Home Left

ପ୍ରଥମେ ଭାରତର ଆପତ୍ତିଜନକ ନକ୍ସା ପାକିସ୍ତାନକୁ ଦେଇ ଏବେ ସଫେଇ ଦେଉଛନ୍ତି ୟୁନୁସ ସରକାର

ଢାକା,୨୮।୧୦: ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ସୋମବାର ୟୁନୁସଙ୍କ ଦ୍ୱାରା ଭାରତର ଉତ୍ତର-ପୂର୍ବ ଅଞ୍ଚଳଗୁଡ଼ିକୁ ବାଂଲାଦେଶର ଅଂଶ ଭାବରେ ଦର୍ଶାଯାଇଥିବା ଏକ ମାନଚିତ୍ର ଜଣେ ପାକିସ୍ତାନୀ ସାମରିକ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିବା ରିପୋର୍ଟ ସମ୍ପର୍କରେ ଏକ ସ୍ପଷ୍ଟୀକରଣ ଜାରି…

ନୂଆପଡ଼ା ଉପନିର୍ବାଚନ: ସନ୍ଦେହରେ ନେତା

ନୂଆପଡ଼ା,୨୮ା୧୦(ସୁନିତ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ସ୍ଥାନୀୟ ରାଜନୈତିକ ସ୍ଥିତି ସେତିକି ରୋଚକ ହେବାରେ ଲାଗିଛି। କଡ଼ା ମୁକାବିଲା ଲାଗି ପ୍ରସ୍ତୁତି ଚଳାଇଥିବା ଭାଜପା ଏବଂ ବିଜେଡିର ସ୍ଥାନୀୟ ନେତା ଓ ସେମାନଙ୍କ ଭୂମିକାକୁ ନେଇ ଅନେକେ ଏବେ ସନ୍ଦେହ…

ଏଇ ଭାରତରେ

ଅପରାହ୍ନ ୩ଟା ବେଳକୁ ଦିଲ୍ଲୀ ଲାଲକିଲ୍ଲା ନିକଟସ୍ଥ ସାଇ ମନ୍ଦିର ପାଖକୁ ପିଲାମାନେ ବ୍ୟାଗ୍‌ ଧରି ଯାଉଥିବାର ଦେଖିବେ। ଏହା କୌଣସି ସ୍କୁଲ ଛୁଟି ସମୟର ଦୃଶ୍ୟ ନୁହେଁ, ବରଂ ବସ୍ତିର ପିଲାମାନେ ପଢ଼ିବାକୁ ଆସୁଥିବାର ସମୟ। ପିଲାମାନେ ପ୍ରତିଦିନ ୩ଟାରୁ…

ଆଜିର ପ୍ରୟାସ, କାଲିର ସଫଳତା

ପ୍ରୟାସ ବିନା ସଫଳତା ନାହିଁ। ସଫଳତା ଏକ ସୁନ୍ଦର ସ୍ବପ୍ନ, ଯାହାକୁ ପ୍ରାୟ ସମସ୍ତେ ଦେଖନ୍ତି। କିନ୍ତୁ ସମସ୍ତଙ୍କୁ ସେହି ସଫଳତା ମିଳି ନ ଥାଏ। କେହି ଜୀବନରେ ବହୁତ ବଡ଼ ସଫଳତା ଅର୍ଜନ କରନ୍ତି, ଆଉ କେହି କେହି ଚେଷ୍ଟା…

ଆମେରିକାକୁ ଶକ୍ତ ଝଟକା ଦେଲା ରୁଷିଆ, ରଦ୍ଦ କଲା ପ୍ଲୁଟୋନିୟମ ଚୁକ୍ତି

ମସ୍କୋ,୨୮।୧୦: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇ ଆମେରିକାକୁ ଏକ ଝଟକା ଦେଇଥିଲେ। ସେ ଆମେରିକା ସହିତ ପ୍ଲୁଟୋନିୟମ ଚୁକ୍ତିନାମାକୁ ବାତିଲ କରିଥିଲେ। ଏହି ଚୁକ୍ତିନାମା ଅନୁଯାୟୀ ଉଭୟ ପକ୍ଷ ପରମାଣୁ ଅସ୍ତ୍ର ବିକଶିତ କରିବେ…

