୬ ଦିନ ହେଲା ଧାରଣାରେ ବସିଛନ୍ତି ଗୋପାଳପୁର ପୋର୍ଟ ଶ୍ରମିକ
ଛତ୍ରପୁର,୧୦।୮(ଡି.ଏନ.ଏ)- ଗୋପାଳପୁର ପୋର୍ଟ ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ପୂର୍ବରୁ ୱାଗନ ଲୋଡିଂ ଶ୍ରମିକମାନେ ନର୍ଥ ସାଇଡ୍ ଲୋଡିଂ ପଏଣ୍ଟରେ କାମ କରି ଆସୁଥିଲେ। ପରେ ପୋର୍ଟ ସାଉଥ୍ ସାଇଡ ନିଜର ଏକ ସ୍ବତନ୍ତ୍ର ନୂତନ ଲୋଡିଂ ପଏଣ୍ଟ ଆରମ୍ଭ କରିଥିଲା।…
ଦେଶୀ ବନ୍ଧୁକ ଧରି ଅବାଧରେ ବୁଲୁଥିଲେ; ବାନ୍ଧିଲା ବ୍ରଜରାଜନଗର ଥାନା ପୋଲିସ
ଝାରସୁଗୁଡା ଅଫିସ, ୧୦।୮: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଜବତ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ରାଜପୁର ଗ୍ରାମର ମନୋଜ କିଷାନ(୩୪)। ଏନେଇ…
ଅଭିନୟ ଛାଡ଼ି ପ୍ରଯୋଜିକା ହେବେ ବେବୋ! କ୍ୟାରିୟରର ନୂଆ ମୋଡକୁ ନେଇ କହିଲେ…
ବମ୍ବେ: ଅଭିନୟ ଛାଡ଼ି ନିର୍ମାତା ହେବାକୁ ମନ ବଳାଇଛନ୍ତି କରିନା କପୁର ଖାନ୍। ଏକତା କପୁରଙ୍କ ବାଲାଜୀ ଟେଲିଫିଲ୍ମ ସହଯୋଗରେ ନିର୍ମାଣ ହେବାକୁ ଯାଉଛି ଏକ ଥ୍ରିଲର ଫିଲ୍ମ। ଏହାର ପ୍ରଯୋଜକ ହେବେ କରିନା। ଫିଲ୍ମର ନାମ କ’ଣ ରହିବ ଜଣାପଡ଼ି…
ମିସ୍ କଲ୍ରେ ମିଳିବ ଗ୍ୟାସ୍ ସଂଯୋଗ, ଆଇଓସି କଲା ଘୋଷଣା…
ନୂଆଦିଲ୍ଲୀ,୧୦।୮: ବର୍ତ୍ତମାନ ନୂଆ ଏଲ୍ପିଜି ବ୍ୟାସ୍ ସଂଯୋଗ ପାଇବାକୁ କୌଣସି କମ୍ପାନୀର ବିତରକଙ୍କ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଏଲ୍ପିଜି ବ୍ୟାସ୍ ସଂଯୋଗ ଚାହୁଁଥିଲେ କେବଳ ଗୋଟିଏ ମିସ କଲ କରିବାକୁ ପଡିବ। ବର୍ତ୍ତମାନ ଏହି ସୁବିଧା କେବଳ ଭାରତୀୟ ତୈଳ…
ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍
କାନବେରା,୧୦।୮: ପୂର୍ବତନ ନ୍ୟୁଜିଲାଣ୍ଡ ଅଲରାଉଣ୍ଡର କ୍ରିସ କେର୍ନସଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଅଷ୍ଟ୍ରେଲିଆର ଏକ ଡାକ୍ତରଖାନାରେ ଲାଇଫ ସପୋର୍ଟ ସିଷ୍ଟମରେ ରଖାଯାଇଛି। ୫୧ ବର୍ଷିୟ କେର୍ନସଙ୍କ ମୁଖ୍ୟ ଧମନୀର ଭିତର ପରସ୍ତ କଟିଯାଇଥିଲା। ଏହା ପରେ ତାଙ୍କୁ ଗତ ସପ୍ତାହରେ…
ବିନା ମାସ୍କରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୦।୮: ଦୀର୍ଘ ସମୟରୁ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଭାବେ ରହିଥିବା ବେଳେ ଏଠାରେ କୋଭିଡ-୧୯ର କଡ଼ା ନିୟମ ମଧ୍ୟ ପାଳନ କରାଯାଉଥିଲା। ବର୍ତ୍ତମାନ ମହାରାଷ୍ଟ୍ରରେ ଦୈନିକ କରୋନା ସଂକ୍ରମଣ ମାମଲା ପ୍ରାୟ ୬ରୁ ୭ହଜାର ତଳକୁ ଖସି ଆସିଛି।…
କଟକଣା ମଧ୍ୟରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ଭକ୍ତ
କେନ୍ଦୁଝର,୧୦।୮(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ମଙ୍ଗଳବାରଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଖୋଲିଛି। କୋଭିଡ୍ କଟକଣା ଓ ଗାଇଡଲାଇନ୍ ଭିତରେ ଭକ୍ତ ମାନେ ମା’ ଙ୍କ ଦର୍ଶନ କରୁଛନ୍ତି । ଟ୍ରଷ୍ଟ ପକ୍ଷରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି।…
ଖରସ୍ରୋତା ବଞ୍ଚାଅ ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ଟେକିନେଲା ପୋଲିସ
ଆଳି,୧୦।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନସ୍ଥଳରେ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି। ପ୍ରଶାସନର ସିଆରପିସି ଧାରା ୧୪୪କୁ ଅମାନ୍ୟ କରି ଆନ୍ଦୋଳନକାରୀ ମେଗା ପାନୀୟ ଜଳ ପ୍ରକଳ୍ପର ପାଣିଉଠା ସ୍ଥାନକୁ ଯାଉଥିବା ବେଳେ ଜିଲା…
ରେଷ୍ଟୁରାଣ୍ଟ-ବସ୍-ଟ୍ରେନ୍ରେ ଯିବାକୁ ହେଲେ ଭାକ୍ସିନ ପାସ୍ ବାଧ୍ୟତାମୂଳକ
ପ୍ୟାରିସ୍,୧୦।୮: କରୋନା ମହାମାରୀ ବିରୋଧରେ ଟିକା ସବୁଠାରୁ ବଡ ଅସ୍ତ୍ର ଭାବେ ଉଭା ହୋଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଦେଶ ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରାଇବା ଉପରେ ଜୋର ଦେଉଛନ୍ତି। ଇତିମଧ୍ୟରେ ଫ୍ରାନ୍ସରୁ ସୋମବାର ଏକ ବଡ଼…
ଗୋଟିଏ ଟି-୨୦ ମ୍ୟାଚ୍ରେ ସର୍ବାଧିକ ମେଡେନ୍ ଓଭର୍ ପକାଇଥିବା ବୋଲର୍ ହେଲେ ଏହି ଦଳର କୋଚ
ସିଡନୀ,୧୦।୮: ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ଶନ ଟେଟ୍ ଆଫଗାନିସ୍ତାନ କ୍ରିକେଟ ଦଳର ବୋଲିଂ କୋଚ ନିଯୁ୍କ୍ତ ହୋଇଛନ୍ତି। ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ଏହି ସୂଚନା ଦେଇଛି। ସେ ଆସନ୍ତା ମାସରେ ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜରୁ ଦାୟିତ୍ୱ ଗ୍ରହଣ…
ବ୍ରେଡ ରୋଲ୍
ଆବଶ୍ୟକ ସାମଗ୍ରୀ ଆଳୁ- ୫ଟି, ବ୍ରେଡ- ୧୨ଟି, କଞ୍ଚାଲଙ୍କା-୨ଟି, ଧନିଆପତ୍ର- ଅଳ୍ପ, ଧନିଆ ଗୁଣ୍ଡ- ୧ ଚାମଚ, ଆମଚୁର ପାଉଡର- ଅଧା ଛୋଟ ଚାମଚ, ଲଙ୍କାଗୁଣ୍ଡ- ଅଧା ଛୋଟ ଚାମଚ, ଗରମ ମସଲା- ଅଧା ଛୋଟ ଚାମଚ, ଛାଣିବା ପାଇଁ ତେଲ,…
ରାଜ୍ୟରୁ ପୁଣି ୬୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି। ୬୪ ମୃତକଙ୍କ ମଧ୍ୟରୁ…
Archives


