ପ୍ରେମିକାଙ୍କୁ ହତ୍ୟା କରି ୭ ମାସ ଧରି ଏକ ଘରେ ମୃତଦେହ ଲୁଚାଇ ରଖିଥିଲେ ପ୍ରେମିକ, ଏମିତି ପଡ଼ିଲା ଜଣା…
ଓ୍ବାଶିଂଟନ,୭ା୮: ଆମେରିକାରେ ରହୁଥିବା ଜଣେ ଯୁବକ ନିଜର ପ୍ରେମିକାଙ୍କୁ ହତ୍ୟା କରି ତାଙ୍କ ୭ ମାସ ଧରି ଏକ ବନ୍ଦ କୋଠରିରେ ଲୁଚାଇ ରଖିଥିଲେ। ପ୍ରେମିକାଙ୍କ ଭଉଣୀ ଏ ସମ୍ପର୍କରେ ଜାଣିବା ପରେ ଏହି ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଥିଲା। ଏକ…
ଟି୨୦ ବିଶ୍ୱକପ୍ ପୂର୍ବରୁ ସମସ୍ତଙ୍କୁ ଚକିତ କଲେ ଏହି ବୋଲର୍; ଡେବ୍ୟୁ ମ୍ୟାଚ୍ରେ ନେଲେ ହାଟ୍ରିକ୍; ତଥାପି ହାରିଲା…
ନୂଆଦିଲ୍ଲୀ,୭।୮: ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟଚ୍ରେ ବାଂଲାଦେଶ-ଅଷ୍ଟ୍ରେଲିଆ ଶୁକ୍ରବାର ମୁହାଁମୁହିଁ ହୋଇଥିଲେ। ଢ଼ାକାରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଅଷ୍ଟ୍ରେଲିଆ ପକ୍ଷରୁ ଜଣେ ନୂଆ ଖେଳାଳି ପଡ଼ିଆକୁ ଓହ୍ଲାଇଥିଲେ। ମ୍ୟାଚ୍ରେ ୨୬ ବର୍ଷୀୟ ଦ୍ରୁତ ବୋଲର ନାଥାନ୍ ଏଲିସ୍…
ମନ୍ଦିର ଆସିଥିବା ମହିଳାଙ୍କ ଚୁଟି ଧରି ଚାପୁଡ଼ା ପରେ ଚାପୁଡ଼ା ମାରିଚାଲିଲେ ପୂଜକ, କାରଣ ଜାଣିଲେ…
ପାଟଣା,୭ା୮: ବିହାରର ଦରଭଙ୍ଗାରେ ଜଣେ ପୂଜାରୀ ମନ୍ଦିରକୁ ପୂଜା କରିବା ପାଇଁ ଆସିଥିବା ମହିଳାଙ୍କ ଚୁଟି ଧରି ପିଟିଛନ୍ତି। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପରେ ମନ୍ଦିର କମିଟି ପକ୍ଷରୁ ପୂଜାରୀଙ୍କ ନାମରେ ଥାନାରେ ଏତଲା…
ନିରବତା ଭାଙ୍ଗିଲେ ରାପର ହନି ସିଂହ, ସ୍ତ୍ରୀଙ୍କ ଅଭିଯୋଗକୁ କହିଲେ ଘୃଣ୍ୟ
ବମ୍ବେ: ଭାରତୀୟ ରାପର ୟୋ ୟୋ ହନି ସିଂହଙ୍କ ସ୍ତ୍ରୀ ଶାଳିନୀ ତଲଓ୍ବାର ଅଗଷ୍ଟ ୩ରେ ଗାୟକଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଆଣି କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଶାଳିନୀ ଦିଲ୍ଲୀର ତିସ୍ ହଜାରୀ କୋର୍ଟରେ କରିଥିବା ନିଜର ଆବେଦନରେ ହନିଙ୍କ…
ଭାକ୍ସିନ୍, ମାସ୍କ ସହ ଗଣେଶ
ଅହମଦାବାଦ: ଗଣେଶ ପୂଜା ପାଇଁ ଏବେଠାରୁ ମୂର୍ତ୍ତି ତିଆରି ଆରମ୍ଭ ହୋଇଗଲାଣି। ବିଭିନ୍ନ ସହରରେ ଭିନ୍ନ ଭିନ୍ନ ଶୈଳୀରେ ଗଜାନନ ମୂର୍ତ୍ତି ନିର୍ମାଣ ଚାଲିଛି। ଏହି କ୍ରମରେ ଏକ ସ୍ବତନ୍ତ୍ର ଧରଣର ମୂର୍ତ୍ତି ତିଆରି କରି ଏବେ ଚର୍ଚ୍ଚିତ ହୋଇଛନ୍ତି ଗୁଜରାଟର…
ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରିଥିବା ୩ ଗିରଫ
ଅଗରତାଲା,୭ ।୮: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ଶନିବାର ପୋଲିସ ଏହି ସୂଚନା ଦେଇ କହିଛି କି ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ତାଙ୍କ ଘର ଶ୍ୟାମାପ୍ରସାଦ ମୁଖାର୍ଜୀ ଲେନ…
ପୋଲିସ ଡିଜିଙ୍କ ଖବରଦାତା ସମ୍ମିଳନୀକୁ ବର୍ଜନ
ବଲାଙ୍ଗୀର ଅଫିସ,୭।୮: ବଲାଙ୍ଗୀର ଜିଲା ଗସ୍ତରେ ଶନିବାର ପୋଲିସ ଡିଜି ଅଭୟ ଆସିଛନ୍ତି। ଏ ନେଇ ପୂର୍ବାହ୍ନ ୧୧ଟା ୧୫ରେ ମନୋହରପୁର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ ଡକାଯାଇଥିଲା । ଏହି ଖବରଦାତା ସମ୍ମିଳନୀକୁ ଯିବାବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ପୋଲିସ…
ଆପଣଙ୍କର ଅଛି କି ଗ୍ୟାସ୍ କନେକ୍ସନ୍, ମିଳିବ ଏସବୁ ସୁବିଧା…
ନୂଆଦିଲ୍ଲୀ,୭।୮: ପୂର୍ବରୁ ଏଲ୍ପିଜି ସଂଯୋଗ ପାଇବା ଏକ ସମୟରେ କଷ୍ଟସାଧ୍ୟ ଥିଲା। କିନ୍ତୁ ବର୍ତ୍ତମାନ ଏହା ସହଜ ହୋଇଯାଇଛି। ଯଦି ଆପଣଙ୍କ ପାଖରେ ପୂର୍ବରୁ ଏକ ଗ୍ୟାସ କନେକ୍ସନ ଅଛି, ତେବେ ଆପଣ ସେହି ଆଧାରରେ ଅନ୍ୟ ଏକ କନେକ୍ସନ ସୁବିଧା…
ପର୍ଯ୍ୟଟକ ୯୬%, ରାଜସ୍ଵ ୪୬% ଅଭିବୃଦ୍ଧି
ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାରେ ଇକୋ-ଟୁରିଜମ୍ ଉଲ୍ଲେଖନୀୟ ସଫଳତା ହାସଲ କରିଛି। କୋଭିଡ୍ ମହାମାରୀ ପ୍ରଭାବିତ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଗତ ୨ ବର୍ଷରେ ଇକୋ ଟୁରିଜମ କେନ୍ଦ୍ରଗୁଡ଼ିକରେ ପର୍ଯ୍ୟଟକ ସଂଖ୍ୟାରେ ୯୬% ଏବଂ ରାଜସ୍ଵ ସଂଗ୍ରହରେ ୪୬% ଅଭିବୃଦ୍ଧି ଘଟିଛି। ମୁଖ୍ୟ…
ଏମକେସିଜି କୋଭିଡ ହସ୍ପିଟାଲରୁ କଏଦୀ ଚମ୍ପଟ
ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କୋଭିଡରେ ଚିକିତ୍ସାଧୀନ ଥିବା ଜଣେ କଏଦୀ ଶନିବାର ଭୋରୁ ଚମ୍ପଟ ମାରିଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବାଲିଗୁଡା ଉପ କାରାଗାରର କୀର୍ତ୍ତି ସିଂ(୩୭) । ତାଙ୍କ ଠାରେ କୋଭିଡ…
ଜେଲରେ କଏଦୀଙ୍କୁ ନିର୍ଯାତନା ନେଇ ଓଏଚ୍ଆର୍ସିରେ ଅଭିଯୋଗ
ଭୁବନେଶ୍ୱର,୭।୮(ବ୍ୟୁରୋ): ଢେଙ୍କାନାଳ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କୁ ନିର୍ଯାତନା ଦିଆଯାଉଛି। ଜେଲ କର୍ମଚାରୀଙ୍କ ମାଡ଼ରେ ତାଙ୍କ ଆଖି ନଷ୍ଟ ହୋଇଥିବା ନେଇ ଶୁକ୍ରବାର ରାଜ୍ୟ ମାନବାଧିକର କମିଶନ(ଓଏଚ୍ଆରସି)ରେ ଅଭିଯୋଗ ହୋଇଛି। ଏପରିକି ଜେଲ କର୍ତ୍ତୃପକ୍ଷ ସମ୍ପୃକ୍ତ କଏଦୀଙ୍କୁ ଦେଖା କରିବାକୁ ତାଙ୍କ…
ଏହି ରାଶିର ମହିଳାଙ୍କ ପ୍ରେମରେ ଶୀଘ୍ର ପଡ଼ିଥାନ୍ତି ଯୁବକ; ହେଲେ ସ୍ବାମୀଙ୍କ ଉପରେ ହୁକୁମ୍ ଚଲାଇବାକୁ…
ଆଜିର ରାଶି ସମ୍ବନ୍ଧୀୟ ଆଲୋଚନାରେ ବିଛା ରାଶିର ମହିଳାଙ୍କ ବିଷୟରେ ଆଲୋଚନା କରିବା। ଏମାନେ ବହୁତ ମହତ୍ୱାକାଂକ୍ଷୀ ହୋଇଥାନ୍ତି। ଜୀବନରେ ଯାହାକୁ ହାସଲ କରିବାକୁ ଏମାନେ ସ୍ଥିର କରିଥାନ୍ତି ତାକୁ ପାଇବା ପରେ ହିଁ ନିଶ୍ୱାସ ମାରନ୍ତି। ଏମାନେ ନିଜ ଆଗରେ…
Archives


