Home Left

ପୁରୀରେ ଖୋଲିଲା ‘ନିମନ୍ତ୍ରଣ’

ପୁରୀ ଅଫିସ,୨୪।୧୨: ଓଡ଼ିଆ ପାରମ୍ପରିକ ଖାଦ୍ୟର ପ୍ରଚାର ଓ ପ୍ରସାର ପାଇଁ ପୁରୀରେ ଖୋଲିଛି ‘ନିମନ୍ତ୍ରଣ’ ରେସ୍ତୋରାଁ। ସୁସ୍ବାଦୁ, ସ୍ବାସ୍ଥ୍ୟ ଅନୁକୂଳ ପରିବେଶରେ ଓଡ଼ିଆ ଖାଦ୍ୟ ସହ ଚାଇନିଜ ଖାଦ୍ୟ ମଧ୍ୟ ମେନ୍ୟୁରେ ସ୍ଥାନ ପାଇବ ବୋଲି ସୂଚନା ମିଳିଛି। ପରିବାର…

ଯୁକ୍ତ ୨ ବାର୍ଷିକ ପରୀକ୍ଷା: ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ୟୁପି ପୋଲିସକୁ ଓୱାଇଇସିଙ୍କ ଧମକ: ଭାଇରାଲ ହେଉଛି ଭିଡିଓ

କାନପୁର,୨୪ ।୧୨: ପାଖେଇ ଆସିଲାଣି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଆସନ୍ତା ବର୍ଷ ହେବାକୁ ଥିବା ଏହି ନିର୍ବାଚନ ଲାଗି ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଯୋରସୋରରେ କରୁଛନ୍ତି । ଇତିମଧ୍ୟରେ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦୁଲ ମୁସଲିମିନ(ଏଆଇଏମ୍‌ଆଇଏ)ର ମୁଖ୍ୟ ଅସଦୁଦ୍ଦିନଙ୍କର…

ଜାନୁୟାରୀ ୧୫ ସୁଦ୍ଧା ପ୍ରଥମ ଡୋଜ୍‌ ସାରିବାକୁ ଲକ୍ଷ୍ୟ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ବର,୨୪।୧୨(ବ୍ୟୁରୋ): ରାଜ୍ୟରେ ଏବେ ଘରକୁ ଘର ଟିକାକରଣ ଜାରି ରହିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି । ସେହିପରି ୩୭ ଲକ୍ଷ…

୫ ମହାନଗର ନିଗମ ଉଠା ଦୋକାନୀଙ୍କୁ କୋଭିଡ୍‌ ସହାୟତା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): କରୋନା ବିଶ୍ୱର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି । ମହାମାରୀ ଦ୍ୱାରା ରାସ୍ତାକଡ଼ର ଉଠା ଦୋକାନୀ ସବୁଠାରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠା ଦୋକାନୀଙ୍କୁ ୩ ହଜାର ଟଙ୍କାର ସହାୟତା ରାଶି ସହାୟତା…

ଢେଙ୍କାନାଳରେ ଲାଗୁ ହେବ ୧୪୪ ଧାରା

ଢେଙ୍କାନାଳ ,୨୪।୧୨: ଢେଙ୍କାନାଳରେ ବଡଦିନ ପାଇଁ ସମ୍ଭାବ୍ୟ ଭିଡ ଆଶଙ୍କାରେ ଜିଲାର ପ୍ରମୁଖ ଧର୍ମାନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀରେ ୧୪୪ ଧାରା ଲାଗୁ କରାଯିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ତେବେ ଡିସେମ୍ବର ୨୫ ରୁ ଜାନୁୟାରୀ…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨୪।୧୨: ପୂର୍ବତନ କୋଚ ରବି ଶାସ୍ତ୍ରୀ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ କୌଣସି ଆଇପିଏଲ ଦଳକୁ କୋଚିଂ ଦେବେ ନାହିଁ ବୋଲି ଘୋଷଣା କରିଛନ୍ତି। ଶାସ୍ତ୍ରୀଙ୍କୁ ଏବେ ତାଙ୍କୁ କମେଣ୍ଟେଟର୍‌ ଭୂମିକାରେ ଦେଖିବାକୁ ମିଳିବ। ଶାସ୍ତ୍ରୀ ଶ୍ରେଷ୍ଠ କମେଣ୍ଟେଟର୍‌ ଭାବରେ ଜଣାଶୁଣା।…

ବ୍ୟବସାୟୀଙ୍କ ଘରୁ ମିଳିଲା ବିଡା ବିଡା ଟଙ୍କା: ୨୪ ଘଣ୍ଟା ହେଲା ଚାଲିଛି ଗଣନା

କାନପୁର,୨୪।୧୨: ଉତ୍ତର ପ୍ରଦେଶର କାନପୁରରେ ଏକ ପରଫ୍ୟୁମ୍‌ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ବ୍ୟବସାୟୀ ପୀୟୁଷ ଜୈନଙ୍କୁ ଘରୁ ବିଡା ବିଡା ଟଙ୍କା ମିଳିଛି। ୨୪ ଘଣ୍ଟା ହେବ ଟଙ୍କା ଗଣା ଚାଲିଛି। ଏପର୍ଯ୍ୟନ୍ତ ତାଙ୍କ ଘରୁ…

ସୋଲାର ପାନୀୟ ଜଳ ପ୍ରକଳ୍ପର ଉଦ୍‌ଘାଟନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୨୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅନ୍ୟତମ ଐତିହାସିକ ପର୍ଯ୍ୟଟନସ୍ଥଳ ଜଉଗଡ଼ ଅବହେଳିତ ଅବସ୍ଥାରେ ପଡ଼ିଥିବା ହେତୁ ଏହାର ବିକାଶ ଲାଗି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଏହାର ଶିଳାନ୍ୟାସ କରିଛନ୍ତି। ଜିଲାପାଳ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ୮୬ ଲକ୍ଷ ଟଙ୍କା…

୨୮ ବର୍ଷ ପରେ ବି ଭାଙ୍ଗିନି କପିଳ ଦେବଙ୍କ ଏହି ରେକର୍ଡ

ନୂଆଦିଲ୍ଲୀ,୨୪।୧୨: ୧୮ ଜୁନ ୧୯୮୩ରେ କପିଳ ଦେବ ଟୁନବ୍ରିଜ ୱେଲ୍ସରେ ଜିମ୍ବାୱେ ବିପକ୍ଷ ବିଶ୍ୱକପ ଗ୍ରୁପ ମ୍ୟାଚରେ ଐତିହାସିକ ୧୭୫ ସ୍କୋର କରିଥିଲେ। ତାଙ୍କର ଏହି ଇନିଂସ ବାକି ଦଳ ଉପରେ ଆତ୍ମବିଶ୍ୱାସ ସୃଷ୍ଟି କରିଥିଲା ଯେ ସେ ଯେକୌଣସି ପରିସ୍ଥିତିରେ…

ଉତ୍ତରପ୍ରଦେଶରେ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ

ଉତ୍ତରପ୍ରଦେଶ,୨୪।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ଦେଶରେ ଚିନ୍ତା ବଢାଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ନାଇଟ୍‌ କର୍ଫ୍ୟୁ ଲାଗୁ ହେବା ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ତେବେ ଶନିବାର ରାତି ୧୧ ରୁ ସକାଳ ୫ ଟା ପର୍ଯ୍ୟନ୍ତ…

୧୭ ବର୍ଷ ଧରି ନିଜର ପରିସ୍ରା ପିଉଛନ୍ତି ଏହି ବ୍ୟକ୍ତି; କାରଣ ଜାଣିଲେ…

ଦୁନିଆର ପ୍ରତିଟି ବ୍ୟକ୍ତି ସର୍ବଦା ଫିଟ ଏବଂ ଯୁବକ ହେବାକୁ ଚାହାନ୍ତି। କିଛି ଲୋକ ଏଥିଲାଗି ପରିଶ୍ରମ କରି ସଫଳ ହୁଅନ୍ତି। ହେଲେ ଅଧିକାଂଶ ଲୋକଙ୍କ ପାଇଁ ଏହି ସ୍ବପ୍ନ କେବଳ ଏକ ସ୍ବପ୍ନ ହୋଇ ରହିଯାଇଥାଏ। ଅପରପକ୍ଷେ କିଛି ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?