Home Left

ମନମୋହନ ସିଂ ହୋଇଥିଲେ ଇସ୍ତଫା ମାଗିବାକୁ ପଡ଼ି ନ ଥାନ୍ତା

ନୂଆଦିଲ୍ଲୀ,୨୮।୧୨: “ ମନମୋହନ ସିଂଙ୍କ କାର୍ଯ୍ୟକାଳରେ ଭାରତ ସୀମା ମଧ୍ୟକୁ ଚାଇନା ପ୍ରବେଶ କରିଥିଲେ, ସେ ଇସ୍ତଫା ଦେଇଥାନ୍ତେ। କିନ୍ତୁ ଭାରତର ଭୂଖଣ୍ଡକୁ ଚାଇନା ମାଡ଼ି ବସିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚୁପଚାପ ବଶିଛନ୍ତି”। ଭିଡିଓ କନଫରେନ୍ସିଂ ଜରିଆରେ ଜୟପୁରଠାରେ…

ଆଖି ଆଗରେ ଚାଲିଗଲା ୩୦ରୁ ଅଧିକ ମେଣ୍ଢାଙ୍କ ଜୀବନ

ପାତ୍ରପୁର,୨୮ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଚୁଡିଆଲାଞ୍ଜିଠାରେ ମଙ୍ଗଳବାର ଧାନ ଫସଲ ଖାଇ ପ୍ରାୟ ୩୦ରୁ ଊର୍ଦ୍ଧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। କେଶରୀପଡା ପଞ୍ଚାୟତ ଭେଜିପଦର ଗ୍ରାମର ଡି ଲାଛମାୟା, କେ କୃଷ୍ଣମୂର୍ତ୍ତି ଓ ଏମ୍‌ ସନ୍ତୋଷ ମେଣ୍ଢାକୁ ମଙ୍ଗଳବାର ଚରାଇବାକୁ…

ରାଜଧାନୀରେ ଡାକ୍ତର-ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୮ା୧୨: ଏନ୍‌ଇଇଟି-ପିଜି କାଉନସେଲିଂରେ ବିଳମ୍ବକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଥିବା ଡାକ୍ତର ଏବଂ ଦିଲ୍ଲୀ ପୋଲିସ ମଙ୍ଗଳବାର ପୁଣି ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ସଫଦରଗଞ୍ଜ ହସ୍ପିଟାଲରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କାର୍ଯ୍ୟାଳୟ ଅଭିମୁଖେ ବାହାରିଥିବା ଡାକ୍ତରଙ୍କୁ ପୋଲିସ ମଙ୍ଗଳବାର ଅଟକାଇଥିଲା।…

ନିର୍ବାଚନ ପୂର୍ବରୁ ହାତ ଛାଡ଼ି ଫୁଲ ଧରିଲେ ଦୁଇ ବିଧାୟକ

ନୂଆଦିଲ୍ଲୀ,୨୮।୧୨: ପଞ୍ଜାବର ଦୁଇ ବିଧାୟକ କଂଗ୍ରେସ ଛାଡ଼ି ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦୁଇ ବିଧାୟକଙ୍କ ମଧ୍ୟରେ ରହିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଏମ୍‌ପି ପ୍ରତାପ ବାଜଓ୍ବାଙ୍କ ଭାଇ ଫତେ ଜଙ୍ଗ ସିଂ ବାଜଓ୍ବା। ଜଙ୍ଗ ବାଜଓ୍ବା ହେଉଛନ୍ତି ପଞ୍ଜାବର…

ସ୍କୁଲ, ସିନେମା ହଲ୍‌ ବନ୍ଦ

ନୂଆଦିଲ୍ଲୀ, ୨୮ା୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ୟେଲୋ ଆଲର୍ଟ ଜାରି କରିଛନ୍ତି। ଏହି ଆଲର୍ଟ ଅନୁସାରେ ଦିଲ୍ଲୀରେ ସମସ୍ତ ସ୍କୁଲ, କଲେଜ, ସିନମୋ ହଲ୍‌, ଜିମ୍‌ ସେଣ୍ଟର ଆଦି ବନ୍ଦ ରହିବ।…

