Home Left

ଟିକସ ଫାଙ୍କିବା ନେଇ ୨ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ାଉ

ଟିଟିଲାଗଡ଼,୧୩।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଜିଏସ୍‌ଟି ଏବଂ ଏନଫୋର୍ସ ମେଣ୍ଟ ରେଞ୍ଜ ବିଭାଗ ପକ୍ଷରୁ ସହରର ଠିକାଦାରପଡାସ୍ଥିତ ଦୁଇଟି ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଶୁକ୍ରବାର ଚଢ଼ାଉ ଜାରି ରହିଛି। ଟିକସ ଫାଙ୍କୁଥିବା ଅଭିଯୋଗ ପରେ ବିଭାଗର ୧୦ ଜଣିଆ ଅଧିକାରୀ,…

ମାତିଲେ ଦୁର୍ବୃତ୍ତ: ରାତାରାତି ୨ ଦୋକାନରୁ ନେଇଗଲେ ୧୬ ଲକ୍ଷ

ବ୍ରହ୍ମପୁର ଅଫିସ,୧୩।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଏବେ ଦୁର୍ବୃତ୍ତ ମାତିଛନ୍ତି। ଗୋଟିଏ ରାତିରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପୃଥକ ସ୍ଥାନରେ ଥିବା ଦୁଇଟି ଦୋକାନରେ ଏହି ଦୁର୍ବୃତ୍ତ କଳାକାନା ବୁଲାଇଛି। ଯାହାକି ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଖବରପାଇ…

୧୦୩ ଡିଗ୍ରୀ ଜ୍ୱରରେ ଏହି ଗୀତ ଶୁଟିଂ କରିଥିଲେ ଶ୍ରୀଦେବୀ: ଦୁଇ ଝିଅଙ୍କ ନାମ ଦେବା ପୂର୍ବରୁ ସ୍ବାମୀ….

ବଲିଉଡର ‘ଚାନ୍ଦନୀ’ ଏବଂ ଲୋକଙ୍କ ହୃଦୟରେ ରାଜ କରୁଥିବା ଶ୍ରୀଦେବୀଙ୍କୁ ସିନେମା ଜଗତର ପ୍ରଥମ ମହିଳା ସୁପରଷ୍ଟାର ବୋଲି କୁହାଯାଏ। ଶ୍ରୀଦେବୀଙ୍କୁ ଲେଡି ଅମିତାଭ ବଚ୍ଚନ ଏବଂ ପ୍ରଥମ ସୁପରଷ୍ଟାର ମାନ୍ୟତା ଦିଆଯାଇଛି। ୧୯୬୩ ଅଗଷ୍ଟ ୧୩ରେ ଜନ୍ମଗ୍ରହଣ କରିଥିବା ଶ୍ରୀଦେବୀ…

ତାମିଲନାଡୁ ବଜେଟ: ୩ ଟଙ୍କା ଶସ୍ତା ହେବ ପେଟ୍ରୋଲ, ମାତୃତ୍ୱ ଅବକାଶ ୧୨ ମାସ

ଚେନ୍ନାଇ,୧୩ ।୮: ତାମିଲନାଡୁ ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି । ରାଜ୍ୟର ଅର୍ଥମନ୍ତ୍ରୀ ପିଟିଆର୍ ପଲାନିବେଲ ତ୍ୟାଗରାଜନ ରାଜ୍ୟର ଇତିହାସରେ ପ୍ରଥମ କରି ନିଜର ଇ-ବଜେଟ ଉପସ୍ଥାପନ କରିଛନ୍ତି । ଏଥର ତାମିଲନାଡୁ ସରକାର ପେଟ୍ରୋଲ ଟ୍ୟାକ୍ସରେ ୩ଟଙ୍କା…

‘ସ୍ତ୍ରୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ’

ମୁମ୍ବାଇ,୧୩।୮: ବିବାହ ପରେ ସ୍ତ୍ରୀଙ୍କ ସହ ସ୍ବାମୀ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ ବୋଲି ମୁମ୍ବାଇ ଆଡିସନାଲ ସେସନ ଜଜ୍ଜ ସଜ୍ଞାଶ୍ରୀ ଜେ ଘରାଟ କହିଛନ୍ତି। ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖୁଥିବା ନେଇ ଜଣେ ମହିଳା ସ୍ବାମୀ…

ହଙ୍ଗାମା କରିଥିବା ଏମ୍‌ପିଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନ (ଅଗଷ୍ଟ ୧୧)ରେ ରାଜ୍ୟ ସଭାରେ ଜୋରଦାର ହଙ୍ଗାମା ହୋଇଥିଲା। ଯାହାକି ଗୃହର ଗାରିମାକୁ ଆଘାତ ଦେଇଛି ବୋଲି ସରକାର କହିଛନ୍ତି। ତେବେ ବିରୋଧୀ ଦଳ ଅଭିଯୋଗ କରିଛନ୍ତି ଯେ ମାର୍ଶାଲ ମାନେ ମହିଳା ଏମ୍‌ପିଙ୍କ…

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ

କୁଲଗାମ,୧୩।୮: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କାବଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜମ୍ମୁ-ଶ୍ରୀନଗର ରାଜପଥରେ ଦକ୍ଷିଣ କାଶ୍ମୀର କୁଲଗାମ ଜିଲାର କାଜିଗୁଣ୍ଡରେ ଗୁରୁବାର ଦ୍ୱିପ୍ରହରରେ ବିଏସ୍‌ଏଫ୍‌ର ପାଟ୍ରୋଲିଂ ଉପରେ ଆତଙ୍କବାଦୀମାନେ…

ଅଳିଆ ଗଦାରେ ଗ୍ରେନେଡ

ଚଣ୍ଡିଗଡ଼, ୧୩ ।୮: ପଞ୍ଜାବ ଅମୃତସରର ରଞ୍ଜିତ ଏଭେନ୍ୟୁରେ ଘର ସାମ୍ନାରେ ଏକ ଅଜଣା ଜିନିଷ ମିଳିବା ଫଳରେ ଉକ୍ତ ଅଞ୍ଚଳରେ ଭୟର ବାତାବାରଣ ସୃଷ୍ଟି ହୋଇଛି । ଏହା ଏକ ଗ୍ରେନେଡ ବୋଲି କୁହାଯାଉଛି । ରଞ୍ଜିତ ଏଭେନ୍ୟୁ ଅମୃତସର…

ଚିକିତ୍ସା ପାଇଁ ଯାଇ ଡାକ୍ତରଙ୍କ ପ୍ରେମରେ ପଡ଼ିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ; ଏବେ ଭାଜପାର ଜଣେ ଟାଣୁଆ ନେତ୍ରୀ ଭାବେ…

ବମ୍ବେ: ହିନ୍ଦୀ ସିନେମାର ସଫଳତମ ଅଭିନେତ୍ରୀଙ୍କ ମଧ୍ୟରୁ ବୈଜୟନ୍ତୀ ମାଳା ଅନ୍ୟତମ। ସେ ଦକ୍ଷିଣ ଭାରତୀୟ ସିନେମାରୁ ହିନ୍ଦୀ ସିନେମାକୁ ଆସି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ଖାଲି ଯେ ଅଭିନୟ ତାହା ନୁହେଁ ନୃତ୍ୟରେ ବି ସେ ଥିଲେ…

ପ୍ରେମିକାଙ୍କ ସହ ହୋଟେଲ ଯାଇଥିଲେ ସ୍ବାମୀ, ପହଞ୍ଚିଗଲେ ସ୍ତ୍ରୀ, ଆଉ ତା’ ପରେ…

ମୁମ୍ବାଇ,୧୩ା୮: ମହାରାଷ୍ଟ୍ରର ଔରଙ୍ଗାବାଦର ଏକ ହୋଟେଲ ବାହାରେ ଜଣେ ମହିଳା ହଙ୍ଗାମା କରିଛନ୍ତି। କାରଣ ତାଙ୍କ ସ୍ବାମୀ ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିବା ଜାଣିବା ପରେ ସେ ସିଧା ଯାଇ ହୋଟେଲ ସାମ୍ନାରେ ପହଞ୍ଚତ୍ଥିଲେ। ସ୍ବାମୀଙ୍କୁ ପ୍ରେମିକାଙ୍କ ସହ ଦେଖି ରାଗ…

ଭାଜପା ଏମ୍‌ପିଙ୍କୁ ଧମକ: ଟଙ୍କା ନ ଦେଲେ ବୋମାପକାଇ ଘର ଉଡାଇଦେବୁ

ପ୍ରତାପଗଡ,୧୩।୮: ଉତ୍ତରପ୍ରଦେଶର ପ୍ରତାପଗଡ ଜିଲାର ଏମ୍‌ପି ସଙ୍ଗମଲାଲ ଗୁପ୍ତାଙ୍କୁ ଏକ ଧମକ ମିଳିଛି। ତାଙ୍କୁ ଫୋନ୍‌ରେ କିଛି ଲୋକ ୫ କୋଟି ଟଙ୍କା ବଟି ମାଗିଛନ୍ତି। ଯଦି ବଟି ନ ଦିଅନ୍ତି ତେବେ ତାଙ୍କୁ ଏବଂ ତାଙ୍କ ପରିବାରକୁ ବୋମା ପକାଇ…

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୩।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଲର୍ଡସର ଐତିହାସିକ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୩୫,୦୦୦ରୁ ଅଧିକ ବଲ୍‌ ବୋଲିଂ କରିଛନ୍ତି। ଆଣ୍ଡରସନଙ୍କ ପୂର୍ବରୁ ତିନିଜଣ ସ୍ପିନର, ଶ୍ରୀଲଙ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri