Home Left

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି,୧୪।୮(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର କ୍ରଇମବ୍ରାଞ୍ଚ ହାତକୁ ନେଇଛି। ଏ ନେଇ ଶନିବାର ପାରଳାଖେମୁଣ୍ଡିରେ ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚିଛି। ସୂଚନାଯୋଗ୍ୟ, ଡିଜିପି ଅଭୟଙ୍କ ନିର୍ଦ୍ଦେଶ…

ଉତ୍ତରପ୍ରଦେଶ ନିର୍ବାଚନ: ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବାଧ୍ୟତାମୂଳକ ଅବସର ନେଇଥିବା ଆଇପିଏସ୍

ଲକ୍ଷ୍ନୌ,୧୪ ।୮: ଭାରତୀୟ ପୋଲିସ ସେବା(ଆଇପିଏସ୍‌)ର ପୂର୍ବତନ ଅଧିକାରୀ ଅମିତାଭ ଠାକୁର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ପାଦ ରଖୁଛନ୍ତି । ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବୋଲି ଘୋଷଣା କରି ସାରିଲେଣି । ଉତ୍ତର ପ୍ରଦେଶ…

ବେଡ୍‌ରୁମ୍‌ରୁ ଶୁଭୁଥିଲା ନାଗ ସାପର ସୁ-ସୁ ଗର୍ଜନ, ଡରିଗଲେ ମହିଳା; ପାଖକୁ ଯାଇ ଦେଖିବାରୁ…

ସିଙ୍ଗାପୁର: ସାପ ନାଁ ଶୁଣିଲେ ଭୟରେ ଦେହ ଥରି ଉଠେ। ଆଉ ଯଦି ନାଗ ସାପର ନାଁ କାନରେ ପଡ଼ିଯାଏ ତେବେ ଦେହରୁ ଗମ୍‌ଗମ୍‌ ଝାଳ ବୋହିଯାଏ। ତୁରନ୍ତ ସୁରକ୍ଷିତ ସ୍ଥାନକୁ ଲୋକେ ଦୌଡ଼ନ୍ତି। ଏମିତି ଏକ ଘଟଣା ଘଟିଛି ସିଙ୍ଗାପୁରରେ।…

୩୬୧ ମିନିଟ୍‌,୨୨୧ ବଲ୍‌…କିଛି ଏଭଳି ଖେଳି ପାକିସ୍ତାନ ବୋଲର୍‌ଙ୍କ ଝାଳ ବୁହାଇଦେଲେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୪।୮: କ୍ରିକେଟ ଦୁନିଆରେ ଏପରି ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଯୋଗ୍ୟତା ଥାଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିନାହାନ୍ତି। ବର୍ତ୍ତମାନର ଓ୍ବେଷ୍ଟଇଣ୍ଡିଜ୍‌ ଟେଷ୍ଟ ଅଧିନାୟକ କ୍ରେଗ ବ୍ରାଥଓ୍ବାଇଟ୍‌ ସେମାନଙ୍କ ମଧ୍ୟରୁ ଜଣେ। କିଙ୍ଗଷ୍ଟୋନର ସାବିନା ପାର୍କରେ ପାକିସ୍ତାନ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଉଥିବା ପ୍ରଥମ…

ଆର୍‌ଟିପିସିଆର୍ ନେଗେଟିଭ ରିପୋର୍ଟ ବିନା ପଞ୍ଜାବରେ ପ୍ରବେଶ ମନା

ଚଣ୍ଡିଗଡ଼,୧୪ ।୮: ବାହାର ରାଜ୍ୟରୁ ଏବେ ପଞ୍ଜାବ ଯାଉଥିବା ଲୋକଙ୍କ ପାଇଁ ବଡ ସୂଚନା । କରୋନାର ଦୁଇଟି ଯାକ ଟିକା ଅଥବା କରୋନା ଆର୍‌ଟିପିସିଆର୍ ନେଗେଟିଭ୍ ରିପୋର୍ଟ ଧରିଥିଲେ ଯାଇ ଜଣେ ବ୍ୟକ୍ତି ବାହାର ରାଜ୍ୟରୁ ପଞ୍ଜାବ ଭିତରକୁ ପ୍ରବେଶ…

ଫିଲ୍ମରେ ସଲମାନଙ୍କ ବଡ଼ ଭାଇ ଭାବେ ଲୋକପ୍ରିୟ ହୋଇଥିଲେ ଏହି ଅଭିନେତା: ବାସ୍ତବ ଜୀବନରେ ବି କରିଥିଲେ ଏମିତି

