Home Left

ଗଣମାଧ୍ୟମ, ଫଟୋଗ୍ରାଫରଙ୍କୁ ଧନ୍ୟବାଦ ଜଣାଇଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଅନ୍ୟ ଅଭିନେତ୍ରୀମାନଙ୍କ ଅପେକ୍ଷା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ଅନୁଷ୍କା ସବୁବେଳେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଏବେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ…

ଶଙ୍ଖ ଧରିଲେ କରମଚାନ୍ଦ ମହାନ୍ତି

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସୋନପୁର ଜିଲା ଭାଜପା କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକଶ ଦାସଙ୍କ ଉପସ୍ଥିତିରେ କରମଚାନ୍ଦ ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ…

ଓମିକ୍ରନ ଉପରେ ତୀକ୍ଷ୍ନ ନଜର: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): କରୋନା ନୂଆ ଭାରିଆଣ୍ଟର ସଂକ୍ରମଣ ଉପରେ ଆମେ ତୀକ୍ଷ୍ନ ନଜର ରଖିଛୁ । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଟିକାକରଣ ଓ ସଚେତନତା…

ଗୁଟ୍‌ଖା କାରଖାନାରେ ଅଗ୍ନିକାଣ୍ଡ: ୧୨ ଉଦ୍ଧାର, ଅନେକ ଫସିଥିବା ସନ୍ଦେହ

ସମ୍ବଲପୁର,୨୦।୧୨(ବ୍ୟୁରୋ): ସମ୍ବଲପୁର ପରଧିଆପାଲି ସ୍ଥିତ ଏକ ଗୁଟ୍‌ଖା କାରଖାନାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ୧୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏବେ ଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…

ଇଡିରେ ହାଜର ହେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ,୨୦ା୧୨: ବହୁ ଚର୍ଚ୍ଚିତ ପାନାମା ପେପର୍ସ ମାମଲାରେ ବଚ୍ଚନ ପରିବାର ପାଇଁ ଅଡୁଆ ବଢ଼ିଛି। ବଲିଉଡ୍‌ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ଇଡିରେ ହାଜର ହୋଇଛନ୍ତି। ଦିଲ୍ଲୀର ଲୋକନାୟକ ଭବନରେ ସେ ସୋମବାର ପୂର୍ବାହ୍ନରେ ପହଞ୍ଚିଛନ୍ତି। ସୂଚନାନୁସାରେ,…

ଜିନିଷ ଏକ: ଉପକାର ଅନେକ

କଲରାର ସ୍ବାଦ ପିତା ହେଲେ ମଧ୍ୟ ସେଥିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଆମକୁ ନୀରୋଗ ରଖିବାରେ ଏହା କେତେକାଂଶରେ ସାହାଯ୍ୟ କରିଥାଏ। ଏଥିରେ ଭିଟାମିନ୍‌-ସି ମଧ୍ୟ ପ୍ରଚୁର ପରିମାଣରେ ରହିଛି। ତେବେ ଜାଣନ୍ତୁ ଏହାର ସ୍ବାସ୍ଥ୍ୟୋପକାରୀ ଗୁଣ…

ହେଉନି ବଡ଼ବାବୁଙ୍କ ବଦଳି

ଅନୁଗୋଳ ଅଫିସ, ୨୦।୧୨: ଅନୁଗୋଳ ଜିଲା କାର୍ଯ୍ୟାଳୟରେ ପାଳନ ହେଉଛି ସରକାରୀ ନିର୍ଦ୍ଦେଶନାମା। ବଦଳି ହେଉଛି ବଡ଼ବାବୁମାନଙ୍କର। ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରୀ ନିର୍ଦ୍ଦେଶନାମାକୁ ବେଖାତିର କରାଯାଉଛି। ଏଠାରେ କେଉଁ ବଡ଼ବାବୁ ୩୦ ବର୍ଷ ରହିଲେଣି ତ ଆଉ କିଏ…

ଅନୁପ୍ରବେଶ ଉଦ୍ୟମ ବିଫଳ: ପାକିସ୍ତାନ ଡ୍ରୋନ୍‌କୁ ଉଡାଇ ଦେଲା ବିଏସଏଫ

ଚଣ୍ଡିଗଡ,୨୦।୧୨: ପଞ୍ଜାବର ଗୁରୁଦାସପୁରରେ ଭାରତ-ପାକିସ୍ତାନ ସୀମାରେ ପାକିସ୍ତାନ ଡ୍ରୋନ୍‌ର ଅନୁପ୍ରବେଶ ଉଦ୍ୟମ ବିଫଳ କରିଛି ବିଏସଏଫ୍‌। ଭାରତ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିଲା ବେଳେ ବିଏସଏଫ ଏହାକୁ ଗୁଳିମାଡ କରିଥିଲା। ଫଳରେ ଡ୍ରୋନଟି ପାକିସ୍ତାନ ଅଭିମୁଖେ ଫେରିଯାଇଥିଲା। ସୂଚନାଯୋଗ୍ୟ, ରବିବାର…

କିମିଆ କରୁଛି କଣ୍ଢେଇ

ଢେଙ୍କାନାଳ ଅଫିସ, ୨୦।୧୨: ରଙ୍ଗବେରଙ୍ଗ କନାରେ ଢାଙ୍କି ହୋଇ ଆକର୍ଷଣୀୟ ଦେଖାଯାଉଛି ପ୍ଲାଷ୍ଟିକ୍‌ କଣ୍ଢେଇ। ରାସ୍ତାରେ ଯାଉଥିବା ଯାତ୍ରୀମାନେ ଏଭଳି ଚମତ୍କାର କାରିଗରି ଦେଖି ଅଟକି ଯାଉଛନ୍ତି ଘଡ଼ିଏ। ଏଭଳି ଭିନ୍ନ ଧରଣର କଣ୍ଢେଇ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି…

ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ

ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା ନେଇ ବିବାଦ ଉପୁଜିଛି। ତେବେ ରାଜ୍ୟ ମହିଳା ଆୟୋଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିବା…

ଅଧିକ ଦାମରେ ବସ୍ତା କିଣୁଛନ୍ତି ଚାଷୀ

ଚମ୍ପୁଆ,୨୦।୧୨(ଡି.ଏନ.ଏ) ଧାନ ଅମଳ ପ୍ରାୟ ୯୯ ଭାଗ ଶେଷ ହୋଇଯାଇଥିବା ବେଳେ ଚାଷୀ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ବସ୍ତା। ଧାନ ସାଇତି ରଖିବା ହେଉ କି ବିକ୍ରିପାଇଁ ହେଉ ବସ୍ତାର ଆବଶ୍ୟକତା ରହୁଥିବା ବେଳେ ଏହାର ଅହେତୁକ ଦର…

ସ୍ମରଣ ଶକ୍ତି ହ୍ରାସ କରେ ଅତ୍ୟଧିକ ମିଠା

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?