ବିହାର ରାଜନୀତିରେ ସାମାଜିକ ନ୍ୟାୟ

ବିହାର ରାଜନୀତି ସର୍ବଦା ଏକ ପ୍ରମୁଖ ଚର୍ଚ୍ଚାର ବିଷୟଭାବେ ସ୍ଥାନ ପାଇ ଆସିଛି। ସାମ୍ପ୍ରତିକ ଅବସ୍ଥାରେ ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନ ଏ ଚର୍ଚ୍ଚାକୁ ବହୁଗୁଣିତ କରିଛି। ଏହି ନିର୍ବାଚନରେ ଦୁଇଟି ଅଗ୍ରଣୀ ମେଣ୍ଟ ଏନ୍‌ଡିଏ ଓ ଇଣ୍ଡିଆ ମଧ୍ୟରେ ତୀବ୍ର…

ଭୟଙ୍କର ରୂପରେ ମାଡ଼ିଆସୁଛି ବାତ୍ୟା ‘ମୋନ୍ଥା’: ଓଡ଼ିଶାର ଏସବୁ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୮।୧୦: ସମୁଦ୍ରରୁ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା କିମ୍ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ସେହିପରି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶର କାକିନାଡା…

୬.୧ ତୀବ୍ରତାର ଭୂକମ୍ପରେ ଥରିଲା ତୁର୍କୀ

ଅଙ୍କାରା,୨୮।୧୦: ସାରା ବିଶ୍ୱରେ ଭୂମିକମ୍ପ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଏବେ ପୁଣି ଥରେ ଏହା ଆତଙ୍କ ସୃଷ୍ଟି କରିଛି। ସୋମବାର (ଅକ୍ଟୋବର ୨୭) ତୁର୍କୀରେ ଏକ ଭୟଙ୍କର ଭୂମିକମ୍ପ ହୋଇଥିଲା, ଯାହା ଫଳରେ ତିନୋଟି କୋଠା ଭୁଶୁଡ଼ି ପଡ଼ିଥିଲା।…

ମଝି ରାସ୍ତାରୁ ସ୍ବାମୀକୁ ଉଠାଇ ନେଲେ ଫାଇନାନ୍ସ କମ୍ପାନୀ ଅଧିକାରୀ: ସ୍ତ୍ରୀ କଲେ ଏମିତି କାମ

ବଲାଙ୍ଗୀର, ୨୮ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଋଣ କିସ୍ତି ଟଙ୍କା ପଇଠ ନ କରିବାରୁ ଏକ ଫାଇନାନ୍ସ କମ୍ପାନୀର ଦୁଇଜଣ ଅଧିକାରୀ ଋଣ ନେଇଥିବା ଜଣେ ବ୍ୟକ୍ତିଙ୍କୁ ସହର ମଧ୍ୟସ୍ଥଳ ଏକ ରାସ୍ତାରୁ ଉଠାଇ ନେଇଥିବା ଏବଂ ଏହା ପରେସେଇ ବ୍ୟକ୍ତି ଜଣକ…

ନଭେମ୍ବର ୪ରୁ ୧୨ ରାଜ୍ୟରେ ଏସ୍‌ଆଇଆର୍‌

ନୂଆଦିଲ୍ଲୀ,୨୮ା୧୦(ପି.ଟି.): ବିହାରରେ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ସଫଳତାର ସହ ସମ୍ପନ୍ନ ହେବା ପରେ ଦ୍ୱିତୀୟ ପର୍ଯ୍ୟାୟରେ ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଥିବା ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାର…

ଦିଲ୍ଲୀରେ ମହିଳା ଡାକ୍ତରଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଜଣେ ବ୍ୟକ୍ତି ସେନା ଅଫିସର ପରିଚୟ ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆରବ ନାମକ ଯୁବକଙ୍କ ଘର ଦିଲ୍ଲୀର ଛତରପୁରରେ ଓ ସେ ଡେଲିଭରି ବୟ ଭାବେ କାର୍ଯ୍ୟ…

ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ, ପୁଅଙ୍କ ପାଇଁ କଲେ ଭୋଟ ଭିକ୍ଷା

  ନୂଆପଡ଼ା, ୨୭/୧୦ : ପୂର୍ବତନ ମନ୍ତ୍ରୀ ତଥା ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ସ୍ଵର୍ଗବାସ ପରେ ନୂଆପଡ଼ାରେ ହେବ ଉପନିର୍ବାଚନ । ନିର୍ବାଚନୀ ମଇଦାନରେ ରାଜେନ୍ଦ୍ରଙ୍କ ପୁଅ ଜୟ ଢୋଲକିଆ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ଭାଜପା ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri