Home Left

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୨୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ରାଜପୁର ରୋଡ଼ରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଟିମ ଚଢ଼ାଉ କରଛି। କନିଷ୍ଠ ଯନ୍ତ୍ରୀ ଇଂ. ବଂଶୀଧର ସେଠୀଙ୍କ ପ୍ରକୋଷ୍ଠରୁ ବହୁ ସଂଖ୍ୟକ ନଥିପତ୍ର ଜବତ…

ଦିନେ ଭାରତର ମଜା ଉଡାଇଥିଲେ, ଏବେ ପାଇଲେ ମୁହଁତୋଡ ଜବାବ

ନୂଆଦିଲ୍ଲୀ,୨୮।୧୨: ମେଲବୋର୍ନରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରି ଅଷ୍ଟ୍ରେଲିଆ ଆଶେସ ସିରିଜ ଜିତିଛି। ଦ୍ୱିତୀୟ ଇନିଂସରେ ଇଂଲଣ୍ଡର ପୁରା ଦଳ ମାତ୍ର ୬୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଏହି ବିଜୟ ସହିତ…

ଦ୍ୱିତୀୟଥର ବାପା ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ଟିମ ଇଣ୍ଡିଆର ଅଲରାଉଣ୍ଡର ଇରଫାନ ପଠାନ ଦ୍ୱିତୀୟ ଥର ବାପା ହୋଇଛନ୍ତି। ଶିଶୁର ଏକ ଫଟୋ ଶେୟାର କରି ସେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଦେଇଛନ୍ତି। ସେ କହିଛନ୍ତି, ସଫା ଏବଂ ମୁଁ ଆମର ପୁତ୍ର…

ଫେବୃୟାରୀରେ ପିକ୍‌ ନେଇପାରେ ତୃତୀୟ ଲହର: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଓଡିଶାରେ ତୃତୀୟ ଲହରକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସତର୍କ କରାଇଛନ୍ତି। ଫେବୃୟାରୀ ମାସ ବେଳକୁ ରାଜ୍ୟରେ ତୃତୀୟ ଲହର ପିକ୍‌ ନେଇପାରେ ବୋଲି ସେ କହିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କରୋନାର ପ୍ରଥମ ଓ…

ନିଯୁକ୍ତିମେଳାକୁ ଖଣି, ଶିଳ୍ପସଂସ୍ଥାର ଅଣଦେଖା

ଯାଜପୁର ଅଫିସ,୨୮।୧୨: ଜିଲା ପ୍ରଶାସନ ପକ୍ଷରୁ ଶିଳ୍ପ ସମୃଦ୍ଧ ଯାଜପୁର ଜିଲାରେ ପ୍ରାୟ ୪ ବର୍ଷ ପରେ ସୋମବାର ବରୁହାଁ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ ଏକ ନିଯୁକ୍ତିମେଳା ଆୟୋଜିତ ହୋଇଛି। ବିଡମ୍ବନା ଯେ, ଏହି ନିଯୁକ୍ତି ମେଳାରେ କଳିଙ୍ଗନଗର…

ଖୁବ୍‌ଶୀଘ୍ର ସଂରକ୍ଷଣ ତାଲିକା ଦାଖଲ କରିବେ ସରକାର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଆଉ ପାଦେ ଆଗେଇଛନ୍ତି। ଖୁବ୍‌ଶୀଘ୍ର ସରକାର ସଂରକ୍ଷଣ ତାଲିକା ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବେ । ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଜିଲା ପରିଷଦ…

ଲଜ୍ଜାଜନକ ରେକର୍ଡ ହାସଲ କଲା ଇଂଲଣ୍ଡ: ୧୪୪ ବର୍ଷ ଟେଷ୍ଟ ଇତିହାସରେ ଦ୍ୱିତୀୟଥର ଘଟିଲା ଏମିତି

ମେଲବୋର୍ନ,୨୮।୧୨: ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ଦଳ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରିଛି । ଜୋ ରୁଟଙ୍କ ଅଧିନାୟକତ୍ୱରେ ଥିବା ଇଂଲଣ୍ଡ ଦଳ ମେଲବୋର୍ନ ଟେଷ୍ଟରେ ଅଷ୍ଟ୍ରେଲିଆଠାରୁ ଲଜ୍ଜାଜନକ ପରାଜୟ ଭୋଗିଛି।…

ପଇସାବାଲା ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ ଦେବ ଦଳ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ମତକୁ ନିଜ ସପକ୍ଷରେ ନେବା ସକାଶେ ବିଜେଡି ଓ ଭାଜପା ସବୁ ପ୍ରକାର ଉଦ୍ୟମ ଆରମ୍ଭ କରିଦେଲେଣି। ଏହି କ୍ରମରେ ଭାଜପାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ…

ହୃଦୟ ଜିତିଲେ ରାସ୍ତା କଡ଼ରେ ବସି ପିଜ୍ଜା ଖାଉଥିବା ଗରିବ ବ୍ୟକ୍ତି

ଦୁନିଆରେ ଏମିତି ଅନେକ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ପାଖରେ ଟଙ୍କା, ପୋଷାକ କିମ୍ବା ଘର ନ ଥାଏ ସତ, କିନ୍ତୁ ବଡ଼ ହୃଦୟ ଥାଏ। ଆଜିର ସମୟରେ ଆମେ ସବୁକିଛିର ଉଦାହରଣ ସୋସିଆଲ ମିଡିଆ ମାଧ୍ୟମରେ ଦେଖିବାକୁ ପାଇଥାଉ। ନିକଟରେ ସେମିତି…

୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ,୨୮।୧୨: ଜାନୁୟାରୀ ୧୦ରୁ କଟକରେ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀ, ୬୦ ବର୍ଷରୁ ଉର୍ଦ୍ଧ୍ୱ ବହୁବିଧ ରୋଗରେ ପୀଡିତଙ୍କୁ ଏହି ଟିକା ମିଳିବ। ତେବେ କେଉଁ…

ମଣିଷ ପରି ଛୁଆ ଜନ୍ମ ଦେଲା ଛେଳି: ଦେଖିବାକୁ ଲୋକଙ୍କ ଭିଡ

ଗୁଆହାଟୀ,୨୮।୧୨:ଏକ ପଶୁ ମଣିଷ ଛୁଆ ଜନ୍ମ ଦେବା ନିହାତି ଏକ ଆଶ୍ଚର୍ଯ୍ୟଜନକ ଖବର। ଆସାମ ରାଜ୍ୟର କଚାର ଜିଲାରେ ମଣିଷ ପରି ଏକ ସନ୍ତାନ ଜନ୍ମ ଦେଇଛି ଛେଳି। ଏହି ଛୁଆକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଭିଡ ଜମିଛି। କୁହାଯାଇଛି…

ଆଜି ଭିଜିବ ୧୦ ଜିଲା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲାରେ ବର୍ଷା ହେବା ସହ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?