Home Left

ଯୁବତୀଙ୍କୁ ଏସିଡ୍‌ ମାଡ଼: ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୧୩ା୮(ବ୍ୟୁରୋ):ରାଜଧାନୀରେ ଜଣେ ଯୁବତୀଙ୍କ ଉପରକୁ ଏସିଡ୍‌ ମାଡ଼ କରାଯାଇଛି। ଏଥିରେ ଯୁବତୀଙ୍କ ମୁହଁର ବାମ ପାର୍ଶ୍ୱ ପୋଡ଼ି ଯାଇଛି। ଏସିଡ୍‌ ମାଡ଼ କରିଥିବା ଯୁବକ ହେଉଛନ୍ତି ନିମାପଡ଼ା ଅଞ୍ଚଳର ପପୁ ରାଉତ। ୨ବର୍ଷ ତଳେ ନୋଟାରୀ ପବ୍ଲିକ୍‌ଙ୍କ ନିକଟରେ ପପୁ ଉକ୍ତ…

ହାତରେ ଛୁରି ଧରି ଏମିତି କହିଲେ ଅକ୍ଷୟ କୁମାରଙ୍କ ସ୍ତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତଥା ଅକ୍ଷୟ କୁମାରଙ୍କ ସ୍ତ୍ରୀ ଟ୍ବିଙ୍କଲ ଖାନ୍ନା ପରଦାରୁ ଦୂରରେ ଅଛନ୍ତି, କିନ୍ତୁ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରୁହନ୍ତି। ସମସାମୟିକ ପ୍ରସଙ୍ଗରେ ମଧ୍ୟ ତାଙ୍କ ମତକୁ ମୁକ୍ତ ଭାବରେ ଉପସ୍ଥାପନ କରନ୍ତି। ଟ୍ବିଙ୍କଲ ତାଙ୍କ ମଜାଳିଆ ଅନ୍ଦାଜ…

ଚିତି ସାପକୁ କାମୁଡ଼ି ଦୁଇଖଣ୍ଡ କରି ରକ୍ତ ପିଇଲେ

କଳିଙ୍ଗନଗର,୧୩ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଦାନଗଦୀ ବ୍ଲକ ଅଧୀନ ଶାଳିଜଙ୍ଗା ପାଞ୍ଚୟତ ଗମ୍ଭାରୀପାଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର କିଶୋର ବଦରା(୪୫) ବିଲରୁ ଫେରୁଥିବା ବେଳେ ତାଙ୍କୁ ଏକ ଚିତି ସାପ କାମୁଡ଼ି ଦେଇଥିଲା। ପରେ ସାପକୁ ଗୋଡେଇ ଧରିଥିଲେ…

ଏହି ବୋଲର୍‌ ପକାଇଥିଲେ ବିଶ୍ୱର ସବୁଠୁ ଦ୍ରୁତତମ ବଲ୍‌

ପାକିସ୍ତାନର ପୂର୍ବତନ ବୋଲର ସୋଏବ ଅଖତର ଆଜି ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୭ ମସିହା ଅଗଷ୍ଟ ୧୩ରେ ରାଉଲପିଣ୍ଡି ଜନ୍ମଗ୍ରହଣ କରିଥିବା ସୋଏବ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ଏ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ସୋଏବ ଏକ…

ଭାରତ-ପାକିସ୍ତାନ ଖେଳାଳିଙ୍କ ପାରିଶ୍ରମିକ ଭିତରେ ପାର୍ଥକ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୩।୮: ପାକିସ୍ତାନ ଅଧିନାୟକ ବାବର ଆଜମ ନିକଟରେ ନିଜର ଦରମା ବଢାଇବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)କୁ ଅନୁରୋଧ କରିଛନ୍ତି। ବିଶ୍ୱର ନମ୍ବର ୧ନମ୍ବର ବ୍ୟାଟ୍ସମ୍ୟାନ ବାବର ତାଙ୍କ ଦରମାକୁ ନେଇ ଅସନ୍ତୁଷ୍ଟ। ତାଙ୍କ ବ୍ୟତୀତ ମହମ୍ମଦ ରିଜୱାନ, ହାସନ ଅଲି…

ସ୍ତନ୍ୟପାନର ଉପକାରିତା

ସ୍ତନ୍ୟପାନ କରାଇବା ଦ୍ୱାରା ମା’ ଦେହରୁ ଅଯଥା ଚର୍ବିଅଂଶ ହ୍ରାସ ହୁଏ। ଫଳରେ ପ୍ରସବ ପରବର୍ତ୍ତୀ ମୋଟାପଣ ଦୂର ହୋଇଥାଏ। କ୍ଷୀର ଖୁଆଇବା ଦ୍ୱାରା ମା’ର ମସ୍ତିଷ୍କରୁ ଅକ୍ସିଟୋସିନ୍‌ ହର୍‌ମୋନର କ୍ଷରଣ ହେବାଦ୍ୱାରା ଜରାୟୁ ସଂକୁଚିତ ହୋଇଥାଏ, ଏହାର ଆକାର କମିଯାଇଥାଏ…

ଟସ୍‌ ଜିତିବା ପରେ ବି ନିରାଶ ହେଲା ଇଂଲଣ୍ଡ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପ୍ରଥମ ଦିନରେ ସମ୍ପୂର୍ଣ୍ଣ ପ୍ରଭାବୀ ପ୍ରଦର୍ଶନ କରିଛି ଭାରତୀୟ ଦଳ। ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଘରୋଇ ଦଳର ଅଧିନାୟକ…

ଶତକ ସହ ମହାନ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ରାହୁଲ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଓପନର ଲୋକେଶ ରାହୁଲ ଖେଳିଛନ୍ତି ଶତକୀୟ ପାଳି। କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍‌ସର ହନର୍ସ ବୋର୍ଡରେ ସ୍ଥାନ ପାଇଛନ୍ତି ରାହୁଲ। ଲଡର୍‌ସରେ…

ଦୁଇଖଣ୍ଡ ହୋଇଗଲା ଜାହାଜ

ଟୋକିଓ,୧୨ା୮: ପାନାମା ପଞ୍ଜୀକୃତ ଏକ ଜାହାଜ ଜାପାନର ଉତ୍ତର ଉପକୂଳରେ ଭାଙ୍ଗି ଦୁଇଖଣ୍ଡ ହୋଇଯାଇଛି। ସେଥିରୁ ତେଲ ଲିକ୍‌ ହେବାରୁ ସାମୁଦ୍ରିକ ଜୀବଙ୍କ ପ୍ରତି ବିପଦ ସୃଷ୍ଟି ହୋଇଛି। ୩,୯୯,୧୦,୦୦୦ କେଜି. ଓଜନ ବିଶିଷ୍ଟ ଜାହାଜ ‘କ୍ରିମ୍‌ସନ୍‌ ପୋଲାରିସ୍‌’ରେ ୨୧ କ୍ରିଉ…

ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ପଡ଼ିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଯୋଗୀ ମୁଣ୍ଡାଙ୍କ ୩…

ଓଡ଼ିଶାର ୪ ପୋଲିସ ଅଫିସରଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲ

ନୂଆଦିଲ୍ଲୀ, ୧୨।୮: ଅପରାଧ ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦେଶର ୧୫୨ ଜଣ ପୋଲିସ ଅଫିସରଙ୍କୁ ୨୦୨୧ ବର୍ଷ ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ମେଡାଲ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ୨୮ ଜଣ ମହିଳା ପୋଲିସ ଅଫିସର ଥିବା ମନ୍ତ୍ରଣାଳୟ…

ଝିଅ ଆଗରେ ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଲକ୍ଷ୍ନୌ, ୧୨।୮: ଇ-ରିକ୍ସା ଚଲାଉଥିବା ଜଣେ ୪୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା ଦିଆଯିବା ସହ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଇଥିଲା। ଦୟା ପାଇଁ ପୀଡ଼ିତଙ୍କ କୁନି ଝିଅ ଭିକ୍‌ ମାଗୁଥିଲେ ମଧ୍ୟ କେହି ଶୁଣିଲେ ନାହିଁ। ଶେଷରେ ପୀଡ଼ିତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri