Home Left

ବିଦ୍ୟାଳୟ, ଅଙ୍ଗନଓ୍ବାଡି, ପାର୍କ ପାଇଁ ଅର୍ଥ ବ୍ୟବସ୍ଥା

ବିରିଡି, ୨୩।୧୨(ଡି.ଏନ.ଏ.): ବିରିଡି ପଞ୍ଚାୟତ ସମିତିର ଅନ୍ତିମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ସମିତି ଅଧ୍ୟକ୍ଷ ପଦ୍ମନାଭ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ସାହୁ, ଜିଲାପରିଷଦ ସଭ୍ୟା ଲତା ଦାସ, ସଭ୍ୟ ପ୍ରତାପ…

୩ ଦଳ ପାଇଁ ଅନେକ ପ୍ରସଙ୍ଗ

କେନ୍ଦ୍ରାପଡ଼ା ଅଫିସ, ୨୩ା୧୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହୋଇପାରେ। ଇତିମଧ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟକୁ ପହଞ୍ଚତ୍ଲାଣି। ନିର୍ବାଚନ ୫ ପର୍ଯ୍ୟାୟରେ କରାଇବା ପାଇଁ ଅଞ୍ଚଳ ଚିହ୍ନଟ ସରିଛି। ସେହିପରି ଯେତେ ଶୀଘ୍ର ସମ୍ଭବ…

ସରକାରୀ ବସ୍‌ ଚଳାଇଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲା ସଦର ମହକୁମାର ନୂଆ ବସ୍‌ଷ୍ଟାଣ୍ଡର ନବୀକରଣ ଓ ମାର୍କେଟ କମ୍ପ୍ଲେକ୍ସର ଉଦ୍‌ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇ ନୂଆ ବସ୍‌ଷ୍ଟାଣ୍ଡକୁ ଉଦ୍‌ଘାଟନ କରିବା…

‘ବିକଶିତ ହେବ ଶାରୀଶୁଆ ଜଳପ୍ରପାତ’

ଖଇରା, ୨୩।୧୨(ଡି.ଏନ.ଏ.): ଆଉ ଦିନକ ପରେ କୁପାରୀ ପର୍ଯ୍ୟଟନ କ୍ଷେତ୍ରର ୨ ପ୍ରମୁଖ ପ୍ରକଳ୍ପ ଶାରୀଶୁଆ ପାହାଡ ଜଳପ୍ରପାତ ଓ କୁପାରୀ ନାଟ୍ୟମଣ୍ଡପକୁ ଅନ୍ୟ କିଛି ସହଯୋଗୀ ମନ୍ତ୍ରୀଙ୍କ ସହ ଶିଳାନ୍ୟାସ କରିବେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି…

‘ଧାନକିଣା ଅବ୍ୟବସ୍ଥା, ଦୁର୍ନୀତି ରୋକିବାକୁ ପଦକ୍ଷେପ ନିଅ’

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ବୁଧବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି। ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ ସରକାରଙ୍କ ଦ୍ୱାରା ଦୁର୍ନୀତି ଏବଂ ଚାଲିଥିବା ଅବ୍ୟବସ୍ଥାକୁ ରୋକିବା ଲାଗି ନିର୍ଦ୍ଦେଶ ଦେବାକୁ ସେମାନେ…

ଅଭିଯୁକ୍ତ ଟିଉଶନ ସାର୍‌ ଗିରଫ

ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍‌ ସାର୍‌ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ଗିରଫ କରିଛି। ଏଥିସହ ଛାତ୍ରୀଦ୍ୱୟଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଟିଉଶନ ସାର ଏବଂ ଛାତ୍ରୀଦ୍ୱୟଙ୍କୁ…

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ

ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁଘରେ ଧାରଣା ଜାରି ରଖିଛନ୍ତି। ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କରି…

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପ ବଦଳିବ। ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ କାମ କରାଯିବ। ଏହି ପରିପ୍ରେକ୍ଷୀରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଜିଲା ଶିକ୍ଷାଧିକାରୀଙ୍କ ସମଗ୍ର…

ଅଭିଯୁକ୍ତ ରାଜେଶ ର’ ଅଫିସର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ୮୦କୋଟିର ନକଲି କାର୍ଯ୍ୟାଦେଶ ଦେଇ ଜଣେ ବ୍ୟବସାୟୀଙ୍କଠାରୁ ୧କୋଟି ୧୭ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇଥିବା ରାଜେଶ କୁମାର ଓରଫ ରାଜେଶ ଗେହେଲଟ ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଉଇଙ୍ଗ(ର’)ର ଅଧିକାରୀ ବୋଲି…

ପାଣି ପାଇଁ ଲଢ଼େଇ

ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ ସ୍ଥାନୀୟ ଲୋକମାନେ ୧୪୪ ଧାରା ସତ୍ତ୍ୱେ ବରୁଣାଡିହାରେ ନିର୍ମାଣାଧୀନ ପ୍ରକଳ୍ପର ବିଭିନ୍ନ ସାମଗ୍ରୀ ଭଙ୍ଗାରୁଜା କରିବା ସହ ନିଆଁ…

ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନିର୍ଦ୍ଦେଶ

କଟକ ଅଫିସ,୨୩ା୧୨: ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ। ଏଥିସହିତ ସଂରକ୍ଷଣ ସମ୍ପର୍କିତ ଏକ ସାନି ବିଜ୍ଞପ୍ତି ଡିସେମ୍ବର ୨୭ସୁଦ୍ଧା ଜାରି କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସାନି…

ଆଜି ଢେଙ୍କାନାଳ, ଅନୁଗୋଳ, ତାଳଚେରକୁ ବସ୍‌ ବନ୍ଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ମଙ୍ଗୁଳିଠାରୁ ଅନୁଗୋଳକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୋହରୀକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଦୀର୍ଘ ୩ ବର୍ଷ ହେବ ରାସ୍ତା ନିର୍ମାଣ ଶେଷ ହେଉନାହିଁ। ଖାଲଖମାରେ ଭର୍ତ୍ତି ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?