ଜରି ପଞ୍ଚାୟତର ୩ ସରକାରୀ ଅଧିକାରୀ ନିଲମ୍ବିତ
ଯାଜପୁର ଅଫିସ,୮।୮: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଜରି ପଞ୍ଚାୟତରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର (ଏମ୍ଜିଏନ୍ଆର୍ଜିଏ) ବିଭିନ୍ନ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ଅଭିଯୋଗରେ ୩ ସରକାରୀ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ଏଥିରେ ପିଇଓ ପ୍ରକାଶ ଜେନ, ଜିଆର୍ଏସ୍…
ଦରମା ଟଙ୍କା ବାପା, ମା’ଙ୍କ ହାତରେ ଦେଇଥିଲି: ଧନେଶ୍ୱର ପୃଷ୍ଟି
ସେଦିନ ଥିଲା ୧୯୬୭ ମସିହା ଜୁଲାଇ ୨୫ ତାରିଖ। ପୂର୍ବରୁ ବି.ଏ. ପରୀକ୍ଷା ଫଳ ପ୍ରକାଶିତ ହୋଇଥିଲା। କିନ୍ତୁ କୌଣସି କାରଣରୁ ଇତିହାସ ଅନର୍ସ ପରୀକ୍ଷା ଫଳ ପ୍ରକାଶ ପାଇ ନ ଥିଲା। ସେଦିନ ଖବରକାଗଜରୁ ମୋର କ୍ରମିକ ନମ୍ବରଟି ଦ୍ୱିତୀୟ…
ଏକ ଉଦ୍ଦାମ ଅଭିଯାନର ଅନ୍ୟନାମ : ଲକ୍ଷ୍ମଣ
ଲକ୍ଷ୍ମଣ ମିଶ୍ର ଏକ ଅଭିଯାନର ନାମ, କୈଶୋରରୁ ଉଦ୍ଦାମ ଅଭିଯାନ ଆରମ୍ଭକରି ଜୀବନର କଣ୍ଟକିତ ପଥରେ ରକ୍ତଝରା ପାଦରେ ଦୁର୍ବାର ଭାବରେ ଚାଲିପାରିବାର ଏକ ପ୍ରତିଶବ୍ଦ। ଢେଙ୍କାନାଳର ଭୁବନ ଗାଁରୁ ଅବିଭାଜିତ ଭାରତ ପରେ ପୂର୍ବ ପାକିସ୍ତାନର ଅଧୁନା ବାଂଲାଦେଶର ଆଦିଲପୁର…
ବିନା ଭକ୍ତରେ ମା’ ତାରାତାରିଣୀ ପୀଠରେ ଚିତାଲାଗି: ରାଜ ରାଜେଶ୍ବରୀ ବେଶରେ ଝଲସିଲେ
ପୁରୁଷୋତ୍ତମପୁର,୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇେ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିନା ଭକ୍ତରେ ଚିତାଲାଗି ହୋଇଛି। ଭୋର ସକାଳ ୪ଟା ୩୦ରୁ ଦ୍ୱାର ଫିଟା ଯାଇ ମଙ୍ଗଳ ଆଳତି, ଅବକାଶ, ପଞ୍ଚ ସୂତିରେ ଅଭିଷେକ, ମାଜଣା, ସିଙ୍ଗାର ହୋଇ ଦୁଇ…
ମୃତ୍ୟୁ ପରେ ବି ଜୀବିତ
ଏମାନେ ଥିଲେ ମୃତ୍ୟୁର ଖୁବ୍ ନିକଟତର। ବନ୍ଧୁ ପରିଜନ ହରାଇବସିଥିଲେ ତାଙ୍କ ଜିଇଁବାର ଆଶା। ଦୁଃଖରେ ଭାଙ୍ଗିପଡୁଥିଲେ। ତଥାପି ନିଜର ଦୁଃଖକୁ ଚାପି ଅନ୍ୟର ମୁହଁରେ ଖୁସି ଫୁଟାଇବା ପାଇଁ ଜୀବନଦୀପ ଲିଭିଯିବା ପୂର୍ବରୁ ଆପଣାର ସେଇ ମଣିଷର କରାଇଥିଲେ ଅଙ୍ଗଦାନ।…
ଲାଲୁଙ୍କ ଘରେ ଶୀତଳ ଯୁଦ୍ଧ
ପାଟନା,୮ ।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦଙ୍କ ଘରେ ଶୀତଳ ଯୁଦ୍ଧ ଲାଗିଥିବା ଦେଖାଯାଇଛି । ଛାତ୍ର ଆର୍ଜେଡି ଦ୍ୱାରା ଯେତେବେଳେ ପାଟନାର ସଡ଼କରେ ଏକ ପୋଷ୍ଟରରେ ତେଜପ୍ରତାପଙ୍କ ସହ ତେଜସ୍ୱୀଙ୍କ ଫଟୋ ନ ଥିଲା…
କାଠଯୋଡ଼ିରେ ଭାସି ଯାଇଥିଲେ, ମିଳିଲା ମୃତଦେହ
କଟକ ଅଫିସ,୮।୮: କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ମୁଣ୍ଡମୁହାଣ କାଠଯୋଡ଼ି ନଦୀ ବାଲିଘାଟରୁ ଶନିବାର ଜଣେ ଯୁବକ ନିଖୋଜ ହୋଇ ଯାଇଥିଲେ। ତାଙ୍କ ମୃତଦେହ ରବିବାର ଉଦ୍ଧାର ହୋଇଛି। ତାଙ୍କ ନାଁ ଶେଖ ସାଧୁ। ସୂଚନାଯୋଗ୍ୟ, ଶନିବାର ନଦୀରେ ଗାଧୋଉଥିବା…
ଜଙ୍ଗଲଜନ୍ତୁଙ୍କ ସୁରକ୍ଷା ଲାଗି ଅଣ୍ଟା ଭିଡିଛନ୍ତି ଏସବୁ ଗ୍ରାମବାସୀ: ଅନ୍ୟମାନଙ୍କ ପାଇଁ ଉଦାହରଣ
ମହାବୀର ପକ୍ଷୀ ସୁରକ୍ଷା କମିଟି-ପ୍ରାକୃତିକ ପରିବେଶରେ ଭରା ଓଡ଼ିଶା।ଏହାର ଜଙ୍ଗଲ, ପାହାଡ଼, ନଦୀ, ଝରଣା, ହ୍ରଦ ଓ ସମୁଦ୍ରର ବେଳାଭୂମି ଖୁବ୍ ମନୋରମ।ଏପରି ସ୍ଥାନରେ ବିଭିନ୍ନ ପଶୁପକ୍ଷୀ ଆଦି ଜୀବଜନ୍ତୁଙ୍କ ସୁରକ୍ଷା ନିମନ୍ତେ କେତେକ ଗ୍ରାମବାସୀ ଓ ଜଙ୍ଗଲବିଭାଗର କର୍ମଚାରୀମାନେ ପଦକ୍ଷେପ…
କ୍ରିକେଟ ପାଇଁ ଲାଗୁଛି ବାଜି
ଗଞ୍ଜାମ,୮ା୮(ଡି.ଏନ୍.ଏ.): ଗଞ୍ଜାମ ସହରରେ କ୍ରିକେଟ ପାଇଁ ବାଜି ଲଗାଉଛନ୍ତି ଯୁବଗୋଷ୍ଠୀ। ଏଥିପାଇଁ ଏହି ବାଜିର ମାଷ୍ଟରମାଇଣ୍ଡ ଲକ୍ଷାଧିକ ଟଙ୍କା ପାଉଥିବା ବେଳେ ବାଜି ଲଗାଇ ହାରୁଥିବା ଯୁବକମାନେ ଆତ୍ମହତ୍ୟା ପରି ପନ୍ଥା ଆପଣାଉଛନ୍ତି। ପୋଲିସ ଏହାର ସାମାନ୍ୟ ସୁରାକ ପାଇ ପାରୁନି।…
ବଲିଉଡର ପ୍ରଥମ ଅଭିନେତ୍ରୀ ଯାହାଙ୍କୁ ଦିଆଯାଇଛି ବିଶେଷ ସୁରକ୍ଷା : ମାସକୁ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ
ବଲିଉଡ୍ ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି ଅନେକ ତାରକା ଅଛନ୍ତି ଯେଉଁମାନେ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ସୁରକ୍ଷା ଅଧୀନରେ ଚାଲନ୍ତି । କିଛି…
୧୩ ଲକ୍ଷ ଟଙ୍କାର ନକଲି ନୋଟ୍ ସହ ଛପା ମେଶିନ ଜବତ
ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍ କାରବାର ର଼୍ୟାକେଟ୍ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬ ଜଣଙ୍କୁ ଗରିଫ କରିଛି ପୋଲିସ। ସୂଚନାନୁଯାୟୀ, ଦୀର୍ଘଦିନ ସମ୍ବଲପୁର ଅଞ୍ଚଳରେ ନକଲି ନୋଟ୍…
ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ପୁଣି ଆରମ୍ଭ
ପୁରୀ ଅଫିସ,୮।୮: କରୋନା କଟକଣା ଯୋଗୁ ବନ୍ଦ ରହିଥିବା ଶ୍ରୀମନ୍ଦିର ଐତିହ କରିଡ଼ର କାର୍ଯ୍ୟ ଶନିବାର ପୁଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟାରେ ପଶ୍ଚିମଦ୍ୱାର ସମ୍ମୁଖ ବାସେଳି ସାହି ମୌଜାର ୩ଟି ବେସରକାରୀ ଘରକୁ ଭଙ୍ଗା…
Archives