ଏହି ୪ ରାଶିଙ୍କ ଭାଗ୍ୟ ବଦଳାଇବ ୨୦୨୨; ଧନର ଦେବତା କୁବେରଙ୍କ ରହିବ ବିଶେଷ କୃପା

ନୂଆ ବର୍ଷକୁ ଆଉ ଦିନ କେଇଟା ବାକି। ସମସ୍ତଙ୍କୁ ଏହି ବର୍ଷକୁ ନେଇ ବହୁତ ଆଶା ରହିଛି। ବିଭିନ୍ନ ଦିଗରୁ ବର୍ଷଟି ସଫଳତାପୂର୍ଣ୍ଣ ହେଉ ବୋଲି ସମସ୍ତେ ଚାହାନ୍ତି। ଏଣୁ ଆଜିର ଆଲୋଚନାରେ ଆମେ କହିବାକୁ ଯାଉଛୁ ଏଭଳି ୪ ରାଶି…

‘ମଥୁରାକୁ ମୁଜାଫରନଗର ହେବାକୁ ଦିଅ ନାହିଁ’

ମଥୁରା,୨୮।୧୨: “କାହାକୁ ତୀର୍ଥଯାତ୍ରୀଙ୍କ ସହରର ଶାନ୍ତି ଭଙ୍ଗ କରିବାକୁ ଦିଅ ନାହିଁ। ଏମାନଙ୍କୁ ଭୋଟ ମିଳୁନାହିଁ। ଏଣୁ ଯେଉଁଠାରେ ଲୋକେ ଶାନ୍ତିରେ ପ୍ରାର୍ଥନା କରୁଛନ୍ତି, ସେଠାକାର ଶାନ୍ତି ଭଙ୍ଗ କରିବାକୁ ଚାହୁଁଛନ୍ତି ସେମାନେ। ମଥୁରାକୁ ମୁଜାଫରନଗର ହେବାକୁ ଦିଅ ନାହିଁ”। ଭାଜପାର…

ଆଉ ବିଡିଏ ଅନୁମତି ଲୋଡାନାହିଁ

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): ସହରାଞ୍ଚଳରେ ଜମି କିଣାବିକା ସହଜ ହେବ। କାରଣ ରାଜ୍ୟ ସରକାର ସମସ୍ତ ଲିଜ ଜମିକୁ ଫ୍ରି ହୋଲ୍ଡ କରିବେ। ବର୍ତ୍ତମାନ ସ୍ଥିତିରେ ଲିଜ ଜମିରେ ଜମି ମାଲିକଙ୍କୁ କେବଳ ହେରିଟେବୁଲ ରାଇଟ୍ସ ଦିଆଯାଇଛି। ଏହାର ଅର୍ଥ ଲିଜ୍‌ଧାରୀ କେବଳ…

ପଥଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଝୁମ୍ପୁରା,୨୮।୧୨(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବରଏନ୍‌ଏଚ୍‌ ବାଇପାସ ଛକ ନିକଟରେ ମଙ୍ଗଳବାର ଏକ ଟ୍ରକ ମାଡିଯିବାରୁ ଜଣେ ପଥଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାୟାଧର ପ୍ରଧାନ। ତାଙ୍କ ଘର ଅର୍ଶଳା ଗ୍ରାମରେ। ମାୟାଧର ରାସ୍ତା ପାର୍ଶ୍ୱରେ…

ଏକାମ୍ର କ୍ଷେତ୍ରର ବିକାଶ ଲାଗି ୧୩ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ୧୦୩ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଏକାମ୍ର ଅଞ୍ଚଳର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୩ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ୧୦୩ କୋଟି ଟଙ୍କା ବିନିଯୋଗ କରାଯିବ। ସେଥିମଧ୍ୟରେ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର…

କେବେ ସ୍କୁଲ ଯାଇ ନାହାନ୍ତି କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡର ଆଗଧାଡିର ନାୟକି କ୍ୟାଟ୍ରିନା କୈଫ ନିକଟରେ ଅଭିନେତା ଭିକ୍କି କୌଶଲଙ୍କୁ ବିବାହ କରିଛନ୍ତି । ଏବେ ସେ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚାରେ । ବଲିଉଡର ଆଗଧାଡିର ତଥା ଦର୍ଶକଙ୍କୁ ଆକର୍ଷିତ କଲାଭଳି ନାୟିକା ତାଲିକାରେ ଅନ୍ୟତମ ଅଭିନେତ୍ରୀ…

ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା

ସେଞ୍ଚୁରିଆନ,୨୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ମଙ୍ଗଳବାର ଏକ ଶକ୍ତ ଧକ୍କା ଲାଗିଛି। ପେସ୍‌ ବୋଲିଂ ବିଭାଗର କର୍ଣ୍ଣଧାର ଯଶପ୍ରୀତ ବୁମରା ଆହତ ହୋଇଛନ୍ତି। ତୃତୀୟ ଦିନର ଦ୍ୱିତୀୟ ସେସନରେ ବୋଲିଂ କଲା ବେଳେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?