Home Left

ଯୁକ୍ତ୨ ପରୀକ୍ଷା ପଦ୍ଧତି ବଦଳିବ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ୨ ପରୀକ୍ଷା ପଦ୍ଧତିରେ ବି ପରିବର୍ତ୍ତନ ଅଣାଯିବ। ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ହେବ। ଏଥିସହ ଇଣ୍ଟରନାଲ୍‌ ଆସେସମେଣ୍ଟ ହେବ। ସ୍ବଚ୍ଛତା ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରୀକ୍ଷାକୁ ପୂରା ମନିଟର କରିବ। ପ୍ରଥମ…

ପାକ୍‌ ସୁପ୍ରିମକୋର୍ଟରେ ପ୍ରଥମ ମହିଳା ବିଚାରପତି

ଇସ୍‌ଲାମାବାଦ: ପାକିସ୍ତାନ ସୁପ୍ରିମକୋର୍ଟର ୭୫ ବର୍ଷ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ସେପ୍ଟେମ୍ବର ୯ରେ ଜଷ୍ଟିସ୍‌ ଆୟେଶା ମଲିକଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ କରାଯିବ। ପାକିସ୍ତାନର ସର୍ବୋଚ୍ଚ ଅଦାଲତରେ ବିଚାରପତି ରୂପେ ନିଯୁକ୍ତ ହେବାରେ ଜଷ୍ଟିସ୍‌ ଆୟେଶା…

ଛତୁରେ ରହିଛି ଏସବୁ ଔଷଧୀୟ ଗୁଣ

ଛତୁ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ଖାଇବାକୁ କେବଳ ଯେ ସ୍ବାଦିଷ୍ଟ ତାହା ନୁହେଁ ବରଂ ଏହା ସ୍ବାସ୍ଥ୍ୟ ଉପକାରୀ ମଧ୍ୟ। ପୋଷକତତ୍ତ୍ୱରେ ଭରପୂର ଥିବା ଛତୁକୁ ଆୟୁର୍ବେଦରେ ଔଷଧ ଭାବେ ଗ୍ରହଣ କରାଯାଏ। ଏହା ଅନେକ ପ୍ରକାର…

ଗୁପ୍ତା ଭ୍ରାତାଙ୍କ ଗୁମର ଖୋଲିଲେ ରାମାଫୋସା

ଜୋହାନ୍ସବର୍ଗ,୧୪ା୮: ଦକ୍ଷିଣ ଆଫ୍ରିକାର ଶାସକ ଆଫ୍ରିକାନ୍‌ ନ୍ୟାଶନାଲ କଂଗ୍ରେସ ଭିତରେ ମତଭେଦ କାରଣରୁ ଦୁର୍ନୀତିରେ ଲିପ୍ତ ପ୍ରଭାବଶାଳୀ ଗୁପ୍ତା ପରିବାର ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରି ନ ଥିବା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି। ଆଫ୍ରିକା…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ…

ଓ୍ବାନ୍‌ ଡବ୍ଲ୍ୟୁଟିସିରେ ଝଲସିବ ତ୍ରିରଙ୍ଗା

ଓ୍ବାଶିଂଟନ,୧୪ା୮: ଅଗଷ୍ଟ ୧୫ରେ ଭାରତ ୭୫ତମ ସ୍ବାଧୀନତା ଦିବସ ପାଳନ କରିବ। ଏହି ଅବସରରେ ଆମେରିକାର ନ୍ୟୁୟର୍କ ସହରସ୍ଥିତ ଓ୍ବାନ୍‌ ଓ୍ବାଲର୍‌ଡ ଟ୍ରେଡ୍‌ ସେଣ୍ଟର (ଡବ୍ଲ୍ୟୁଟିସି)ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ଝଲସିବ। ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାର ଏହି ଉଚ୍ଚତମ…

ଆର୍ମିରେ ଭର୍ତ୍ତି ହେବା ପାଇଁ ଏହି ଦେଶରେ ଯୁବତୀଙ୍କର ହୋଇଥାଏ ଭର୍ଜିନିଟି ଟେଷ୍ଟ, ଏବେ ଆସିଲା ଏମିତି ରିପୋର୍ଟ

ଜାକର୍ତ୍ତା: ଏମିତି ଦେଶ ଅଛି, ଯେଉଁଠି ଆର୍ମିରେ ଭର୍ତ୍ତି ହେବା ପାଇଁ ଯୁବତୀମାନଙ୍କର ଭର୍ଜିନିଟି ଟେଷ୍ଟ କରାଯାଉଥିଲା। ମାତ୍ର ଏବେ ଆଉ ଏପରି କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଏମିତି ଦେଶ ହେଉଛି ଇଣ୍ଡୋନେସିଆ। ୧୯୬୫ ମସିହାରୁ ଇଣ୍ଡୋନେସିଆ ସେନା,…

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଙ୍କ ସୁବର୍ଣ୍ଣ ନାଗାଭରଣ ବେଶ। ସୁନାର ପଞ୍ଚବକ୍ର ମୁକୁଟ ପରିଧାନ କରି ଶ୍ରୀଜୀଉ…

ବିଜେଡି ଖେଳିଲା ଏସ୍‌ଇବିସି କାର୍ଡ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍‌ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ପଛୁଆବର୍ଗରୁ ସମ ପରିମାଣର ପ୍ରାର୍ଥୀ ଦେବ। ଏ ନେଇ ଦଳର ରାଜ୍ୟ…

ଆଜି ଯୁକ୍ତ୨ କଳା, ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଏନେଇ ଶୁକ୍ରବାର ସିଏଚ୍‌ଏସଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର orissaresults.nic.in ଓ୍ବେବ୍‌ସାଇଟରେ ନିଜ ପରୀକ୍ଷାଫଳ ପାଇପାରିବେ। ଚଳିତବର୍ଷ କରୋନା…

ଖଣି ତ୍ୟାଗ ଅନ୍ତରାଳେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ ବର୍ଷକ ତଳେ ହାତେଇଥିବା ସୁନ୍ଦରଗଡ଼ ଜିଲାର ଗୋନୁଆ ଲୁହାପଥର ଖଣି ଛାଡ଼ିଦେବାକୁ ଅଗଷ୍ଟ ୧୧ ତାରିଖରେ ଓଡ଼ିଶା ସରକାରଙ୍କୁ ଜଣାଇଛି। ଜେଏସ୍‌ଡବ୍ଲ୍ୟୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛି ଯେ ଗୋନୁଆ ଖଣି ଆର୍ଥିକ ଦୃଷ୍ଟିକୋଣରୁ ଲାଭଦାୟକ ନୁହେଁ।…

ମହାଭାରତର ଏହି ଭୂମିକା ଲାଗି ଏଗ୍ରିମେଣ୍ଟ କ୍ୟାନ୍‌ସେଲ୍‌ କରି ଦେଇଥିଲେ ଜୁହି, କାରଣ ଜାଣିଲେ…

ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଜୁହି ଚାଓ୍ବଲା ଅନ୍ୟତମ। ସେ ବଲିଉଡ୍‌କୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ତେବେ ୧୯୮୮ରେ ବି.ଆର ଚୋପ୍ରାଙ୍କ ମହାଭାରତରେ ଅଭିନୟ କରିବାକୁ ସେ ଏଗ୍ରିମେଣ୍ଟ ସାଇନ୍‌ କରିଥିଲେ । ମାତ୍ର ପରେ ଚୋପ୍ରାଙ୍କୁ ଏହା ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri