Home Left

ଧର୍ମଶାଳାରେ ବଳବନ୍ତରାୟଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍‌କା: ଦଳ ଛାଡ଼ିଲେ ବିଧାୟକଙ୍କ ପ୍ରତିନିଧି…..

ଧର୍ମଶାଳା,୧୦।୯: ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀରେ ବିଜେଡକୁ ବଡ଼ ଝଟକା ଲାଗିଛି। ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ପ୍ରତିନିଧି ନିର୍ମଳ ପ୍ରଧାନ ବିଜେଡି ଛାଡି ହିମାଂଶୁଙ୍କ ଶିବିରରେ ସାମିଲ ହେବେ ବୋଲି ସୂଚନା ମିଳୁଛି। ନିର୍ମଳ ପ୍ରଧାନ ୨୦୦୭ରେ…

ବାଲେନ ଶାହା କିଏ, ଯିଏ ନେପାଳରେ Gen Zଙ୍କ ହିରୋ ହୋଇଛନ୍ତି?

କାଠମାଣ୍ଡୁ, ୧୦।୯: ନେପାଳରେ ଜେନ୍‌ ଜେଡ୍‌ଙ୍କ ହିଂସ୍ର ଆନ୍ଦୋଳନ ମଧ୍ୟରେ ବାଲେନ୍‌ ଶାହାଙ୍କ ନାମକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବାଲେନ୍‌ଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ କରି ଶାସନତନ୍ତ୍ର ହସ୍ତାନ୍ତର କରିବାକୁ ଯୁବପିଢ଼ି ଦାବି କରୁଥିବା ନେଇ ସ୍ଥାନୀୟ ଗଣମାଧ୍ୟମ ପ୍ରକାଶ…

ଏବେ ଖୋଲିଲା ଟ୍ରମ୍ପଙ୍କ ଆଖି: ମୋଦିଙ୍କୁ ନେଇ ବଡ଼ କଥା କହିଦେଲେ…

ଓ୍ବାଶିଂଟନ,୧୦।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବ୍ୟବସାୟିକ ସମସ୍ୟାର ସମାଧାନ ପାଇଁ ଆଲୋଚନା ପୁଣି ଆରମ୍ଭ କରିବେ ବୋଲି ଘୋଷଣା କରିଛନ୍ତି। ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ପୋଷ୍ଟ କରି…

ପରଲୋକରୁ ପତ୍ର

ହେସ୍ନେହାସ୍ପଦ ପୁତ୍ର/ ପୌତ୍ର/ ପ୍ରପୌତ୍ରଗଣ, ପରଲୋକରୁ ତୁମମାନଙ୍କୁ ଆମର କୋଟିଏ ଆଶିଷ। ମର୍ତ୍ତ୍ୟଲୋକରେ ଏବେ ଆରମ୍ଭ ହୋଇଯାଇଛି ପିତୃପକ୍ଷ। ଆମକୁ ସ୍ମରଣ ପୂର୍ବକ ସସମ୍ମାନ ଆମ ପାଇଁ ଶ୍ରାଦ୍ଧ ଓ ତର୍ପଣର ବ୍ୟବସ୍ଥା କରୁଛ ଆଜି। ଏହି ସମୟରେ ମର୍ତ୍ତ୍ୟଲୋକରେ ତୁମେ…

ଷଣ୍ଢ ଘଉଡ଼ାଇବାକୁ ଯାଇଥିଲେ ନବଘନ-ସନାତନ, ମାଡ଼ିଆସିଲା ହାଇୱା: ଆଉ ତା’ପରେ..

ଧର୍ମଶାଳା, ୧୦।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଚଢ଼େଇଧରା ଅଞ୍ଚଳର ଦୁଇ ବ୍ୟକ୍ତି ଷଣ୍ଢ ଘଉଡାଇବାକୁ ଯାଇ ଥିବା ବେଳେ ଆଜି ସକାଳୁ ଏକ ଅଜଣା ହାଇୱା ଗାଡ଼ି ମାଡ଼ି ଯାଇଥିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।…

ବୁଝିବାକୁ ୮ବର୍ଷ ଲାଗିଲା

ଜିଏସ୍‌ଟି ବା ସାମଗ୍ରୀ ଓ ସେବା ଟିକସ ଅତ୍ୟନ୍ତ ଜଟିଳ ହେବା ସହ ଏହାର ବୋଝ ଗରିବଙ୍କ ଉପରେ ପଡୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସରେ ‘ପରବର୍ତ୍ତୀ ପିଢ଼ିର’ ଜିଏସ୍‌ଟି ସଂସ୍କାର ଆଣିବା ପାଇଁ ଘୋଷଣା…

ସ୍କୁଲ ୟୁନିଫର୍ମରୁ ଛାତ୍ରୀଛାତ୍ର ବଞ୍ଚିତ ଘଟଣା: ଭିଜିଲାନ୍ସ ତଦନ୍ତ ଦାବି

ଦେବଗଡ଼,୧୦।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲାରେ ସ୍କୁଲ ୟୁନିଫର୍ମ ଯୋଗାଣ ନାଁରେ ଲକ୍ଷଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହେଉଛି। ଏପରିକି ସରକାରୀ ନିୟମକୁ କେହି ମାନୁନାହାନ୍ତି। ସରକାରୀ ନିୟମ ଅନୁସାରେ ସ୍କୁଲ ୟୁନିଫର୍ମ ଏସ୍‌ଏଚଜି ଗ୍ରୁପର ମହିଳାମାନେ ଯଦି ସପ୍ଲାଏ ପାଇଁ…

ଆମେରିକାର ଆଉ ଏକ ପଦକ୍ଷେପ ଭାରତ ପାଇଁ ବଢିଲା ସମସ୍ୟା: ବିପଦରେ ପଡିବାକୁ ଯାଉଛି…

ନୂଆଦିଲ୍ଲୀ/ଓ୍‌ବାଶିଂଟନ,୧୦।୯: ଟ୍ରମ୍ପ ପ୍ରଶାସନର ସାମ୍ପ୍ରତିକ ନୀତି ଭାରତର ସମସ୍ୟାକୁ ଆହୁରି ବୃଦ୍ଧି କରିଛି। ଭାରତୀୟ ସାମଗ୍ରୀ ଉପରେ ଭାରୀ ଟାରିଫ୍‌ ଲାଗୁ କରିବା ପରେ, ଆମେରିକା ଏବେ ଏହାର ସେବା ରପ୍ତାନିକୁ ଟାର୍ଗେଟ କରିଛି। ଆମେରିକାର ସିନେଟରେ ଏକ ନୂତନ ବିଲ,…

ଲେଙ୍ଗୁ ମିଶ୍ର ଛକ-ପୁରୁଣା ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ତେଜିଲା ଉଚ୍ଛେଦ ଦାବି, ତାତିଲେ ସହରବାସୀ

ବରଗଡ଼,୧୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ତାତି ଥମିବାର ନାଁ ନେଉ ନାହିଁ। ସହରସ୍ଥିତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ଉଚ୍ଛେଦ ସହରବାସୀଙ୍କ ଦୀର୍ଘବର୍ଷର ଦାବି ହୋଇ ରହି ଆସିଛି। ଏହାସତ୍ତ୍ୱେ ପ୍ରଶାସନ ସମ୍ପୃକ୍ତ ଜବରଦଖଲ…

ଜାତୀୟସ୍ତରୀୟରେ ଖେଳିବେ ସୁମନ୍ତି ରାଜହଂସ

ଅମରପାଲି,୧୦ା୯(ପୀତାମ୍ବର ସାହୁ):ଜାତୀୟସ୍ତରୀୟ ଆଥଲେଟିକରେ ଅଂଶଗ୍ରହଣ କରିବେ ସୁମନ୍ତି ରାଜହଂସ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସେରଗେଡା ସରକାରୀ ୟୁପିର ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁମନ୍ତି ୩୬ତମ ପୂର୍ବାଞ୍ଚଳ ଜୁନିୟର ଆଥଲେଟିକ ଚାମ୍ପିୟନଶିପ-୨୦୨୫ରେ ସଫଳତା ପାଇ ଜାତୀୟସ୍ତରରେ ଅଂଶଗ୍ରହଣ କରିବାକୁ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୦ା୯(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ ବଦଳି…

ନେପାଳ ନ ଯିବାକୁ ଭାରତୀୟଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୧୦ା୯: ନେପାଳରେ ହିଂସା ଏବଂ ରାଜନୈତିକ ଅସ୍ଥିରତା ମଧ୍ୟରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟମାନଙ୍କ ପାଇଁ ଆଡ୍‌ଭାଇଜରି ଜାରି କରାଯାଇଛି। ସ୍ଥିତିରେ ଉନ୍ନତି ନ ଆସିବା ପର୍ଯ୍ୟନ୍ତ ନେପାଳ ନ ଯିବା ପାଇଁ ଭାରତୀୟ ନାଗରିକଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସମ୍ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri