Home Left

କମେଡିଆନ ଫାରୁକିଙ୍କୁ ସମର୍ଥନ ଜଣାଇଲା କଂଗ୍ରେସ

ମୁମ୍ବାଇ,୧୯।୧୨: ବିବାଦରେ ଘେରି ହୋଇଥିବା ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ମୁନାଓ୍ବର ଫାରୁକି ଶନିବାର ମୁମ୍ବାଇରେ ଏକ ଶୋରେ ପରର୍ଫମ କରିଛନ୍ତି। ଏହି ଇଭେଣ୍ଟର ଆୟୋଜନ କରିଥିଲା ଏଆଇପିସି, ଯାହାକି କଂଗ୍ରେସର ଅଂଶ। ବାରମ୍ବାର ଶୋ ବାତିଲ ହେବାରୁ ଗତ ମାସରେ ଭାଙ୍ଗି ପଡ଼ିଥିଲେ…

ଦାଣ୍ଡରେ ରୋଷେଇ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ଓ ନିଜ ହକ୍‌ ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଦାଶଙ୍କ ଧାରଣା ଜାରି ରହିଛି। ତପସ୍ବିନୀ ରବିବାର ଘର ବାହାରେ ରୋଷେଇ କରି ଖାଇଛନ୍ତି। ହୋଟେଲ ଖାଦ୍ୟ ଖାଇବାରୁ ସ୍ବାସ୍ଥ୍ୟ ଖରାପ…

ବେରୋଜଗାର, ମଦ ଉପରେ ହେବ ବିତର୍କ

ନୂଆଦିଲ୍ଲୀ,୧୯।୧୨: ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ମଦ, ଖଣି ଓ ରାଜ୍ୟରେ ନିଯୁକ୍ତି ଉପରେ ବିତର୍କ ଲାଗି ଦେଇଥିବା ଚ୍ୟାଲେଞ୍ଜକୁ ଗ୍ରହଣ କରିଛନ୍ତି ଆମ ଆଦମି ପାର୍ଟି (ଏଏପି)ର ଜାତୀୟ କନଭେନର ଅରବିନ୍ଦ କେଜ୍ରିଓ୍ବାଲ। ବିତର୍କ ଲାଗି ତାରିଖ,…

ମୋବାଇଲ ଗେମ୍‌ ପାଇଁ ଘର ଛାଡିଲେ ପୁଅ, ପୋଷ୍ଟର ଧରି ଖୋଜିଛନ୍ତି ମା’ ବାପା

ଭଦ୍ରକ ଅଫିସ,୧୯।୧୨: ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳି ଜଣେ ଯୁବକ ତାଙ୍କ ବାପାଙ୍କ ଆକାଉଣ୍ଟ ଖାଲି କରି ଦେଇଛନ୍ତି। ଆଉ ଗାଳି ଭୟରେ ଘର ଛାଡ଼ି ପଳାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଦେହୁଡ଼ି…

୫ ବର୍ଷ ପରେ ଗିରଫ ହେଲେ ବଳାତ୍କାରୀ ବାବା

ଚେନ୍ନାଇ,୧୯।୧୨: ଜଣେ ମହିଳା ଭକ୍ତଙ୍କୁ ବଳତ୍କାର କରିବା ଅଭିଯୋଗରେ ଆତ୍ମଘୋଷିତ ଗଡ୍‌ମ୍ୟାନ ସାଥିୟା ନାରାୟଣନନ ଗିରଫ ହୋଇଛନ୍ତି। ଏହି କାର୍ଯ୍ୟରେ ତାଙ୍କୁ ସ୍ତ୍ରୀ ପୁଷ୍ପଲତା ସହାୟତା କରୁଥିଲେ। ଏଥିସହ ଗଡ୍‌ମ୍ୟାନ ପୀଡ଼ିତାଙ୍କ ଆପତ୍ତିଜନକ ଫଟୋ ସଂଗ୍ରହ କରି କାହାକୁ ଅଭିଯୋଗ କଲେ…

ଐତିହାସିକ ରୌପ୍ୟ ସହ ଫେରିଲେ ଶ୍ରୀକାନ୍ତ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ଷ୍ଟାର ପୁରୁଷ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକରେ ସନ୍ତୁଷ୍ଟ ରହିଛନ୍ତି। ରବିବାର ସ୍ପେନର ହୁଏଲଭାଠାରେ ଖେଳାଯାଇଥିବା ଫାଇନାଲରେ ତାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ହାତେଇ ନେଇଛନ୍ତି ସିଙ୍ଗାପୁରର ଲୋ କେନ ୟେ।…

ପୁଣି ବଦଳି ପାରନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ

ହାଭେରି, ୧୯।୧୨: ପୁଣି କର୍ନାଟକ ମୁଖ୍ୟମନ୍ତ୍ରୀ ବଦଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଶିଗାଓଁରେ ଦେଇଥିବା ଭାଷଣରୁ ଏଭଳି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ବିଶ୍ୱରେ ପଦବୀ ଓ ପ୍ରତିଷ୍ଠା କିଛି ସ୍ଥାୟୀ…

ଧରା ପଡ଼ିଲେ ୨୫୦ କୁକୁର ଛୁଆ ହତ୍ୟାକାରୀ ମାଙ୍କଡ଼

ନୂଆଦିଲ୍ଲୀ,୧୯।୧୨: ମହାରାଷ୍ଟ୍ରର ଏକ ଗ୍ରାମରେ ୨୫୦ କୁକୁର ଛୁଆଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଦୁଇ ମାଙ୍କଡ଼ଙ୍କୁ ଧରି ନିଆଯାଇଛି। ସେହି ଅଞ୍ଚଳରେ ଏକ ଶିଶୁ ମାଙ୍କଡ଼ର ମୃତ୍ୟୁକୁ ନେଇ ଦୁଇ ମାଙ୍କଡ଼ ପ୍ରତିଶୋଧ ପରାୟଣ ହୋଇ କୁକୁର ଛୁଆଙ୍କୁ ହତ୍ୟା…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଲାଗି ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଜାନୁୟାରୀ ୧୪ରୁ ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ କାରିବିୟାନ ଦେଶ(ଓ୍ବେଷ୍ଟଇଣ୍ଡିଜ)ରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ଏଥିଲାଗି ରବିବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ଦିଲ୍ଲୀ ବ୍ୟାଟର ୟଶ ଧୂଲଙ୍କୁ…

ଥାନା ସମ୍ମୁଖରେ ଧାରଣାରେ ବସିଲେ ଖବରଦାତା

ମାଲକାନଗିରି,୧୯ା୧୨(ଡି.ଏନ୍‌.ଏ.): ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର କଣ୍ଠରୋଧ କରିବାକୁ ଉଦ୍ୟମ କରୁଛି ମାଲକାନଗିରି ପୋଲିସ। ବିନା କାରଣରେ ୫ ଜଣ ଖବରଦାତାଙ୍କୁ ଉଠାଇ ନେଇ ଗିରଫ କରିଛି। ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଖବରଦାତାମାନେ ଦେଇଥିବା ଏତଲା ଉପରେ ପୋଲିସ କୌଣସି…

ବିଷାକ୍ତ ଖାଦ୍ୟ ଖାଇ ହସ୍ପିଟାଲରେ ଆଇଫୋନ ନିର୍ମାତା କମ୍ପାନୀର ୧୫୦ କର୍ମଚାରୀ

ଚେନ୍ନାଇ,୧୯।୧୨: ଆପଲ ପାଇଁ ଆଇଫୋନ ନିର୍ମାଣ କରୁଥିବା ଫକ୍ସକନ ଇଣ୍ଡିଆ ୟୁନିଟ୍‌ରେ ବିଷାକ୍ତ ଖାଦ୍ୟ ଖାଇ ୧୫୦ କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କର୍ମଚାରୀ ଓ ସେମାନଙ୍କ ପରିବାର ବର୍ଗ। ସେମାନେ ରାଜରାସ୍ତା ଅବରୋଧ…

୧୦୦ କୋଟି କ୍ଲବ୍‌ରେ ପୁଷ୍ପା

ସାଉଥ ଫିଲ୍ମ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଓ ରଶ୍ମିକା ମନ୍ଦନ୍ନାଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା: ଦି ରାଇଜ’ ପରଦାରେ ଧମାଲ୍‌ କରିଛି। ଡିସେମ୍ବର ୧୭ରେ ପରଦା ଉପରକୁ ଆସିଥିବା ଏହି ଫିଲ୍ମ ଦୁଇ ଦିନରେ ୧୦୦ କୋଟି ଟଙ୍କା ରୋଜଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?