Home Left

ସୋସିଆଲ ମିଡିଆର ଅପବ୍ୟବହାର: ସରକାରୀ ଚିଠି ଶେୟାର କରୁଛନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଅଫିସର କର୍ମଚାରୀମାନେ ସୋସିଆଲ ମିଡିଆର ଅପବ୍ୟବହାର କରୁଥିବା ଜିଲାପାଳଙ୍କ ନଜରକୁ ଆସିଛି। ବିଶେଷକରି ସରକାରୀ ଅଫିସଗୁଡ଼ିକର କିରାଣି ଷ୍ଟାଫ୍‌ମାନେ ବିଭିନ୍ନ ସକରାରୀ ଚିଠିକୁ ହ୍ବାଟ୍ସଆପ୍‌ ଏବଂ ଅନ୍ୟ ବିଭିନ୍ନ ସୋସିଆଲ ମିଡିଆରେ ଅନ୍ୟମାନଙ୍କୁ…

ପୂଜାରେ କେବେବି ବ୍ୟବହାର କରନ୍ତୁ ନାହିଁ ଏହି ଫୁଲ; ରାଗିଯାଇପାରନ୍ତି ଦେବଦେବୀ

ଫୁଲ ହେଉଛି ପ୍ରକୃତିର ସବୁଠାରୁ ସୁନ୍ଦର ଉପହାର, ଯାହା ଦେବତାମାନଙ୍କର ପୂଜା ପାଇଁ ବ୍ୟବହାର କରିବା ସର୍ବୋତ୍ତମ ବୋଲି କୁହାଯାଏ। ସନାତନ ଧର୍ମ ଅନୁଯାୟୀ, କୌଣସି ପୂଜା ଫୁଲ ବିନା ଅସମ୍ପୂର୍ଣ୍ଣ। ଫୁଲ ସରଳତା ଏବଂ ଶୁଦ୍ଧତାର ପ୍ରତୀକ। ଏହାକୁ ବ୍ୟବହାର…

ସ୍ପଷ୍ଟ ଦିବାଲୋକରେ ଘରେ ପଶି ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ନେତ୍ରାନନ୍ଦ ମହାନ୍ତଙ୍କ ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ ଗେଟ୍‌ ଭାଙ୍ଗି ଘରେ ପଶି ଗଡରେଜରୁ ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଇଛନ୍ତି।…

ତିନି ବର୍ଷ ପରେ ଏବେ ପୁଣି ସେହି ମଇଦାନ, ପୁଣି ସେହି ତାରିଖ; ମ୍ୟାଚ୍‌ର ଫଳାଫଳକୁ ଅପେକ୍ଷା…

ନୂଆଦିଲ୍ଲୀ,୧୨।୮: ଲଣ୍ଡନରେ ଥିବା ଲଡ୍ସ କ୍ରିକେଟ ଗ୍ରାଉଣ୍ଡ ଭାରତୀୟ କ୍ରିକେଟ ଟିମ୍‌ ପାଇଁ ଭଲ ସାବ୍ୟସ୍ତ ହୋଇନାହିଁ। ଏଠାରେ ଖେଳାଯାଇଥିବା ଟେଷ୍ଟ ଇତିହାସରେ ଭାରତ କେବଳ ଦୁଇଟି ମ୍ୟାଚ୍‌ ଜିତିଛି। ଏଯାବତ ୧୮ ଟେଷ୍ଟ ଖେଳିଥିଲେ ହେଁ ଦଳ ସର୍ବଦା ସଂଘର୍ଷ…

ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣର ପ୍ରତିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭାଜପା

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ବିଜେଡି ନେତା ଓ କର୍ମୀମାନଙ୍କ ଦ୍ୱାରା ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣ, ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ରହିବା ନେଇ ରାଜ୍ୟ ଭାଜପା ଅନୁସୂଚିତ ମୋର୍ଚ୍ଚା ପକ୍ଷରୁ ନିନ୍ଦା କରାଯାଇଛି ା ଏହାର ପ୍ରତିବାଦରେ ଗୁରୁବାର ଛତପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…

ସରକାରୀ କାର୍ଯ୍ୟରେ ଅବହେଳା: ୩ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟରେ ଅବହେଳା ଓ ଅନିୟମିତତା ନେଇ ୩ ଜଣ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ସେମାନେ ହେଲେ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅଧୀନ ଝରାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲର ସହକାରୀ ଶିକ୍ଷକ…

ମାଓବାଦୀଙ୍କ ପାଇଁ ନିର୍ମାଣ ହେଉଛି ଟାଉନଶିପ୍‌…

ଦନ୍ତେଓ୍ବାଡ଼ା,୧୨।୮: ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବା ଲାଗି ଛତିଶଗଡ଼ ଦନ୍ତେଓ୍ବାଡ଼ାରେ ଟାଉନଶିପ୍‌ ନିର୍ମାଣ କରାଯାଉଛି। ସଂଗଠନ ଛାଡ଼ି ଆତ୍ମ ସମର୍ପଣ କରିଥିବା ମାଓବାଦୀମାନଙ୍କ ପାଇଁ ଏଠାରେ ୧୦୮ଟି ଗୋଟିଏ ରୁମ୍‌ ବିଶିଷ୍ଟ ଫ୍ଲାଟ୍‌ ରହିଛି। ଏହା ସହିତ ୨୦ଟି…

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ଆରମ୍ଭ ହୋଇଛି ଆବେଦନ ପ୍ରକ୍ରିୟା। କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରୁଛନ୍ତି ଛାତ୍ରୀଛାତ୍ର। ଏଥିପାଇଁ www.samsodisha.gov.in ଜରିଆରେ ଛାତ୍ରୀଛାତ୍ରଙ୍କ ପାଇଁ ଆବେଦନ ସୁବିଧା…

ହେମାମାଳିନୀଙ୍କୁୂ ନିଜ ପ୍ରେମ ଜାଲରେ ପକାଇବା ପାଇଁ ଏମିତି କରିଥିଲେ ଧର୍ମେନ୍ଦ୍ର

ବଲିଉଡ୍‌ର ସୁପରହିଟ୍‌ ଯୋଡିଙ୍କ ମଧ୍ୟରୁ ହେମାମାଳିନୀ-ଧର୍ମେନ୍ଦ୍ର ଅନ୍ୟତମ। ବିଗତ ଦିନର ପ୍ରସିଦ୍ଧ ନାୟିକା ହେମାଙ୍କୁ ପ୍ରେମ ଜାଲରେ ପକାଇବା ପାଇଁ ଧର୍ମେନ୍ଦ୍ରଙ୍କୁ ବହୁତ ପରିଶ୍ରମ କରିବାକୁ ପଡିଥିଲା। ତାଙ୍କୁ ପାଇବା ପାଇଁ ଧର୍ମେନ୍ଦ୍ର ସବୁକିଛି କରିବାକୁ ପ୍ରସ୍ତୁତ ଥିଲେ। ହେମା ଦକ୍ଷିଣ…

କଂଗ୍ରେସର ଅଫିସିଆଲ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୧୨।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ପରେ ଏବେ ଟୁଇଟର କଂଗ୍ରେସର ଅଫିସିଆଲ ଆକାଉଣ୍ଟକୁ ମଧ୍ୟ ବନ୍ଦ କରିଦେଇଛି। ଏନେଇ ଗୁରୁବାର କଂଗ୍ରେସ ଅଭିଯୋଗ ଆଣିଛି। ଏଥିସହ ଫେସ୍‌ବୁକ ଓ ଇନ୍‌ଷ୍ଟାଗ୍ରାମ ଜରିଆରେ କଂଗ୍ରେସ ଏନେଇ…

ଏମିତି ରିପୋର୍ଟିଂ କଲେ କୁନି ଶିଶୁ, ଖୁସିରେ ଭିଡିଓ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୨ା୮: ମଣିପୁରର ଜଣେ କୁନି ଶିଶୁଙ୍କ ଭିଡିଓ ଭାଇରାଲ ହେଉଛି। ଏହି ଶିଶୁ ଜଣକ ରିପୋର୍ଟିଂ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓରେ ମଣିପୁରର ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଗସ୍ତ ସମୟରେ ଶିଶୁ ଜଣକ ରିପୋର୍ଟିଂ କରୁଛନ୍ତି। କରୋନା ମହାମାରୀ ସମୟରେ…

ମାତାପିତାଙ୍କ ଛାଡପତ୍ରରେ ବେଶ୍‌ ଖୁସି ଥିଲେ ସାରା: କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ଆଜି ୨୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଅଭିନେତା ସେଫ୍‌ ଅଲ୍ଲୀ ଖାନ୍‌ ଏବଂ ଅମୃତା ରାଓଙ୍କ ସାରା ଖୁବ୍‌ କମ୍‌ ଦିନରେ ବଲିଉଡ୍‌ରେ ନିଜ ଅଭିନୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri