ନୀରଜଙ୍କ ଆଗରେ ସମସ୍ୟା ଛୋଟ ନ ଥିଲା
ନୂଆଦିଲ୍ଲୀ, ୮।୮: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ତେବେ ଏହି ସଫଳତା ପାଇଁ ତାଙ୍କୁ ଖୁବ୍ ସଂଘର୍ଷ କରିବାକୁ ପଡ଼ିଥିଲା। ୨୦୧୮ ନଭେମ୍ବରରେ ଡାହାଣ କହୁଣିରେ ଯନ୍ତ୍ରଣା ଅନୁଭବ କରିଥିଲେ।…
କୋରାପୁଟରେ ଉତ୍ପାଦିତ କଫି ଗଲା କର୍ନାଟକ
କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟର ଉତ୍ପାଦିତ ୩୧୮ କୁଇଣ୍ଟାଲ କଫି ଶନିବାର ୨ଟି ଟ୍ରକରେ କର୍ନାଟକ ପଠାଯାଇଛି। ଏହାକୁ ଜିଲାପାଳ ଅବଦାଲ ମହମ୍ମଦ ଅଖତାର ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋରାପୁଟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର…
୧୫୭ ରନ୍ ଦୂରରେ ଟିମ୍ ଇଣ୍ଡିଆ
ଟ୍ରେଣ୍ଟ ବ୍ରିଜ୍, ୭।୮: ଇଂଲଣ୍ଡ ବିପକ୍ଷ ପ୍ରଥମ ତଥା ଟ୍ରେଣ୍ଟ ବ୍ରିଜ୍ ଟେଷ୍ଟ ଜିତିବା ପାଇଁ ଭାରତକୁ ଦରକାର ଆଉ ୧୫୭ ରନ୍। ୨୦୯ ରନ୍ର ସାଧାରଣ ବିଜୟ ଲକ୍ଷ୍ୟର ପିଛା କରୁଥିବା ଟିମ୍ ଇଣ୍ଡିଆ ଚତୁର୍ଥ ଦିନର ଷ୍ଟମ୍ପ ଅପସାରଣ…
ଅକାଳୀ ଦଳର ନେତାଙ୍କୁ ଦିବାଲୋକରେ ହତ୍ୟା
ଚଣ୍ଡିଗଡ଼, ୭।୮: ଅକାଳୀ ଦଳର ଯୁବନେତା ଭିକି ମିଦ୍ଦୁଖେରାଙ୍କୁ ପଞ୍ଜାବର ମୋହାଲିଠାରେ ଶନିବାର ସ୍ପଷ୍ଟ ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ଗ୍ୟାଙ୍ଗଓ୍ବାରରୁ ଏହି ହତ୍ୟାକାଣ୍ଡ ଘଟିଥିବା ସମ୍ଭାବନାକୁ ଅସ୍ବୀକାର କରାଯାଇ ନ ପାରେ ବୋଲି ପୋଲିସ କହିଛି। ୪ ଜଣ ଦୁର୍ବୃତ୍ତ…
ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
ଆଳି,୭।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋକୁ ଜଣେ ଯୁବକ ସୋସିଆଲ ମିଡିଆରେ ଭାଇରଲ କରିଥିବା ଅଭିଯୋଗ ଆସିଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଜଣେ ଯୁବତୀ…
ଟିମ୍ ଇଣ୍ଡିଆକୁ ହକିରେ ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍
ନୂଆଦିଲ୍ଲୀ,୭।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରିଥିବା ଭାରତୀୟ ପୁରୁଷ ହକି ଦଳ ଶନିବାର ପୂର୍ବପେକ୍ଷା ଗୋଟିଏ ସ୍ଥାନ ଉପରକୁ ଉଠିଛି। ଫଳରେ ଦଳଗତ ର଼୍ୟାଙ୍କିଙ୍ଗ୍ରେ ତୃତୀୟ ସ୍ଥାନ ହାସଲ କରିଛି ଭାରତୀୟ ଦଳ। ଏହା ଦର୍ଶାଇଛି ଏଫ୍ଆଇଏଚ୍ (ବିଶ୍ୱ…
ବଜ୍ରପାତରେ ଚାଲିିଗଲା ୮ ଜୀବନ
ବାଲେଶ୍ୱର ଅଫିସ/ ବସ୍ତା/ ରୂପ୍ସା/ ଜଳେଶ୍ୱର/ସୋର/ ବାସୁଦେବପୁର/ ଖୁଣ୍ଟା, ୭।୮(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଶନିବାର ବଜ୍ରପାତ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲାରେ ୬, ଭଦ୍ରକରେ ଜଣେ ଓ ମୟୂରଭଞ୍ଜରେ…
ଭାରତ ଆଗରେ ୨୦୯ ରନ୍ର ବିଜୟ ଲକ୍ଷ୍ୟ
ଟ୍ରେଣ୍ଟ ବ୍ରିଜ,୭।୮: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟକୁ ଜିତିବା ପାଇଁ ଭାରତୀୟ ଦଳ ଆଗରେ ଧାର୍ଯ୍ୟ ହୋଇଛି ୨୦୯ ରନ୍ର ବିଜୟ ଲକ୍ଷ୍ୟ। ପ୍ରଥମ ଇନିଂସରେ ୯୫ ରନ୍ରେ ପଛୁଆ ଥିବା ଘରୋଇ ଦଳ ଦ୍ୱିତୀୟ ଇନିଂସରେ ୩୦୩ ରନ୍ରେ ଅଲଆଉଟ୍…
‘ନାତି ମୁଣ୍ଡ ଉଚ୍ଚା କରିଦେଲା’
ନୂଆଦିଲ୍ଲୀ,୭।୮: ଟୋକିଓ ଅଲିମ୍ପିକ୍ସରେ ପ୍ରଥମଥର ଅଂଶଗ୍ରହଣ କରି ଜାଭେଲିନରେ ସ୍ବର୍ଣ୍ଣ ପଦକ ହାସଲ କରି ନୀରଜ ଇତିହାସ ସୃଷ୍ଟି କରିଛନ୍ତି। ଏହାପରେ ନୀରଜଙ୍କ ଜେଜେ ଧର୍ମ ସିଂ କହିଛନ୍ତି, ନାତି କଠିନ ପରିଶ୍ରମ କରିଥିଲା। ଅଲିମ୍ପିକ୍ସ ଖେଳିବାକୁ ଯାଇ ସ୍ବର୍ଣ୍ଣ ପଦକ…
ମୋ ଅଧୁରା ସ୍ବପ୍ନ ପୂରା ହେଲା- ପିଟି ଉଷା
ନୂଆଦିଲ୍ଲୀ,୭।୮: ଅଲିମ୍ପିକ୍ସ ସଫଳତା ପରେ ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଥିବା କୋଟି କୋଟି ଲୋକଙ୍କ ମଧ୍ୟରେ ରହିଛନ୍ତି କିମ୍ବଦନ୍ତୀ ଧାବିକା ପି ଟି ଉଷା। ସେ ୧୯୮୪ ଅଲିମ୍ପିକ୍ସରେ ୦.୦୧ ସେକେଣ୍ଡରେ ବ୍ରୋଞ୍ଜ ପଦକ ହାତଛଡ଼ା କରିଥିଲେ। ”୩୭ ବର୍ଷ ପରେ…
ଧରାପଡ଼ିଲେ ବଳାତ୍କାରୀ
ବଡବିଲ,୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଝୁମ୍ପୁଡି ହଟିଂ ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ୨ନାବାଳକଙ୍କୁ କାବୁ କରିଛି। ଗିରଫ ଅଭିଯୁକ୍ତ ହେଲେ…
ଜୁନିୟର ବିଶ୍ୱ ରେକର୍ଡ ପରେ ମିଳିଥିଲା ସେନାରେ ଚାକିରି
ଟୋକିଓ,୭।୮: ନୀରଜ ୨୦୧୬ରେ ଜାଭେଲିନ ଥ୍ରୋରେ ଜୁନିୟର ବିଶ୍ୱ ରେକର୍ଡ ହାସଲ କରିଥିଲେ। ଏଥିଯୋଗୁ ସେନାବାହିନୀ ତାଙ୍କୁ ଜୁନିୟର କମିସଣ୍ଡ ଅଫିସର ପଦରେ ନିଯୁକ୍ତି ଦେଇଥିଲା। ପରେ ସେ ନାଏକ ସୁବେଦାର ପଦରେ ନିଯୁକ୍ତ ହୋଇଥିଲେ। ଏହାପରେ ସେ ୨୦୧୮ ଏସିଆନ…
Archives