ନିଜର ଅଭିନୟ ପାଇଁ ବଲିଉଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ମୋହନିଶ ବାହାଲ ଆଜି ତାଙ୍କର ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ମୋହନିଶ ସେହି ବଲିଉଡ ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏ ବଡ଼ ଭାଇ ହୋଇ ଲୋକଙ୍କ ହୃଦୟ ଜିତିଥିଲେ।…

ଷଣ୍ଢ ସହିତ ଖେଳୁଥିଲେ ଯୁବକ, ଏମିତି ଦେଲା ପାନେ

ବିହାରର ଛପରାରେ ଜଣେ ଯୁବକଙ୍କୁ ଷଣ୍ଢ ସହ ଖେଳିବା ମହଙ୍ଗା ପଡ଼ିଛି। ଘର ବାହାରେ ଠିଆ ହୋଇଥିବା ଏକ ଷଣ୍ଢର ଶିଙ୍ଘକୁ ଯୁବକ ଜଣକ ଧରିଥିଲେ। କେତେଥର ଷଣ୍ଢଟି ଶିଙ୍ଘ ହଲାଇ ଯୁବକଙ୍କୁ ଦୂରେଇ ଦେଉଥାଏ। ମାତ୍ର ଯୁବକ ଜଣକ ବାରମ୍ବାର…

ଫଟା ଜିନ୍ସ ଉପରେ ଦେଇଥିଲେ ଟିପ୍ପଣୀ, ଏବେ ଟ୍ରାନ୍ସପେରେଣ୍ଟ ପୋଷାକ ପିନ୍ଧି ଟ୍ରୋଲ ହେଉଛନ୍ତି ଏହି ଅଭିନେତ୍ରୀ

ବମ୍ବେ: କଥାରେ ଅଛି କହି ଦେଉଥାଏ ପରକୁ। ବୁଦ୍ଧି ନ ଆସଇ ଘରକୁ। ଅର୍ଥାତ ଅନ୍ୟକୁ କହିବା ସହଜ ହେଲେ ହେଁ ନିଜେ ସେହି କାମ କରିବା କଷ୍ଟକର। ଏପରି କିଛି କରି ଟ୍ରୋଲ ହେଉଛନ୍ତି ବିବାଦୀୟ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ।…

ସରୋଗେସୀ ଦ୍ୱାରା ସନ୍ତାନ ଜନ୍ମ କରିବାକୁ ଚାହୁଁଥିଲେ କରିନା; ନିଜ ପୁସ୍ତକରେ କଲେ ଏଭଳି…

ବମ୍ବେ: ପ୍ରଥମ ପରେ ଦ୍ୱିତୀୟ ସନ୍ତାନକୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ଖାନ୍‌। ନିକଟରେ ସେ ଗର୍ଭଧାରଣ ସମୟର ଅନୁଭୂତିକୁ ନେଇ ଏକ ପୁସ୍ତକ ପ୍ରକାଶ କରିଥିଲେ। ଏଥିରେ ସେ ଅନେକ କଥା ଖୁଲାସା କରିଛନ୍ତି।…

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…

ଖୋଲିଲା ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ

ନୂଆଦିଲ୍ଲୀ,୧୪ ।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ପୁଣିଥରେ ଆକ୍ଟିଭ ହୋଇଯାଇଛି । ପାଖାପାଖି ଏକ ସପ୍ତାହ ପରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷଙ୍କ ଆକାଉଣ୍ଟକୁ ଅନଲକ୍ କରାଯାଇଛି । ରାହୁଲଙ୍କ ସହ କଂଗ୍ରେସର ଅନ୍ୟ ବରିଷ୍ଠ ନେତାଙ୍କ ଟୁଇଟର…

ସ୍ବାମୀଙ୍କ ମୃତ୍ୟୁ ପରେ ପ୍ରଥମ ଥର କାମକୁ ଫେରିଲେ ଏହି ଅଭିନେତ୍ରୀ, ଫଟୋ ଶେୟାର କରି କହିଲେ …

ସ୍ବମୀଙ୍କ ମୃତ୍ୟୁ ପରେ ବଲିଉଡ୍‌ ଅଭିନେତ୍ରୀ ମନ୍ଦିରା ବେଦୀ ପ୍ରଥମ ଥର କାମକୁ ଫେରିଛନ୍ତି। ସେ ନିଜ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରିଛନ୍ତି। ସ୍ବାମୀ ରାଜ କୌଶଲଙ୍କ ମୃତ୍ୟୁର ପ୍ରାୟ ଦୁଇମାସ ପରେ ମନ୍ଦିରା ପ୍ରଥମ ଥର କାମ ଆରମ୍ଭ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri