Home Left

ଡାକ୍ତର ହେବେ ଆଦିବାସୀ ଝିଅ ବିଦୁ ନାଏକ: ଅଞ୍ଚଳ ପାଇଁ ସୃଷ୍ଟି କଲେ ଉଦାହରଣ

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ବଡ଼କର୍ଲାକୋଟ ପଞ୍ଚାୟତ ନୂଆପଡାର ଜଣେ ଗରିବ ଆଦିବାସୀ ଝିଅ ବିଦୁ ନାଏକ(୨୧) ସର୍ବ ଭାରତୀୟସ୍ତରର ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ନିଟ)ରେ ଉତ୍ତୀର୍ଣ୍ଣ ହୋଇ ଅଞ୍ଚଳ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଗତ…

ଦାରିଙ୍ଗବାଡିରେ ନିୟନ୍ତ୍ରଣ ନାହିଁ ଟ୍ରାଫିକ୍‌: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି, ୧୧।୯ (ଅରୁଣ ସାହୁ):କନ୍ଧମାଳ ଜିଲ। ଦାରିଙ୍ଗବାଡିରେ ଟ୍ରାଫିକ ସମସ୍ୟା ନିୟନ୍ତ୍ରଣରେ ନାହିଁ। ପୋଲିସ ପକ୍ଷରୁ ଚାରିଛକରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଗୃହରଖିମାନଙ୍କୁ ଡ୍ୟୁଟି ଦିଆଯାଇଛି। କିନ୍ତୁ ଗାଡିମୋଟର ସଂଖ୍ୟା ବୃଦ୍ଧି ଯୋଗୁ ସେମାନଙ୍କ ହାତରେ ମଧ୍ୟ ନିୟନ୍ତ୍ରଣ ହେବା ମୁସ୍କିଲ…

ଶୋଇଥିବାବେଳେ ଘରୁ ଟାଣି ଆଣି କଚାଡି ମାରିଲା ଦନ୍ତା

ବଣାଇଁ, ୧୧।୯(ପ୍ରଦୀପ ତ୍ରିପାଠୀ): ଘରୁ ଟାଣି ଆଣି କଚାଡି ମାରିଲା ଦନ୍ତା । ବଣାଇଁ ବନଖଣ୍ଡ କୋଇଡା ବନାଞ୍ଚଳ ଅନ୍ତର୍ଗତ ସାନ ଇନ୍ଦୁପୁରଠାରେ ଥିବା ଗିରୱାଲ ହଟିଙ୍ଗରେ ଗତ କାଲି ବିଳମ୍ବିତ ରାତିରେ ଘରେ ଜଣଙ୍କ ଘର ଭାଙ୍ଗି ଦେଇଛି। ଶୋଇଥିବାବେଳେ…

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା: ଭିଡିଓରେ କହିଲେ ସାଂଘାତିକ କଥା!

ଦାରିଙ୍ଗବାଡି, ୧୧।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ଗତ ରବିବାର ବିଳମ୍ବିତ ରାତିରେ ତାଙ୍କ ସମ୍ପର୍କୀୟଙ୍କ ଘରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନ…

ଜନଶୁଣାଣିକୁ ସ୍ବାସ୍ଥ୍ୟ ବିଭାଗର ଅଣଦେଖା

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା): ରାଜ୍ୟବାସୀଙ୍କୁ ସୁଶାସନ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୬ରେ ‘ଆମ ଶାସନ’ ବ୍ୟବସ୍ଥା ଆପଣାଯାଇଛି। ଆଭିମୁଖ୍ୟ ରହିଛି, ସରକାରଙ୍କ ପ୍ରତ୍ୟେକ ଯୋଜନା ଯେପରି ସମସ୍ତ ହିତାଧିକାରୀଙ୍କ ନିକଟରେ ନିର୍ଦ୍ଦିଷ୍ଟ ସମୟ ଭିତରେ ପହଞ୍ଚତ୍ବ। ଏଥିପାଇଁ ପର୍ଯ୍ୟାୟକ୍ରମେ…

ରାଜ୍ୟ ସରକାରଙ୍କୁ ୨ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ

କଟକ,୧୧।୯(କାର୍ତ୍ତିକ ସାହୁ): ପ୍ରାୟ ୩ ଦଶନ୍ଧି ତଳର ଏକ ଦଓ୍ବୋନି ମାମଲାରେ କୋର୍ଟ ଦେଇଥିବା ନିର୍ଦ୍ଦେଶକୁ ଅନୁପାଳନଢ଼ କରିବାରେ ସରକାରୀ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ ଏବେ ସରକାରଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ୨ଲକ୍ଷ ଟଙ୍କାର…

ଭୁବନେଶ୍ୱର ‘ନ୍ୟୁ ସିଟି’କୁ ଅନୁମୋଦନ

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା): ରାଜଧାନୀ ଭୁବନେଶ୍ୱରରେ ଗଢ଼ିଉଠିବ ଆଉ ଏକ ନୂଆ ସହର। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କିଛିଦିନ ତଳୁ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ବୁଧବାର ରାଜ୍ୟ କ୍ୟାବିନେଟ୍‌ର ମୋହର ବାଜିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ…

ସାର ପାଇଁ ‘ଆଧାର’ ଧାଡ଼ି

ଦେଓଗାଁ,୧୧ା୯ (କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଏବେ ଧାନ ଚାଷ ପାଇଁ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ଚଳିତ ବର୍ଷ ଠିକ୍‌ ସମୟରେ ଚାଷୀଙ୍କୁ ୟୁରିଆ ସାର ଯୋଗାଇବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଦେଓଗଁା…

ଶିଳ୍ପ, ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ୫୩୩.୬୨ କୋଟି ଜଳକର ବାକି

ବ୍ରହ୍ମପୁର,୧୧ା୯(ଅଶୋକ କୁମାର ସାହୁ): ଚଳିତ ଆର୍ଥିକ ବର୍ଷ ଜୁନ୍‌ ସୁଦ୍ଧା ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାର ବିଭିନ୍ନ ଶିଳ୍ପ ଓ ବ୍ୟବସାୟିକ ସଂସ୍ଥା ନିକଟରେ ଜଳକର ବାବଦକୁ ୫୩୩.୬୨କୋଟି ଟଙ୍କା ବାକି ପଡିଛି। ୨ମାସ ଭିତରେ ଏହା ଆଦାୟ କରିବାକୁ…

ଚଳିତ ମାସରେ ଆସିବ ନୂଆ ଅବକାରୀ ନୀତି: ମନ୍ତ୍ରୀ

ଭୁବନେଶ୍ୱର, ୧୧।୯(ସୁନିତ୍‌ ମିଶ୍ର): ଚଳିତ ମାସରେ ରାଜ୍ୟ ସରକାର ନୂଆ ଅବକାରୀ ନୀତି ଆଣିବେ। ନୂଆ ଅବକାରୀ ନୀତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦିନେ କିମ୍ବା ଦୁଇଦିନ ମଧ୍ୟରେ ଆଲୋଚନା ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

SIP ନା ସୁକନ୍ୟା ସମୃଦ୍ଧି ଯୋଜନା? ଆପଣଙ୍କ ପିଲାଙ୍କ ଭବିଷ୍ୟତ ଲାଗି କେଉଁଟି ଉତ୍ତମ, ୧୫ ବର୍ଷରେ… 

ନୂଆଦିଲ୍ଲୀ,୧୦।୯: ଯଦି ଆପଣ ଆପଣଙ୍କ ପିଲାଙ୍କ ଭବିଷ୍ୟତକୁ ସୁନ୍ଦର କରିବାକୁ ଚାହୁଁଛନ୍ତି, ତେବେ ନିବେଶ ଯୋଜନା ଅତ୍ୟନ୍ତ ଜରୁରୀ। ଏଥିପାଇଁ ଆପଣଙ୍କ ପାଖରେ ଅନେକ ବିକଳ୍ପ ରହିଛି, ଯେଉଁଥିରୁ ଦୁଇଟି ପ୍ରମୁଖ ହେଉଛି ସିଷ୍ଟମେଟିକ ଇନଭେଷ୍ଟମେଣ୍ଟ ପ୍ଲାନ (SIP) ଏବଂ ସୁକନ୍ୟା…

ମେଲୋନିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, ଏସବୁ ପ୍ରସଙ୍ଗରେ ହେଲା ଆଲୋଚନା

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ଫୋନ୍‌ରେ ଆଲୋଚନା କରି ଭାରତ-ୟୁରୋପୀୟ ସଂଘ (EU) ମଧ୍ୟରେ ପ୍ରସ୍ତାବିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ଏବଂ ଇଉକ୍ରେନ ସଂଘର୍ଷ ନିରସନ ଉପାୟ ସହ ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଅର୍ଥନୈତିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri