Home Left

ମାସେ ପରେ ମଧ୍ୟ ମୃତ୍ୟୁ ଉପରୁ ହଟିନି ରହସ୍ୟ

ପାରଳାଖେମୁଣ୍ଡି,୧୨ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ଶୁକ୍ରବାର ମାସେ ପୂରିବ। ହେଲେ ଏ ଯାଏ ପୋଲିସ ସୌମ୍ୟଙ୍କ ଦେହରେ କିଭଳି ନିଆଁ ଲାଗିଲା ତାହା ସ୍ପଷ୍ଟ କରିପାରି ନାହିଁ। ଅନ୍ୟପକ୍ଷେ ନ୍ୟାୟ ପାଇଁ…

ଭାରତ ବିପକ୍ଷ ସିରିଜ୍‌ରୁ ଏତିକି ଲାଭ କରିଛି ଶ୍ରୀଲଙ୍କା

କଲମ୍ବୋ, ୧୨।୮: ଖେଳାଳିମାନେ କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ମଧ୍ୟ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର ସିରିଜ୍‌କୁ ଜାରି ରଖିଥିଲା ଭାରତ। ଉଭୟ ଦଳ ମଧ୍ୟରେ ୩ ଲେଖାଏ ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଖେଳାଯାଇଥିଲା।…

ବିଏସ୍‌ଏଫ୍ ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ

ଜମ୍ମୁ,୧୨ ।୮: ଜମ୍ମୁ-କଶ୍ମୀର କୁଲଗାମର କାଜିଗୁଣ୍ଡ ଅଞ୍ଚଳରେ ଗୁରୁବାର ବିଏସ୍‌ଏଫ୍ ଯବାନଙ୍କ ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ସୂଚନା ଅନୁଯାୟୀ, ଯେତେବେଳେ ସେହି ଅଞ୍ଚଳ ଦେଇ ବିଏସ୍‌ଏଫ୍ ଗାଡିଟି ଅତିକ୍ରମ କରୁଥିଲା ସେହି ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ…

କରୋନା ଟିକା ନେବାକୁ ମନା କରିବାରୁ ଜଣଙ୍କୁ ଚାକରିରୁ ବହିଷ୍କାର କଲା ବାୟୁସେନା

ନୂଆଦିଲ୍ଲୀ,୧୨।୮: କରୋନା ଟିକା ନେବାକୁ ମନା କରିବାରୁ ବାୟୁସେନା ଜଣେ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରିଛି। ଟିକାକରଣ ସେବାର ସର୍ତ୍ତାବଳୀରେ ଅନ୍ତର୍ଭୁକ୍ତ କରାଯାଇଥିଲା। ବାୟୁସେନାର କର୍ମଚାରୀ ଯୋଗେନ୍ଦ୍ର କୁମାରଙ୍କ ଆବେଦନ ଉପରେ ବୁଧବାର ହାଇକୋର୍ଟରେ ଦାଖଲ ହୋଇଥିବା ରିପୋର୍ଟରେ ଅତିରିକ୍ତ ସଲିସିଟର…

ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ପଦରୁ ହଟିପାରନ୍ତି ଋଷଭ ପନ୍ତ; ପଏଣ୍ଟ ତାଲିକା ଶୀର୍ଷରେ ରହିଛି ଦଳ

ନୂଆଦିଲ୍ଲୀ,୧୨।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଖେଳାଯିବ। ଏହି ଲିଗ୍‌ରେ ଏଯାବତ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି। ଏହି ୧୪ତମ ସିଜନ୍‌ରେ ଦିଲ୍ଲୀର ମଙ୍ଗ ଧରିଥିଲେ ଋଷଭ ପନ୍ତ। ହେଲେ ଶୀର୍ଷ…

ଭାରତୀୟ ଟିମ୍‌ରୁ ଶାର୍ଦ୍ଦୁଳ ବାହାର ହେବା ପରେ ମଜା ଉଡାଇଲେ ଏହି ବ୍ୟାଟ୍ସମ୍ୟାନ୍‌; କହିଲେ ଏଭଳି

ଲର୍ଡସ,୧୨।୮: ଭାରତ-ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା ଲର୍ଡସ କ୍ରିକେଣ୍ଡ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରୁ ଭାରତୀୟ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରକୁ ବାହାର କରିଦିଆଯାଇଛି। ଏହାକୁ ନେଇ ମଜା ଉଡାଇଛନ୍ତି ପୂର୍ବ ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ଓ୍ବାସିମ୍‌…

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଟସ୍‌ ଜିତିଲା ଇଂଲଣ୍ଡ

ଲର୍ଡସ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆଜିଠାରୁ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ବର୍ଷା ଯୋଗୁ ବିଳମ୍ବରେ ଟସ୍‌ ହୋଇଛି। ଇଂଲଣ୍ଡ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଗୋଟିଏ ଏବଂ ଇଂଲଣ୍ଡ…

ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଐତିହାସିକ ଟାଇମ୍ସ ସ୍କୋୟାରରେ ଉଡିବ ସବୁଠାରୁ ବଡ ତ୍ରିରଙ୍ଗା

ୱାଶିଂଟନ/ନୂଆଦିଲ୍ଲୀ,୧୨ ।୮: ଅଗଷ୍ଟ ୧୫ରେ ଭାରତ ପାଳନ କରିବାକୁ ଯାଉଛି ୭୫ ତମ ସ୍ୱାଧିନତା ଦିବସ । ଏହି ଅବସରରେ ଆମେରିକାର ଏକ ପ୍ରମୁଖ ପ୍ରବାସୀ ଭାରତୀୟ ସଙ୍ଗଠନ ଟାଇମ୍ସ ସ୍କୋୟାରରେ ଏପର୍ଯ୍ୟନ୍ତ ଉଡାଯାଇଥିବା ପତାକାଠାରୁ ସବୁଠାରୁ ବଡ ପତାକା ଉଡାଯିବ…

ସିଟ୍‌ ପାଇଁ ଝଗଡ଼ା କରିବାକୁ ଲାଗିଲେ ମା’-ଝିଅ; ଘଣ୍ଟାଏ ଯାଏ ଉଡିପାରିଲାନି ବିମାନ; ଆଉ ତା’ ପରେ…

ବସ୍‌ ହେଉ ଅଥବା ରେଳ, ଅନେକ ସମୟରେ ସରକାରୀ ଗାଡ଼ିରେ ସିଟ୍‌ ପାଇଁ ଯାତ୍ରୀମାନଙ୍କ ମଧ୍ୟରେ ଝଗଡ଼ା ଦେଖିବାକୁ ମିଳିଥାଏ। ହେଲେ ଯଦି ବିମାନରେ ସେଭଳି ଘଟେ ତାହା ଚକିତ କରିବା ସ୍ବାଭାବିକ। ଆମେରିକାର କାଲିଫର୍ନିଆର ସାକ୍ରାମେଣ୍ଟୋ ବିମାନବନ୍ଦରରେ ଏଭଳି ଏକ…

୧୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଜୁନ୍‌ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଅଧିକାଂଶ ସ୍ଥାନରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କୋରାପୁଟରେ ନିଅଣ୍ଟିଆ ବର୍ଷା ନାହିଁ। ସେହିପରି ଭଦ୍ରକ, ଯାଜପୁର, କଳାହାଣ୍ଡି, କେନ୍ଦୁଝର…

୧୦ ମିନିଟ୍‌ ଧରି କୁନି ଝିଅକୁ ପାଖରେ ଧରି କଥା ହେଲେ ପ୍ରଧାନମନ୍ତ୍ରୀ : ଜାଣନ୍ତୁ ସେ କିଏ

ପୁଣେ,୧୨।୮: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଅନେକ ଲୋକେ ଇଚ୍ଛା କରନ୍ତି। ବୃଦ୍ଧଠାରୁ ଆରମ୍ଭ କରି ଶିଶୁ ମଧ୍ୟ ଏଥିରେ ସାମିଲ ଅଛନ୍ତି। କିନ୍ତୁ ସମସ୍ତେ ମୋଦିଙ୍କୁ ଭେଟିବାର ସୁଯୋଗ ପାଇପାରନ୍ତି ନାହିଁ। ମହାରାଷ୍ଟ୍ରର ବରିଷ୍ଠ ନେତା ରାଧାକୃଷ୍ଣ ଭିଖେ…

କିନୌର ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୧୪ କୁ ବୃଦ୍ଧି

କିନୌର,୧୨ ।୮: ହିମାଚଳ ପ୍ରଦେଶର କିନୌର ଜିଲାରେ ହୋଇଥିବା ଭୂସ୍ଖଳରେ ଗୋଟିଏ ବସ୍ ଓ ଅନ୍ୟ କିଛି ଯାନ ମାଟିତଳେ ପୋତି ହୋଇଯିବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri