ଇନ୍ଫେକଶନ କମାଏ ଲେମ୍ବୁପାଣି
ଲେମ୍ବୁପାଣିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହି ପାଣିରେ ଏଭଳି ତତ୍ତ୍ୱ ରହିଛି, ଯାହା ଇନ୍ଫେକଶନ ବା ସଂକ୍ରମଣ କମାଇବାରେ ଅନେକାଂଶରେ ସାହାଯ୍ୟ କରିଥାଏ। କାଲିଫର୍ନିଆ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏ ସମ୍ପର୍କରେ ଏକ ଗବେଷଣା କରି ଉପରୋକ୍ତ ତଥ୍ୟ…
ଏଭଳି ମାରାତ୍ମକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ନଡ଼ିଆ ତେଲ
ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏଥିରେ ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଶରୀରର ରୋଗ ପ୍ରତିରୋଧକ…
ନିଷ୍ପତ୍ତିରେ ବିଳମ୍ବ ନ ହେଉ
ଅନୁଗୋଳ ଅଫିସ, ୩ା୮ କୋଭିଡ୍ ସଂକ୍ରମଣ ସାମାନ୍ୟ ଥମିଛି। ତେଣୁ ଅନଲକ୍କୁ ଯାଇଛନ୍ତି ରାଜ୍ୟ ସରକାର। ଦୀର୍ଘଦିନ ଧରି ବନ୍ଦ ରହିଥିବା ଶପିଂ ମଲ, ସିନେମା ହଲ, ପାର୍କ ଆଦିକୁ ଜନସାଧାରଣଙ୍କ ପାଇଁ ଖୋଲାଯାଇଛି। ଅଧା ଦର୍ଶକରେ ଯାତ୍ରାକୁ ଅନୁମତି ଦିଆଯାଇଛି।…
ସଚେତନ କରୁଛି ବାଇକର୍ସ କ୍ଲବ
ଢେଙ୍କାନାଳ ଅଫିସ, ୩ା୮ ସଡ଼କ ସୁରକ୍ଷା ସହ ଦୁର୍ଘଟଣା ରୋକିବା ଦିଗରେ କାର୍ଯ୍ୟ କରୁଛି ଢେଙ୍କାନାଳ ବାଇକର୍ସ କ୍ଲବ। କ୍ଲବର ମୋଟ୍ ୧୨ଜଣ ସଦସ୍ୟ ବର୍ଷକ ମଧ୍ୟରେ ପ୍ରାୟ ୪ ହଜାର କିଲୋମିଟର ପରିଭ୍ରମଣ କରି ଯୁବ ଗୋଷ୍ଠୀଙ୍କୁ ସଚେତନ କରିବାର…
ସେନା ପ୍ରତ୍ୟାହାର ଲାଗି ରାଜି ହେଲେ ଭାରତ-ଚାଇନା
ନୂଆଦିଲ୍ଲୀ,୨।୮: ପୂର୍ବ ଲଦାଖର ବିଭିନ୍ନ ସ୍ଥାନରୁ ସେନା ପ୍ରତ୍ୟାହାର ଲାଗି ଭାରତ ଓ ଚାଇନା ରାଜି ହୋଇଛନ୍ତି। ଶନିବାର ଚୁଶୁଲ-ମୋଲ୍ଡୋ ସୀମାରେ ଦୁଇଦେଶ ମଧ୍ୟରେ ଅନୁଷ୍ଠିତ ସେନା କମାଣ୍ଡର ସ୍ତରୀୟ ଦ୍ୱାଦଶ ପର୍ଯ୍ୟାୟ ଆଲୋଚନା ଫଳପ୍ରଦ ହୋଇଥିବା କୁହାଯାଇଛି। ବୈଠକରେ ଗୋଗ୍ରା…
ଏହି ଅଭିନେତା ଶୁଟିଂ ସେଟ୍କୁ ଆସୁଥିଲେ ନୂଆ ନୂଆ କାର୍ରେ : ଅଭାବ ଲାଗି ବିକିଥିଲେ ବଙ୍ଗଳା
ବଲିଉଡ୍ର ପ୍ରସିଦ୍ଧ ଅଭିନେତା ତଥା ନିର୍ଦ୍ଦେଶକ ଭଗବାନ ଦାଦାଙ୍କ ପ୍ରକୃତ ନାମ ଥିଲା ଭଗବାନ ଆବାଜୀ ପାଣ୍ଡବ । ଭଗବାନ ଦାଦା ନିଜେ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ଶ୍ରମିକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ‘କ୍ରିମିନାଲ’ ରୁ ଡେବ୍ୟୁ…
କୋଟିପତି ପିଏସ୍ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ସଦସ୍ୟଙ୍କ କୋଟିପତି ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୋମବାର ଏହି…
ଗୁଣିଗାରେଡି, ପୂର୍ବ ରାଗରୁ ୩ ଜଣଙ୍କୁ ହତ୍ୟା
ଖମାର,୨ା୮(ଡି.ଏନ୍.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ଖମାର ଥାନା କୁଞ୍ଜାମ ପଞ୍ଚାୟତର ୩ ଜଣଙ୍କୁ ଗୁଣିଗାରେଡି ସନ୍ଦେହ ଓ ପୂର୍ବ ରାଗ ରଖି ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ପରେ ମୃତଦେହକୁ ରଶିରେ ବାନ୍ଧି ଘୋଷାରି ନେଇ ସମାକୋଇ ନଦୀରେ ଫିଙ୍ଗାଯାଇଥିବା ସ୍ପଷ୍ଟ…
ଖୁଡ଼ିଙ୍କ ଗଳା କାଟିଲେ ପୁତୁରା
ବାରିପଦା ଅଫିସ,୨।୮: ଜମିବାଡ଼ି ବିବାଦରୁ ବାସନ୍ତୀ ପୂର୍ତ୍ତି(୫୫) ନାମ୍ନୀ ଜଣେ ବିଧବାଙ୍କୁ ତାଙ୍କ ପୁତୁରା ଗଳା କାଟି ହତ୍ୟା କରିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଧୀନ ଟିଲୁ ସାହିରେ ଏହି ଘଟଣା ଘଟିଛି। ପୋଲିସ ଅଭିଯୁକ୍ତ…
ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ
ଭୁବନେଶ୍ବର,୨।୮: ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୬ ବର୍ଷ ହୋଇଥିଲା। ଅରୁଣ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।…
କରୋନା ବିରୋଧୀ ଲଢ଼େଇର ପ୍ରମୁଖ ଅସ୍ତ୍ର: ମୁଁ ଟିକା ନେଇଛି
ଛତ୍ରପୁର,୨।୮(ଡି.ଏନ୍.ଏ.): ମୁଁ ଟିକା ନେଇଛି। ଗଞ୍ଜାମ ଜିଲାର ବୁଲା ବିକାଳୀମାନେ ନିଜ ଝୁଡି ଓ ଠେଲା ଆଗରେ ଏମିତି ଲେଖିଛନ୍ତି। କରୋନା ବିରୋଧୀ ଲଢ଼େଇରେ ଟିକା ପ୍ରମୁଖ ଅସ୍ତ୍ର ହୋଇଥିବା ବେଳେ ସାଧାରଣ ଲୋକଙ୍କୁ ଉତ୍ସାହିତ କରିବା ପାଇଁ ବୁଲା ବିକାଳୀମାନେ…
ରାତିରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟିନେଲେ
ଫୁଲବାଣୀ ଅଫିସ,୨।୮: କନ୍ଧମାଳ ଜିଲା ଫୁଲବାଣୀ ସହର ପଟାବାଲି ସାହିରେ ଜଣେ ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା ଲୁଟ୍ ହୋଇଛି । ୩ଜଣ ଦୁର୍ବୃତ୍ତ ଘରେ ପଶି ବନ୍ଧୁକ ଦେଖାଇ ଲୁଟ୍ କରିଥିବା ବ୍ୟବସାୟୀ ଜଣକ…
Archives


