Home Left

ଦୁଇ ଦିନ ହେଲାଣି ତୁଷାରପାତ, ପ୍ରବଳ ଥଣ୍ଡାରେ ଥରୁଛି ଜି.ଉଦୟଗିର

ଜି.ଉଦୟଗିରି, ୧୨।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଶୀତଳତମ ସହର ଜି.ଉଦୟଗିରି ଅଞ୍ଚଳରେ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଜାଡ଼ ଥଣ୍ଡା ସହ କୋହଲା ପବନ ଥଣ୍ଡାକୁ ଦ୍ୱିଗୁଣିତ କରୁଛି। ଦୁଇ ଦିନ ହେଲା ଜି.ଉଦୟଗିରିରେ ୩ ଡିଗ୍ରୀ ତାପମାତ୍ରା…

IS ଟାର୍ଗେଟରେ ଶିବରାଜ, ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୧୩।୧୨: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟପ୍ରଦେଶ ଡିଜିପିଙ୍କୁ ଏକ ଚିଠି ପଠାଇ କହିଛି ଯେ ଶିବରାଜ ସିଂହ ଚୌହାନ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ଟାର୍ଗେଟରେ ଅଛନ୍ତି। ଆଇଏସଆଇ…

ଇଣ୍ଡିଗୋ ସଙ୍କଟକୁ ନେଇ ନୂଆ ଟୁଇଷ୍ଟ, DGCA ଯାଞ୍ଚରେ ଆସିଲା ଚମକାଇବା ଭଳି ତଥ୍ୟ, ଜାଣିଶୁଣି କରାଯାଇଥିଲା…

ନୂଆଦିଲ୍ଲୀ,୧୩।୧୨: ସମ୍ପ୍ରତି, ଇଣ୍ଡିଗୋ ବିମାନ ବାତିଲ ଯୋଗୁ ଲକ୍ଷ ଲକ୍ଷ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଲୋକମାନଙ୍କୁ କିଛି ଦିନ ପାଇଁ ସେମାନଙ୍କର ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ଏହା ପ୍ରଥମ ଥର ପାଇଁ ଏତେ ବଡ଼ ବିମାନ ବାତିଲ…

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା ଶନିବାର ଦାଇତ୍ବ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରି…

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି । ସିନିୟର ସିଭିଲଜଜ ତଥା ଆସିଷ୍ଟାଣ୍ଟ ସେସନଜଜ ଶରତକୁମାର ସାହୁ ଓ ଜେଏମଏଫସି ବିଚାରପତି…

ମାତ୍ର ୧ ବର୍ଷ ବୟସରେ ଇତିହାସ ରଚିଲେ ବେଦ ପରେଶ: ୮ ସେକେଣ୍ଡରେ କଲେ…

ନୂଆଦିଲ୍ଲୀ,୧୩।୧୨: ଏକ ବର୍ଷର ବେଦ ପରେଶ କ୍ରୀଡା ଜଗତରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିର ବାସିନ୍ଦା, ବେଦ ଇଣ୍ଡିଆ ବୁକ ଅଫ ରେକର୍ଡସରେ ପ୍ରବେଶ କରିଛନ୍ତି, ୧୦୦ ମିଟର ପହଁରିବାରେ ସବୁଠାରୁ କମ ବୟସ୍କ ସନ୍ତରଣକାରୀ ହୋଇଛନ୍ତି।…

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ ବାଲି ବ୍ୟବସାୟକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି । ଗାଁରେ ଗଣ୍ତଗୋଳ ହେବା ସହ…

କ୍ୟାବିନେଟରେ ମଞ୍ଜୁରୀ ପାଇଥିବା ବିକଶିତ ଭାରତ ଶିକ୍ଷା ଅଧୀକ୍ଷଣ ବିଲ୍ କଣ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଉଚ୍ଚଶିକ୍ଷାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର କ୍ୟାବିନେଟ୍ ଏକ ଐତିହାସିକ ବିଲ୍ ମଞ୍ଜୁର କରିଛି ଯାହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (AICTE) ଏବଂ ଜାତୀୟ ଶିକ୍ଷକ ଶିକ୍ଷା…

ପାକିସ୍ତାନ ୟୁନିଭରସିଟିରେ ଏଣିକି ପଢାଯିବ ମହାଭାରତ ଓ ଗୀତା, ବଡ଼ ନିଷ୍ପତ୍ତି ନେଲେ…

ଇସଲାମବାଦ,୧୩।୧୨: ବିଭାଜନ ପରେ ପ୍ରଥମ ଥର ପାଇଁ, ପାକିସ୍ତାନର ଏକ ବିଶ୍ୱବିଦ୍ୟାଳୟରେ ପ୍ରାଚୀନ ଭାଷା ସଂସ୍କୃତର ଆନୁଷ୍ଠାନିକ ଶିକ୍ଷାଦାନ ଆରମ୍ଭ ହୋଇଛି। ଏହି ପଦକ୍ଷେପ ଲାହୋର ବିଶ୍ୱବିଦ୍ୟାଳୟ ପରିଚାଳନା ବିଜ୍ଞାନ (LUMS) ଦ୍ୱାରା ନିଆଯାଇଛି। ଏହି ପାଠ୍ୟକ୍ରମରେ ସଂସ୍କୃତ ଭାଷା ସହିତ…

ରାତ୍ରିଭୋଜନ ବିଳମ୍ବରେ କରୁଥିଲେ, ହୋଇଯାନ୍ତୁ ସାବଧାନ: ନ ହେଲେ ହେବ ଏସବୁ ରୋଗ

ବିଭିନ୍ନ କାର୍ଯ୍ୟବ୍ୟସ୍ତତା ସହ ପରିବାର ସଦସ୍ୟ ଓ ପିଲାଙ୍କ ଖାଇବା ପରେ ଅଧିକାଂଶ ମହିଳା ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ନିଜ ଖାଦ୍ୟ ପ୍ରତି ଅବହେଳା କରିବସିବା ଯେ ଅପରପକ୍ଷେ ସେମାନଙ୍କ ସ୍ବାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ ସେ ଦିଗରେ…

ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି ଜୋର ଧରିଛି । ଏହି ଦୁଇ ଛକ ଦେଇ ଦୈନଦିନ ଶହ ଶହ ସ୍କୁଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ…

ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ । ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ଇନିଂସରେ ୯୫ ବଲର ସାମ୍ନା କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri