ତାଲିବାନ ପୁଣି ଦଖଲ କଲା ଆଉ ୩ସହର: ବିଶ୍ୱର ସହାୟତା ଲୋଡିଲେ ଏହି କ୍ରିକେଟର
କାବୁଲ,୧୧।୮: ଦିନକୁ ଦିନ ଆଫଗାନିସ୍ତାନ ସ୍ଥିତି ବିଗିଡ଼ିବାରେ ଲାଗିଛି। ଆଫଗାନିସ୍ତାନ ସେନାଙ୍କୁ ତାଲିବାନଙ୍କ ସହ ମୁକାବିଲା କରିବା ଏବେ କଷ୍ଟକର ହୋଇପଡ଼ିଛି। କାରଣ ଗତ ୩ରୁ୪ ଦିନ ମଧ୍ୟରେ ଦେଶରେ ଅନେକ ସହରକୁ ତାଲିବାନ ଦଖଲ କରିବା ସହ ନିଜ ଆଧିପତ୍ୟ…
ସ୍ପେସ୍ରେ ହେବ ପିଜା ପାର୍ଟିି, ରକେଟ ବୋହି ନେଲା ଆବଶ୍ୟକ ସାମଗ୍ରୀ…
ୱାଶିଂଟନ,୧୧।୮: ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନକୁ ପିଜା ନେଇ ଏକ ରକେଟ ଯାତ୍ରା କରିଛି। ଏଥିରେ ୭ ଜଣ ମହାକାଶଚାରୀଙ୍କ ପାଇଁ ଆବଶ୍ୟକ ଖାଦ୍ୟ ସାମଗ୍ରୀ ରହିଛି। ଏବେ ସ୍ପେସ୍ ଷ୍ଟେଶନ୍ରେ ମହାକାଶଚାରୀ ପିଜା ପାର୍ଟି କରିବାର ସୁଯୋଗ ପାଇବେ। ନର୍ଥ୍ରୋପ ଗ୍ରୁମ୍ୟାନ…
କାଲି ରାତିରେ ଶୋଇପାରି ନାହିଁ, ଭାବୁକ ହୋଇ ଏମିତି କହିଲେ ଉପରାଷ୍ଟ୍ରପତି
ନୂଆଦିଲ୍ଲୀ,୧୧।୮: ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ସଭାପତି ଏମ୍ ଭେଙ୍କେୟା ନାଇଡୁ ବୁଧବାର ଗୃହରେ ଭାବପ୍ରବଣ ହୋଇପଡିଛନ୍ତି। ଗୃହରେ ବିରୋଧୀଙ୍କ ବିରୋଧ ପ୍ରଦର୍ଶନରେ ଦୁଃଖିତ ହୋଇ ସଭାପତି କହିଛନ୍ତି, କାଲି ସଂସଦର ପବିତ୍ରତା ନଷ୍ଟ ହୋଇଯାଇଛି। କିଛି ସଦସ୍ୟ ନିଜ ସିଟ୍…
ଏହି ସହରରେ ରାସ୍ତାଠୁ ଆରମ୍ଭ କରି କ୍ଷେତ ପର୍ଯ୍ୟନ୍ତ ହଠାତ୍ ପାଣିର ରଙ୍ଗ ହୋଇଗଲା ନୀଳ, କାରଣ ଜାଣିଲେ…
ମୁମ୍ବାଇ,୧୧ା୮: ମହାରାଷ୍ଟ୍ରର କଲ୍ୟାଣ ଜିଲାରେ ବର୍ତ୍ତମାନ ଯେଉଁଆଡ଼େ ବୁଲିବେ କେବଳ ପାଣିର ରଙ୍ଗ ନୀଳ ଦେଖିବାକୁ ପାଇବେ। ଏପରିକି ରାସ୍ତାଘାଟଠାରୁ ଆରମ୍ଭ କରି କ୍ଷେତବାଡ଼ି ପର୍ଯ୍ୟନ୍ତ ଯେଉଁଠି ବି ଟିକେ ପାଣି ଅଛି ସେହି ପାଣି ଗାଢ଼ ନୀଳ ରଙ୍ଗର। ଏହା…
ଶେଷରେ ମାନିଲେ ସରକାର: ଅକ୍ସିଜେନ ଅଭାବରୁ ହୋଇଛି ମୃତ୍ୟୁ
ନୂଆଦିଲ୍ଲୀ,୧୧।୮: କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ କେତେକଙ୍କ ମୃତ୍ୟୁ ହୋଇଛି ବୋଲି ଶେଷରେ ସରକାର ମାନିଛନ୍ତି। ଏନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟରେ ସୂଚନା ଦିଆଯାଇଛି। ସରକାରଙ୍କ ଅନୁଯାୟୀ, କରୋନାର ଦ୍ୱିତୀୟ ଲହରରେ ଭେଣ୍ଟିଲେଟର ସହାୟତାରେ ଥିବା କେତେକ…
ମନେପଡନ୍ତି ୧୯୮୩ ବିଶ୍ୱକପର ହିରୋ ଯଶପାଲ
ଐତିହାସିକ ୧୯୮୩ ବିଶ୍ୱକପ ବିଜୟ ପାଇଁ ଭାରତର ପୂର୍ବତନ କ୍ରିକେଟର ଯଶପାଲ ଶର୍ମାଙ୍କୁ ସ୍ମରଣ କରାଯିବ। ଯଶପାଲ ଏହି ଦିନ ଅର୍ଥାତ୍ ୧୧ ଅଗଷ୍ଟ ୧୯୫୪ରେ ପଞ୍ଜାବର ଲୁଧିଆନାରେ ଜନ୍ମଗ୍ରହଣ କରିଥିଲେ। ସେ ତାଙ୍କ କ୍ୟାରିୟରରେ ୩୭ଟି ଟେଷ୍ଟ ଏବଂ ୪୨…
ଭାରତର ଲୋକେ ମୋତେ ମାରିଦେବେ, କାହିଁକି ଏମିତି କହିଲେ ଜେମିମା
ଲଣ୍ଡନ,୧୧।୮: ଇଂଲଣ୍ଡରେ ଦି ହଣ୍ଡ୍ରେଡ ମହିଳା ପ୍ରତିଯୋଗିତା ୨୦୨୧ରେ ନିଜର ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି ଭାରତର ବ୍ୟାଟ୍ସମ୍ୟାନ ଜେମିମା ରୋଡ୍ରିଗୁସ। ଜେମିମା ରୋଡ୍ରିଗୁସ ନର୍ଥ ସୁପରଚାର୍ଜ ଦଳ ପାଇଁ ଖେଳୁଥିବାବେଳେ ୫ଟି ମ୍ୟାଚରେ ୨୪୧ ରନ ସଂଗ୍ରହ କରିଛନ୍ତି ଏବଂ…
ସ୍ବାମୀ ବନ୍ଧୁକ ରଖିଥିବା ପୋଲିସକୁ କହିଦେଲେ ସ୍ତ୍ରୀ, ଆଉ ତା’ ପରେ…
ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ନିୟମିତ ଝଗଡ଼ା ହେଉଥିଲା। ଝଗଡ଼ା ସମୟରେ ସ୍ବାମୀ ବନ୍ଧୁକ ଦେଖାଇ ସ୍ତ୍ରୀଙ୍କୁ ଧମକଚମକ ଦେଉଥିଲେ। ଏଥିରେ ଅତିଷ୍ଠ ହୋଇ ସ୍ତ୍ରୀ ଶେଷରେ ଏନେଇ ପୋଲିସକୁ ଜଣାଇଦେଲେ। ଫଳରେ ବେଆଇନ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ସ୍ବାମୀ ବାସୁଦେବ…
କେଉଁଠି କିଏ କରିବେ ପତାକା ଉତ୍ତୋଳନ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ତରଫରୁ ସ୍ବାଧୀନତା ଦିବସ-୨୦୨୧ ପାଳନ ଲାଗି ମନ୍ତ୍ରୀ ଏବଂ ଜିଲାପାଳମାନଙ୍କୁ ବିଭିନ୍ନ ଜିଲାର ଦାୟିତ୍ୱ ବଣ୍ଟାଯାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ସେହିପରି ଜଙ୍ଗଲ ପରିବେଶ ଓ ସଂସଦୀୟ…
୩ ମିନିଟକୁ ୭୫ ଲକ୍ଷ ପାଉଣା ନେଇଥଲେ ଏହି ଶ୍ରୀଲଙ୍କା ସୁନ୍ଦରୀ; ସାମ୍ବାଦିକତା ପରେ ବାଛିଥିଲେ ଅଭିନୟକୁ…
ବମ୍ବେ: ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକ୍ଲିନ୍ ଫର୍ନାଡିସଙ୍କ ଆଜି ହାପି ବର୍ଥ ଡେ। ୨୦୦୯ରେ ଫିଲ୍ମ ‘ଆଲାଦିନ୍’ରୁ ସେ ବଲିଉଡ୍ରେ ଡେବ୍ୟୁ କରିଥିଲେ। ସୁନ୍ଦରୀ ଚେହେରା ସାଙ୍ଗକୁ ଚୁଲବୁଲି ସ୍ବଭାବକୁ ନେଇ ସେ ବଲିଉଡ୍ରେ ପରିଚିତ। ଅଭିନେତ୍ରୀ ହେବା ସାଙ୍ଗକୁ ସେ ଜଣେ…
ହାତ କୁଣ୍ଡାଇ ହେବାଠାରୁ ପେଚା ଦେଖିବା ଯାଏ; ଜାଣନ୍ତୁ ଧନପ୍ରାପ୍ତିକୁ ନେଇ ଏହି ୧୦ ସଙ୍କେତ
ଟଙ୍କାପଇସାରେ ଅଭାବ ହେବାକୁ କିଏ ବା ଚାହେଁ। ଏହି କ୍ରମରେ ମନୁଷ୍ୟକୁ ଧନପ୍ରାପ୍ତିକୁ ନେଇ ଅନେକ ସଙ୍କେତ ମିଳିଥାଏ। ଆଜିର ଆଲୋଚନାରେ ସେଭଳି କିଛି ସଙ୍କେତ ବିଷୟରେ କଥା ହେବା। -ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଯଦି ଆପଣଙ୍କ ଘରେ କଳା ରଙ୍ଗର ଜନ୍ଦା…
ଟ୍ରୋଲର୍ କହିଲେ ‘ଲଜ୍ଜାହୀନ’; ବ୍ୟାକ୍ଲେସ୍ ଟପ୍ ପିନ୍ଧି ଏଭଳି ଜବାବ ଦେଲେ ନିଆ ଶର୍ମା
ବମ୍ବେ: ଯେସାକୁ ତେସା। ଏପରି କିଛି କରିଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ନିଆ ଶର୍ମା। କେତେବେଳେ ବିକିନି ତ କେତେବେଳେ ନିଜର ନିଆରା ମେକଅପ୍ ଏବଂ ଫ୍ୟାଶନ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ। ନିକଟରେ ସେ ଏକ କଳା ରଙ୍ଗର…
Archives


