Home Left

ରିଷଭ ପନ୍ତ ବ୍ୟାଟିଂ କରିବାକୁ ଆସିବା ମାତ୍ରେ ଜୋଶ୍‌ରେ ଏମିତି ଟୁଇଟ୍‌ କରିଦେଲେ ମହାନ କ୍ରିକେଟର୍‌

ଲଣ୍ଡନ,୬।୮: ଭାରତ ବନାମ ଇଂଲଣ୍ଡ ପ୍ରଥମ ଟେଷ୍ଟ ଟେଷ୍ଟର ଦ୍ୱିତୀୟ ଦିନରେ ବର୍ଷା ବ୍ୟାହତ ହୋଇଥିଲା ଏବଂ ଦିନସାରା କେବଳ ୩୩.୪ ଓଭର ବୋଲିଂ କରାଯାଇପାରେ। ତେବେ ଏହି ୨୦୨ ବଲରେ ବହୁତ କିଛି ଦେଖିବାକୁ ମିଳିଥିଲା। ଭାରତୀୟ କ୍ରିକେଟ ପ୍ରଶଂସକମାନେ…

ବିଦେଶରେ ଆଦର ପାଉଛି ଗ୍ରାମୋଦ୍ୟୋଗ ସାମଗ୍ରୀ

ପ୍ରଶ୍ନ- ଖଦି ଓ ଗ୍ରାମୋଦ୍ୟୋଗ ସାମଗ୍ରୀର ଚାହିଦା କିଭଳି ରହିଛି? ଉତ୍ତର- ଓଡ଼ିଶାରେ ଭଲ ଚାହିଦା ରହିଛି। ଖଦି ଚାହିଦା ଶତ ପ୍ରତିଶତ ନ ଥିଲେ ମଧ୍ୟ ଗ୍ରାମୋଦ୍ୟୋଗର ଚାହିଦା ଓଡ଼ିଶା ସମେତ ସାରା ଭାରତରେ ସର୍ବାଧିକ ରହିଛି। ଗ୍ରାମୋଦ୍ୟୋଗ ଯୋଗୁ…

କାଜୁ ଜଙ୍ଗଲ ନଷ୍ଟ ନେଇ ଥାନାରେ ଏତଲା

ଜଟଣୀ,୬।୮(ଡି.ଏନ୍‌.ଏ): ଜଟଣୀ ବ୍ଲକର ଛଣଘର କୁଶମାଟି ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରକଳ୍ପ ମାଧ୍ୟମରେ ନୂତନ କାଜୁ ଜଙ୍ଗଲ ସୃଷ୍ଟି ଉଦ୍ଦେଶ୍ୟରେ ଚାରା ରୋପଣ କରାଯିବା ସହ ଖୁଣ୍ଟ ପୋତାଯାଇ ତାର ବାଡ଼ ଘେରାଯାଇଥିଲା। ତେବେ ବିରୋଧୀ ଗୋଷ୍ଠୀ ଏହି ଗଛ…

ଖୋର୍ଦ୍ଧାରେ ଖୋଲିବ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୬।୮: ଆସନ୍ତା ୯ତାରିଖରୁ ଖୋର୍ଦ୍ଧା ଜିଲାରେ (ବିଏମ୍‌ସିକୁ ବାଦ୍‌ ଦେଇ) ସମସ୍ତ ଧାର୍ମିକ ଅନୁଷ୍ଠାନ, ମଠ, ମନ୍ଦିର ଖୋଲିବ। କୋଭିଡ୍‌ କଟକଣା କୋହଳ ପରେ ଦୀର୍ଘ ୩ମାସର ପ୍ରତୀକ୍ଷାର ଅନ୍ତ ଘଟିଛି। ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରୁ କଟକଣା ହଟିଛି।…

ବିପଦସଙ୍କୁଳ କୋଠାରେ ୨ ସମବାୟ ବ୍ୟାଙ୍କ

ଖୋର୍ଦ୍ଧା ଅଫିସ,୬ା୮: କୃଷି ଓ ଚାଷୀଙ୍କ ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଓ ସବ୍‌ସିଡି ଯୋଗାଇଦେବାକୁ ବିଭିନ୍ନ ଜିଲାରେ ସମବାୟ ବ୍ୟାଙ୍କ ରହିଛି। ତେବେ କେତେକ ସମବାୟ ବ୍ୟାଙ୍କ ବିପଦସଙ୍କୁଳ କୋଠାରେ ଚାଲିଛି। ଖୋର୍ଦ୍ଧା…

ପାଇକ ସଂଗ୍ରହାଳୟ ଏବେ ଭୂତକୋଠି

ଖୋର୍ଦ୍ଧା ଅଫିସ,୬ା୮: ଗୋଟିଏ ଜାତି ତା’ର ବୀରତ୍ୱ, କଳା, ସଂସ୍କୃତି, ଭାସ୍କର୍ଯ୍ୟକୁ ନେଇ ପରିଚୟ ବହନ କରେ। ସଂସ୍କୃତି ଓ ପରମ୍ପରା ବିଲୁପ୍ତ ହେଲେ ସେହି ଜାତିର ସମୃଦ୍ଧି ନଷ୍ଟ ହେବା ସହ ଅଧଃପତନ ଘଟିଥାଏ ବୋଲି କୁହାଯାଏ। ଯେଉଁ ପାଇକ…

ପଦକଠାରୁ ଆଉ ଗୋଟିଏ ପାଦ ଦୂରରେ ବଜରଙ୍ଗ

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ପୁନିଆ ପ୍ରିଷ୍ଟାଇଲ୍‌ ୬୫ କିଲୋଗ୍ରାମ ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଭାରତର ସବୁଠାରୁ ବଡ ଆଶା ବଜରଙ୍ଗ କ୍ୱାର୍ଟର ଫାଇନାଲରେ ଇରାନର ମୋର୍ତେଜା ଚେକାଙ୍କୁ ପରାସ୍ତ କରି ପରାସ୍ତ କରିଛି। ପ୍ରଥମ…

ଟ୍ରେନ୍‌ ବାତିଲ ଓ ସାମୟିକ ସମୟ ପରିବର୍ତ୍ତନ

ଭୁବନେଶ୍ୱର,୫।୮: ହାଓ୍ବାଡ଼ା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ପଲାସା-କୋଟାଭାଲାସା ରେଳସେକ୍ସନର ବିଜୟ ନଗରମ ଓ କୋରୁକୋଣ୍ଡା ଷ୍ଟେସନ ସହିତ ପୁଣ୍ଡୁରୀ ଓ ଦୁସି ଷ୍ଟେସନ ମଧ୍ୟରେ ରେଳଧାରଣା ତଳେ ଉପାମାର୍ଗ ର୍ନିମାଣ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ…

ଚମତ୍କାର ପ୍ରଦର୍ଶନ ସବୁବେେଳେ ମନେ ରହିବ

ନୂଆଦିଲ୍ଲୀ,୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର ମହିଳା ହକିରେ ବ୍ରୋଞ୍ଜ ପଦକ ପାଇଁ ଖେଳାଯାଇଥିବା ମ୍ୟାଚରେ ଭାରତ ନିରାଶ ହୋଇଛି। ଦଳ ବ୍ରିଟେନ ହାତରୁ ୪-୩ ମ୍ୟାଚ ହାରିଛି। ମ୍ୟାଚ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ୟାଚ ପରେ ଟୁଇଟ୍‌ କରି ଭାରତୀୟ…

ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ୫ଲକ୍ଷ…

ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୬।୮(ବ୍ୟୁରୋ): ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ଏଭଳି ମହାଦୁର୍ନୀତି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ୩୩ ସାଙ୍ଗଠନିକ ଜିଲାରେ ଆନ୍ଦୋଳନ କରାଯିବ। ଏଥିସହ ନବୀନ ନିବାସ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୬୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri