Home Left

୭ ବିଦେଶୀ ଫେରନ୍ତା ପଜିଟିଭ୍‌

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ ଜଣ ବିଦେଶୀ ଫେରନ୍ତା କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଜିନୋମ ସିକ୍ୱେନ୍ସିଂ ହୋଇଥିଲା। ସେମାନେ ‘ଓମିକ୍ରନ୍‌’ ପୀଡ଼ିତ ନ ଥିବା ଜଣାପଡ଼ିଛି। ଆଉ ୩ ଜଣଙ୍କ ନମୁନା ସିକ୍ୱେନ୍ସିଂ ପାଇଁ…

ଘର ଭଡା ଦେଲେ କାଜୋଲ

ବଲିଉଡର ସଫଳ ଅଭିନେତ୍ରୀମାନଙ୍କ ମଧ୍ୟରୁ କାଜୋଲ ଅନ୍ୟତମ। ସେ ତାଙ୍କ ସ୍ବାମୀ ତଥା ଅଭିନେତା ଅଜୟ ଦେବଗନଙ୍କ ସହ ଜୁହୁର ଏକ ବିଳାସପୂର୍ଣ୍ଣ ବଙ୍ଗଳାରେ ରୁହନ୍ତି। ମୁମ୍ବାଇର ପୋୱାଇରେ ଏହି ଦମ୍ପତିଙ୍କର ଆଉ ଏକ ଆପାର୍ଟମେଣ୍ଟ ଅଛି। ଏବେ କାଜୋଲ ଏହି…

ସଚିନ, ପଣ୍ଟିଂଙ୍କୁ ପଛରେ ପକାଇଲେ ରୁଟ

ଆଡିଲେଡ୍‌,୧୯।୧୨: ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ସୁନିଲ ଗାଭାସ୍କରଙ୍କ ଭଳି କିମ୍ବଦନ୍ତୀଙ୍କୁ ପଛରେ ପକାଇଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଗୋଟିଏ ବର୍ଷରେ ଟେଷ୍ଟ ଫର୍ମାଟରେ ୧,୬୦୦ରୁ ଅଧିକ ରନ୍‌ କରିବାରେ ସେ ବିଶ୍ୱର ଚତୁର୍ଥ କ୍ରିକେଟର। ଆଡିଲେଡ୍‌ ଓଭାଲଠାରେ ଚାଲିଥିବା…

ଦୁଇ ଯୁବକଙ୍କୁ ନିର୍ଧୂମ୍‌ ଛେଚିଲେ

ସଜନାଗଡ଼,୧୯।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ଦୁଇ ବ୍ୟାଟେରି ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରି ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ରବିବାର ଭୋରରେ ଦୁଇ ଜଣ ଯୁବକ ଏକ ବାଇକ୍‌ରେ ଆସିଥିଲେ।…

ଜୀବନରେ ସ୍ତ୍ରୀ ଏବଂ ପ୍ରେମିକା ଚାପ ଦିଅନ୍ତି: ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୨: ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ଭାରତ ଦିନିକିଆ ଦଳର ଅଧିନାୟକ କରାଯିବା ପରଠାରୁ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି। ଏପର୍ଯ୍ୟନ୍ତ ବିବାଦ ସୃଷ୍ଟି କରିବା ଭଳି ସେଭଳି କିଛି କହି ନ ଥିଲେ…

୬-୦ରେ ଜିତିଲା ଭାରତ

ଢାକା,୧୯।୧୨: ଡିଫେଣ୍ଡିଂ ଚାମ୍ପିୟନ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ଅପରାଜେୟ ଧାରା ଜାରି ରଖିଛି। ରବିବାର ଖେଳାଯାଇଥିବା ରାଉଣ୍ଡ ରବିନ ମ୍ୟାଚ୍‌ରେ ପ୍ରତିପକ୍ଷ ଜାପାନକୁ ୬-୦ ଗୋଲରେ ହରାଇ ଦେଇଛି ଟିମ୍‌ ଇଣ୍ଡିଆ। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା…

ବକ୍ସ ଅଫିସରେ ଧମାଲ କରୁଛି ‘ପୁଷ୍ପା’

ମୁମ୍ବାଇ,୧୯।୧୨: ବକ୍ସ ଅଫିସରେ ଧମାଲ ମଚାଉଛି ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା’। ଶୁକ୍ରବାର ୫ଟି ଭାଷାରେ ରିଲିଜ ହୋଇଥିବା ଫିଲ୍ମ ‘ପୁଷ୍ପା: ଦ ରାଇଜ’ ୨ଦିନ ମଧ୍ୟରେ ୧୦୦ କୋଟି କ୍ଲବରେ ସାମିଲ ହୋଇଛି। ଟ୍ରେଡ ଆନାଲିଷ୍ଟ ରମେଶ…

ଖୁବ୍‌ ଶୀଘ୍ର ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେବ ଆଚରଣ ବିଧି

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି। ଏହା ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ନିର୍ବାଚନର ଫଳାଫଳ ଘୋଷଣା ହେବା ଯାଏ…

ରୁଟ୍‌ଙ୍କ ଉଇକେଟ ଇଂଲଣ୍ଡକୁ ପରାଜୟ ଦ୍ୱାରକୁ ଠେଲି ଦେଲା

ଆଡିଲେଡ୍‌,୧୯।୧୨: ଆଶେସ ସିରିଜ୍‌ର ଦ୍ୱିତୀୟ ତଥା ଦିବା-ରାତ୍ର ଟଷ୍ଟରେ ୪ର୍ଥ ଦିନ ସୁଦ୍ଧା ଅଷ୍ଟ୍ରେଲିଆ ତା’ର ବିଜୟ ନିଶ୍ଚିତ କରିଛି। ଅନ୍ତିମ ଦିନ ମ୍ୟାଚ୍‌ ଜିତିବା ପାଇଁ ଘରୋଇ ବୋଲରଙ୍କୁ ଇଂଲଣ୍ଡର ୬ ଉଇକେଟ ଦରକାର। ବର୍ତ୍ତମାନ ୪୬୯ ରନ୍‌ର ବିଶାଳ…

ରାଜ୍ୟର ୪ ଜିଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସେବାର ଶୁଭାରମ୍ଭ କରିବେ । ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆରମ୍ଭ ହେବ ।…

‘ଯୋଗୀଙ୍କ ଆଉଟ ସୁଇଙ୍ଗ୍‌ରେ କଂଗ୍ରେସ ହେବ ଆଉଟ’

ଝାନ୍‌ସୀ,୧୯।୧୨: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଭାରତୀୟ ଜନତା ପାର୍ଟିର ଜନ ବିଶ୍ୱ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ ହୋଇଥିବା ସାଧାରଣ ସଭାରେ ରାଜନାଥ ସିଂ କହିଛନ୍ତି,ଭାରତୀୟ ଜନତା ପାର୍ଟି ଲୋକଙ୍କ ଆଖିରେ ଧୂଳି ପକାଇ ନୁହେଁ…

ଜଗା ଦର୍ଶନରେ ବାହାରିଥିଲେ, ରାସ୍ତାରେ ଘଟିଲା ଦୁର୍ଘଟଣା

ପାଟଣା,୧୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନଂ. ଜାତୀୟ ରାଜପଥର ଖୁଞ୍ଚିବେଡା ନିକଟରେ ରବିବାର ସକାଳୁ ଭାରସାମ୍ୟ ହରାଇ ଏକ ସ୍କର୍ପିଓ ଦୁର୍ଘଟଣା ଗ୍ରସ୍ତ ହୋଇଛି। ସ୍କର୍ପିଓଟି ଜାମ୍‌ସବେଦପୁରର ଭୁଆଁଡି ଗାଁରୁ ପୁରୀ ଅଭିମୁଖେ ଜଗନ୍ନାଥ ଦର୍ଶନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?