Home Left

୨୦୨୩ ସୁଦ୍ଧା ନୂଆ ୭୫ ବନ୍ଦେ ଭାରତ ଏକ୍ସପ୍ରେସ୍‌

ନୂଆଦିଲ୍ଲୀ,୧୫ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ୭୫ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ୧୫ ଅଗଷ୍ଟ ୨୦୨୩ ସୁଦ୍ଧା ନୂଆ ୭୫ ବନ୍ଦେ ଭାରତ ଏକ୍ସପ୍ରେସ୍…

ଖାଦ୍ୟରେ ତ୍ରିରଙ୍ଗା

ଭୁବନେଶ୍ୱର, ୧୫। ୮ (ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ଚାରିଆଡ଼େ ଦେଶାତ୍ମବୋଧର ମହକ ଛୁଟିବାରେ ଲାଗିଛି। ସ୍ବାଧୀନତା ଦିବସକୁ କିପରି ସ୍ମରଣୀୟ କରାଯାଇ ପାରିବ ପ୍ରତିଟି ଭାରତବାସୀ ସେଥିପାଇଁ ବ୍ୟଗ୍ର। ଏସବୁ ଭିତରେ ଭୁବନେଶ୍ୱରର ପ୍ରୀତିଶା ଦାଶଙ୍କ ସ୍ବତନ୍ତ୍ର ହାତରନ୍ଧା ଖାଦ୍ୟପଦାର୍ଥରେ…

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜଳସମ୍ପଦ ମନ୍ତ୍ରୀ

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ଜିଲାସ୍ତରୀୟ ୭୫ ତମ ସ୍ବାଧୀନତା ଦିବସ କେନ୍ଦୁଝର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୂଚନା ଲୋକ ସମ୍ପର୍କ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ…

ସୋମବାରଠାରୁ ସପ୍ତାହେ ପାଇଁ ଏହି ଦେଶରେ ଲକ୍‌ଡାଉନ୍‌…

ତେହେରାନ,୧୫।୮: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇରାନ୍‌ରେ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟରୁ ଦେଶରେ ସୋମବାରଠାରୁ ସପ୍ତାହେ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହି ସମୟରେ ଅଗଷ୍ଟ ୨୧ ପର୍ଯ୍ୟନ୍ତ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସହିତ…

ସ୍ବାଧୀନତା ଦିବସରେ ଅଘଟଣ: ଜାତୀୟ ପତାକା ଉତ୍ତୋଳନ ବେଳେ ଗ୍ରାମରକ୍ଷୀଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୧୫ା୮: ସମଗ୍ର ରାଜ୍ୟରେ ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଥିବା ବେଳେ ଖୋର୍ଦ୍ଧାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍କିଆ ଥାନା ସିକୋ ଫାଣ୍ଡିରେ ଜାତୀୟ ପତାକା ଉତ୍ତୋଳନ ବେଳେ ସଂସ୍ପର୍ଶରେ ଆସି ଜଣେ ଗ୍ରାମରକ୍ଷୀଙ୍କ ଜୀବନ ଯାଇଥିବା ବେଳେ…

୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପକୁ ନେଇ ଚାଷୀକୂଳ ଆଶାବାନ୍ଧି ବସିଥିବାବେଳେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ଆରମ୍ଭ କରିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି. ବର୍ଷା ହୋଇଛି। ଫଳରେ ସହରର ଅଧିକାଂଶ ରାସ୍ତାରେ ପାଣି ସୁଅ ଚାଲିବାରୁ ବହୁ ସମୟ…

ସ୍ୱାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ଆମେରିକା ରାଷ୍ଟ୍ରପତି

ୱାଶିଂଟନ,୧୫ ।୮: ଭାରତ ପାଳନ କରୁଛି ସ୍ୱାଧିନତାର ୭୫ ବର୍ଷ । ଏଥିଲାଗି ସାରା ଦେଶରେ ଉତ୍ସାହ ଦେଖିବାକୁ ମିଳିଛି । ଭାରତର ଏହି ଖୁସିରେ ସାମିଲ ହୋଇଛି ଆମେରିକା । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୭୫ ବର୍ଷ ସ୍ୱାଧିନତା…

ଉଭେଇଯାଉଛି ଝୋଟ ଚାଷ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ଅର୍ଥକରୀ ଫସଲ ଝୋଟଚାଷ ରାଜ୍ୟରୁ ଲୋପ ପାଇବାରେ ଲାଗିଛି। ଉପକୂଳବର୍ତ୍ତୀ କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର ଆଦି ଜିଲାରେ ପ୍ରବଳ ମାତ୍ରାରେ ଝୋଟଚାଷ ହେଉଥିଲା। ଗତ କିଛିବର୍ଷ ହେବ ଏହି ସବୁ ଜିଲାରୁ…

କାବୁଲ ଚାରିପଟେ ତାଲିବାନ୍‌

କାବୁଲ୍‌,୧୫।୮: ଆଫଗାନିସ୍ତାନ ରାଜଧାନୀ କାବୁଲର ଦକ୍ଷିଣରେ ଥିବା ଲୋଗାର ପ୍ରଦେଶକୁ ତାଲିବାନ ଆତଙ୍କବାଦୀମାନେ ଦଖଲ କରିବା ସହ ଶନିବାର ମଜାର-ଇ-ଶରିଫ୍‌ ଉପରେ ଆକ୍ରମଣ ଅବ୍ୟାହତ ରଖିଛନ୍ତି। ଆମେରିକା ସୈନ୍ୟ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେବାକୁ ଆଉ ୩ ସପ୍ତାହରୁ କମ୍‌ ସମୟ ଥିବାବେଳେ…

ଆଇଟି ନିୟମ ଧାରା ଉପରେ ରୋକ

ମୁମ୍ବାଇ, ୧୫ା୮: ଡିଜିଟାଲ ମିଡିଆ ପାଇଁ ଉଦ୍ଦିଷ୍ଟ ନୂଆ ସୂଚନା ପ୍ରଯୁକ୍ତିବିଦ୍ୟା(ଆଇଟି) ନିୟମ, ୨୦୨୧ର ଧାରା ୯ (୧) ଏବଂ ୯ (୩) ଉପରେ ବମ୍ବେ ହାଇକୋର୍ଟ ଶନିବାର ରୋକ ଲଗାଇଛନ୍ତି। ଆଚରଣ ସଂହିତା ସମ୍ବନ୍ଧିତ ଖବର ପ୍ରକାଶ ନିମନ୍ତେ ପ୍ରକାଶକଙ୍କ…

ପ୍ରଥମଥର ପାଇଁ ସ୍ୱାଧିନତା ଦିବସରେ ଲାଲକିଲାରୁ ହେଲା ପୁଷ୍ପ ବୃଷ୍ଟି

ନୂଆଦିଲ୍ଲୀ,୧୫ ।୮: ସ୍ୱାଧିନତାର ଅମୃତ ମହୋତ୍ସବକୁ ସ୍ୱତନ୍ତ୍ର କରିବା ପାଇଁ ବିଶେଷ ପ୍ରସ୍ତୁତି କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଶର ବା କମଳା ରଙ୍ଗର ସାଫା ବା ପଗଡି ପିନ୍ଧି ଲାଲକିଲାରେ ପହଞ୍ଚିଥିଲେ । ତେବେ ପ୍ରଥମଥର ଲାଗି ପତାକା…

ଝିଅର ସ୍କୁଲ ବ୍ୟାଗ୍‌ କିଣିବାକୁ ଯାଇଥିଲେ ପିତା, ଘରକୁ ଫେରିବା ପରେ ହୋଇଗଲେ କୋଟିପତି

କୁହାଯାଏ, ଭାଗ୍ୟ କାହାକୁ କେତେବେଳେ ନେଇ କେଉଁଠି ପହଞ୍ଚାଇବ ତା’ର ହିସାବ ନାହିଁ। ଏହି ଉକ୍ତି ପ୍ରମାଣିତ ହୋଇଛି ଆମେରିକାରେ ରହୁଥିବା ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଫ୍ଲୋରିଡାର ୪୭ ବର୍ଷୀୟ କ୍ଲିବ୍‌ଲ୍ୟାଣ୍ଡ ପୋପ୍‌ କହିଛନ୍ତି, ସେ ତାଙ୍କ ଝିଅ ପାଇଁ ସ୍କୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri