତି। ୨୦୧୩ରେ ପ୍ରଥମ ଥର ପାଇଁ…
Archives


