ଏସ୍ସିବିରେ ଏକକାଳୀନ ୪ ଶିଶୁ ଜନ୍ମହେବା ଘଟଣା: ୨ ଶିଶୁକନ୍ୟା ଆଖି ବୁଜିଲେ
କଟକ ଅଫିସ,୯ା୮: ଏସ୍ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ରବିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ନବଜାତ ଶିଶୁ ପରିପକ୍ୱ ନ ଥିବାରୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିଲା। ସେମାନଙ୍କୁ କଟକ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ…
ଅଭିନେତା ଅନୁପମ ଶ୍ୟାମଙ୍କ ପରଲୋକ…
ମୁମ୍ବାଇ,୯।୮: ନିଜର ଉତ୍କୃଷ୍ଟ ଅଭିନୟ ସହିତ ଚଳଚ୍ଚିତ୍ର ଏବଂ ଛୋଟ ପରଦାରେ ଏକ ପରିଚୟ ସୃଷ୍ଟି କରିଥିବା ଅଭିନେତା ଅନୁପମ ଶ୍ୟାମ ଓଝାଙ୍କର ପରଲୋକ ଘଟିଛି। ତାଙ୍କୁ ଏକ ସପ୍ତାହ ପୂର୍ବରୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଗୋରଗାଓଁ ଅଞ୍ଚଳର ଲାଇଫଲାଇନ ହସ୍ପିଟାଲରେ…
ଖୋର୍ଦ୍ଧା ଝିଅ ସମୀକ୍ଷାଙ୍କୁ ଆମନ୍ତ୍ରଣ
ଖୋର୍ଦ୍ଧା ଅଫିସ, ୯ା୮: ଅନ୍ତର୍ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଖୋର୍ଦ୍ଧାର ଝିଅ ସୁଶ୍ରୀ ସମୀକ୍ଷା ପଣ୍ଡା ଭାଗ ନେବେ। ସମୀକ୍ଷାଙ୍କୁ ଆମନ୍ତ୍ରଣ କରିଛନ୍ତି ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ୍। ଏହି ପ୍ରତିଯୋଗିତାରେ ବିଶ୍ୱର ୧୦ ଦେଶରୁ ୩ଶହ ପ୍ରତିଯୋଗୀ ଅଂଶଗ୍ରହଣ…
ପୃଥିବୀରେ ମଙ୍ଗଳ ଜଳବାୟୁ
ଓ୍ବାଶିଂଟନ୍, ୯ା୮: ମଙ୍ଗଳରେ ଜନବସତି ସ୍ଥାପନ ସ୍ବପ୍ନ ପୂରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି ବୈଜ୍ଞାନିକ। ସେଠାକାର ଜଳବାୟୁ ଜୀବନଧାରଣ ନିମନ୍ତେ ଅନୁକୂଳ ହୋଇ ନ ଥିବାବେଳେ ଅନୁରୂପ ପରିବେଶ ପ୍ରସ୍ତୁତ କରିଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସମାନ…
ବଢ଼ୁଛି ହାଜତ ହିଂସା
ନୂଆଦିଲ୍ଲୀ, ୯।୮(ଆଇଏଏନ୍ଏସ୍): ସପ୍ତାହେ ପରେ ଭାରତ ପାଳିବାକୁ ଯାଉଛି ୭୫ତମ ସ୍ବାଧୀନତା ଦିବସ। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଦେଶର ପ୍ରତ୍ୟେକ ନାଗରିକଙ୍କୁ ଜୀବନ ଧାରଣ ଓ ବ୍ୟକ୍ତିଗତ ସ୍ବାଧୀନତାର ଅଧିକାର ଦେଇଛି। କୌଣସି ବ୍ୟକ୍ତି ମୁକ୍ତ ଭାବେ ଜୀବନ ଅତିବାହିତ…
ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାରେ ଲାଗିଛି। ସୋମବାରଠାରୁ ରାଜ୍ୟରେ ଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଇଞ୍ଜିନିୟରିଂ, ଡିପ୍ଲୋମା, ପଲିଟେକ୍ନିକ…
ମୃତ୍ୟୁରେ ଲାଗୁନି ବ୍ରେକ୍: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିଲେ ହେଁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ପୁଣି ଆଉ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଖସିଲା କରୋନା ଗ୍ରାଫ୍: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯ା୮(ବ୍ୟୁରୋ): ଦୀର୍ଘଦିନ ପରେ ରାଜ୍ୟରେ ୧୦୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ସୋମବାର ରାଜ୍ୟରୁ ୮୮୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୭,୯୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
ଏହି ଅଭିନେତ୍ରୀଙ୍କ ବୋଲ୍ଡ ଫଟୋ ଦର୍ଶକଙ୍କ ହୃଦୟରେ ଲଗାଇଲା ନିଆଁ
ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ମୋନାଲିସା ନିଜର ଗ୍ଲାମରକୁ ନେଇ ବେଶ୍ ପରିଚିତ। ଏମିତିରେ ସେ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସୋସିଆଲ ମିଡିଆରେ ସବୁବେଳେ କିଛି ନା କିଛି ଭିଡିଓ ଏବଂ ଫଟୋ ଶେୟାର କରିଥାନ୍ତି। ଦର୍ଶକେ…
ନୂଆ ସଂସ୍କୃତି ଆପଣାଅ: ବେଦାନ୍ତ
ଯାଜପୁର ଅଫିସ,୯ା୮(ହର୍ଷବର୍ଦ୍ଧନ ବେହେରା): ଅର୍ଥ ବଳରେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ହାତରେ ରଖି କିଭଳି ଲୋକଙ୍କୁ ଦମନ କରାଯାଇପାରୁଛି ତାହାର ପଦ୍ଧତି ନିକଟରେ ବେଦାନ୍ତ କମ୍ପାନୀର ଏକ ଆଭ୍ୟନ୍ତରୀଣ ଇ-ମେଲ୍୍ରୁ ଜଣାପଡ଼ିଥିଲା। ୨୦୨୦ ନଭେମ୍ବର ୧୩ରେ ଫାକର ଓସ୍ତପାଳ ଖଣିର ସିନିୟର…
ଫଁଫଁ ହୋଇ ଆସୁଥିଲା ସାପ, ବିଲେଇକୁ ଦେଖି ଛାନିଆ
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବକ୍ସ ଭିତରେ ବିଲେଇକୁ ଦେଖିବାକୁ ମିଳୁଛି। ବିଲେଇ ପାଖକୁ…
ଯୁବତୀ-ଯୁବକଙ୍କ ଝଗଡ଼ା ସମାଧାନ କରିବାକୁ ଯାଇଥିଲେ ଜଣେ ବ୍ୟକ୍ତି, କାନ କାମୁଡ଼ି ଛିଡ଼ାଇ ଦେଲେ
ଓ୍ବାଶିଂଟନ,୯ା୮: ଆମେରିକା ପୋର୍ଟ ସେଣ୍ଟ୍ ଲୁସିରେ ଜଣେ ଯୁବକ ଯାହା କରିଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ୩୫ ବର୍ଷୀୟ ଜେମ୍ସ ଲେନ୍ ଓ୍ବିଲିୟମ୍ସ ନାମକ ଜଣେ ଯୁବକଙ୍କ ଉପରେ ଜଣେ ବ୍ୟକ୍ତିଙ୍କ କାନ କାମୁଡ଼ି ଛିଡ଼ାଇ ଦେବା ପରି ଅଭିଯୋଗ ହୋଇଛି।…
Archives


