ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ରାଇ’
ମାନିଲା,୧୮।୧୨: ପ୍ରଳୟଙ୍କରୀ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ଫିଲିପାଇନ୍ସରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟାରେ ୩୧ ଜଣଙ୍କ ଜୀବନ ଯାଇଛି। ଏପରିକି ବିଦ୍ୟୁତ୍ ଯୋଗାଣ ବାଧାପ୍ରାପ୍ତ ହେବା ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ରାଇ’ ଗୁରୁବାର…
ସ୍ବର୍ଣ୍ଣ ମନ୍ଦିରରେ ଅପବିତ୍ର ଉଦ୍ୟମ: ଯୁବକଙ୍କୁ ପିଟି ପିଟି ହତ୍ୟା
ଚଣ୍ଡିଗଡ଼,୧୮।୧୨: ଅମୃତସରର ସ୍ବର୍ଣ୍ଣ ମନ୍ଦିର ଅପବିତ୍ର କରିବାକୁ ଉଦ୍ୟମ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେଇଛନ୍ତି। ଖବର ଅନୁଯାୟୀ ଯୁବକ ଜଣଙ୍କ ଶନିବାର ସନ୍ଧ୍ୟା ପ୍ରାର୍ଥନା ସମୟରେ ରେଲିଂ ଡେଇଁ ମନ୍ଦିର ଭିତରେ ପ୍ରବେଶ କରିଥିଲେ। ଶିଖ୍ମାନଙ୍କ…
ଆଇପିଏଲ୍ରେ ମିଳିଲା ଗମ୍ଭୀରଙ୍କୁ ଦାୟିତ୍ୱ
ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୨ ପୂର୍ବରୁ ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ୍ର ଟିମ୍ ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଗମ୍ଭୀର ବର୍ତ୍ତମାନ ପାର୍ଲାମେଣ୍ଟ ସଦସ୍ୟ ଅଛନ୍ତି। ସେ ଆଇପିଏଲ୍ ଖେଳୁଥିବା ବେଳେ ତାଙ୍କ…
ପୂଜାରୀଙ୍କୁ ଗୁରୁ ଦାୟିତ୍ୱ
ଭୁବନେଶ୍ୱର,୧୮।୧୨(ସ୍ପୋଟର୍ସ ବ୍ୟୁରୋ): ବଲାଙ୍ଗୀର ଡିଷ୍ଟ୍ରିକ୍ଟ ଆଥଲେଟିକ ଆସୋସିଏଶନ ତଥା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଦସ୍ୟ ହରିନାରାୟଣ ପୂଜାରୀଙ୍କୁ ଏକ ଗୁରୁ ଦାୟିତ୍ୱ ମିଳିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଟୁର, ଫିକ୍ସଚର ଓ ଟେକ୍ନିକାଲ କମିଟିରେ ତାଙ୍କୁ ସାମିଲ…
ଆଇପିଏଲ୍ ଖେଳିବାକୁ ଶୁଭ୍ରାଂଶୁଙ୍କୁ ସୁଯୋଗ
ଭୁବନେଶ୍ୱର,୧୮।୧୨(ସ୍ପୋଟର୍ସ ବ୍ୟୁରୋ): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳିବାକୁ ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଆଇପିଏଲ୍ ଫ୍ରାଞ୍ଚାଇଜ୍ ଚେନ୍ନାଇ ସୁପର କିଙ୍ଗ୍ସ ଟ୍ରାଏଲ୍ସରେ ଯୋଗ ଦେବା ପାଇଁ ୨୪ ବର୍ଷୀୟ ଶୁଭ୍ରାଂଶୁଙ୍କୁ ଶନିବାର ଡକାଯାଇଛି। ଓଡ଼ିଶା…
ବେଦିକ କଲେଜରେ ବଢୁଛି ସଂକ୍ରମଣ
ସମ୍ବଲପୁର,୧୮ା୧୨(ବ୍ୟୁରୋ): ସମ୍ବଲପୁର ଶାସନସ୍ଥିତ ବେଦିକ କଲେଜରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ଶନିବାର ୯ରେ ପହଞ୍ଚିଛି। ସମସ୍ତ ଛାତ୍ର ଗୋଟିଏ ହଷ୍ଟେଲରେ ରହୁଥିବା ଜଣାପଡିଛି। ଖବର ପ୍ରଚାର ହେବା ପରେ କଲେଜ ପରିସରରେ ଭୟର ବାତାବରଣ ଖେଳିଯାଇଛି। ଏଡିଏମ୍ଓ ଆଶୋକ…
ଆମେଠିରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ
ଆମେଠି,୧୮।୧୨: ୨୦୧୯ ସାଧାରଣ ନିର୍ବାଚନରେ ପରାଜିତ ହେବାର ଅଢେଇ ବର୍ଷ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ନିଜ ନିର୍ବାଚନମଣ୍ଡଳୀ ଆମେଠୀକୁ ପ୍ରଥମଥର ପାଇଁ ଗସ୍ତ କରିଛନ୍ତି। ଏହି ଅବସରରେ ରାହୁଲ ଏବଂ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପଦଯାତ୍ରା…
ପ୍ରେମରେ ପଡ଼ିଛନ୍ତି କି? ଜାଣନ୍ତୁ କିଭଳି ହେବେ ସଫଳ ପ୍ରେମୀ…
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେପରି ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ। ଏହି ନୀତିକୁ ଅନୁସରଣ କଲେ ଜଣେ ସଫଳ ପ୍ରେମୀ ହୋଇପାରିବ ଏଥିରେ ସନ୍ଦେହ…
ନିଖୋଜ ଯୁବକଙ୍କ ମୃତଦେହ ମିଳିଲା
ସିଂହପୁର,୧୮ା୧୨(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଓଳେଇ ଚନ୍ଦନପୁର ଗ୍ରାମର ସୌମେନ୍ଦ୍ର ଶୁକ୍ରବାର ଖରସ୍ରୋତା ନଦୀରେ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କ ପତ୍ତା ମିଳି ନ ଥିଲା। ତେବେ ଶନିବାର ସିଂହପୁର ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ମାଛ…
ରାହୁଲ ହେଲେ ଭାରତୀୟ ଦଳର ଉପଅଧିନାୟକ
ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଓପନର ଲୋକେଶ ରାହୁଲ ଭ୍ରମଣକାରୀ ଭାରତୀୟ ଦଳର ଉପଅଧିନାୟକ ନିଯୁକ୍ତ ହୋଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଶନିବାର…
‘ଓଡ଼ିଶାରେ ଦୈନିକ ଚିହ୍ନଟ ହେବେ ୩୦ରୁ ୫୦ ହଜାର’
ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ପୁଣି ଡରାଇଲାଣି କରୋନା। ବାହାର ଦେଶରେ ସଂକ୍ରମଣ ବଢୁଥିବା ବେଳେ ଦେଶରେ ମଧ୍ୟ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଡିସେମ୍ବର ଶେଷ କିମ୍ବା ଜାନୁୟାରୀ ପ୍ରଥମ ସପ୍ତାହରେ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଜାନୁୟାରୀ ତୃତୀୟ ସପ୍ତାହ ସୁଦ୍ଧା…
ଫିକା ପଡ଼ିବ ପିକ୍ନିକ
ଭଞ୍ଜନଗର,୧୮।୧୨(ଡି.ଏନ.ଏ): ବର୍ତ୍ତମାନ ଲୋକେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲି ଭୋଜିଭାତର ମଜା ନେଉଛନ୍ତି। ହେଲେ ଆଗକୁ କରୋନା ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଟକଣା କରାଯାଇଛି। ଡିସେମ୍ବର ୩୧ ଏବଂ ଜାନୁୟାରୀ ୧ତାରିଖରେ…

