ଜଳବାୟୁ ଓ ସୁସ୍ଥ ଜୀବନ
କଥାରେ ଅଛି ‘ଯେ ଦେଶ ଯାଇ ସେ ଫଳ ଖାଇ’। ଏହି ଢଗ ଏବେ ଆମ ପାଇଁ ବେଦର ଗାର ପରି ଉପଲବ୍ଧି ହେଉଛି। ଭେଷଜ ବିଜ୍ଞାନର ସ୍ରଷ୍ଟା ମହର୍ଷି ଚରକଙ୍କ ମତରେ, ‘ମଣିଷ ଯେଉଁ ଜଳବାୟୁରେ ବାସକରେ ସେହି ଜଳବାୟୁରୁ…
୪ଦିନିଆ ଚେନ୍ନାଇ ଗସ୍ତରେ ରାଷ୍ଟ୍ରପତି
ଚେନ୍ନାଇ,୨।୮: ସୋମବାର ଚେନ୍ନାଇରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୪ଦିନିଆ ତାମିଲନାଡୁରେ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି କୋବିନ୍ଦ। ସୋମବାର ସେ ତାମିଲନାଡୁ ବିଧାନସଭାର ଶତବାର୍ଷିକୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟସୂଚୀ ଅନୁଯାୟୀ ରାମନାଥ କୋବିନ୍ଦ ଦ୍ୱିପ୍ରହର ୧୨.୪୫ରେ ଚେନ୍ନାଇରେ ପହଞ୍ଚି…
ସ୍ବର୍ଣ୍ଣ ପଦକ ଜିତିବା ପରେ ଦର୍ଶକ ଷ୍ଟାଣ୍ଡ୍ରେ ବସି ସ୍ବେଟର୍ ବୁଣିଲେ ଏହି ଖେଳାଳି
ଅଲିମ୍ପିକ ଚାମ୍ପିଅନ ସ୍ବେଟର୍ ବୁଣିବା କଥାଟା ଟିକେ ଅଜବ ଲାଗୁଥାଇପାରେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ ଏହି ଘଟଣା ଦେଖିବାକୁ ମିଳିଛି। ଏହା ଦେଖି ସାରା ବିଶ୍ୱରେ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ବ୍ରିଟେନର ଅଲିମ୍ପିକ ଚାମ୍ପିଅନ ଡାଇଭର ଟମ ଡେଲେ ତାଙ୍କ…
ନିକଟରେ ହେବ ଭାଜପାର ଅନ୍ତ: ଶିବସେନା
ମୁମ୍ବାଇ,୨ ।୮: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ପ୍ରସାଦ ଲାଡ ଶିବସେନା ଭବନ ଭାଙ୍ଗିବା କଥା କହିବାକୁ ନେଇ ଏବେ ରାନୈତିକ ଝଡ ସୃଷ୍ଟି ହୋଇଛି । ଭାଜପା ନେତାଙ୍କ ଏହି ବୟାନ ପରେ ଆକ୍ରମଣ ମୁଡରେ ରହିଛି ଶିବସେନା…
ସୁବର୍ଣ୍ଣରେଖାରେ ବନ୍ୟା: ଭୋଗରାଇ, ବାଲିଆପାଳ ପ୍ରଭାବିତ
ବାଲେଶ୍ୱର ଅଫିସ,୨ା୮: ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳ ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିଛି। ଫଳରେ ବାଲିଆପାଳ ବ୍ଲକର ୫ ପଞ୍ଚାୟତ ଓ ଭୋଗରାଇ ବ୍ଲକର ୫ ପଞ୍ଚାୟତ ପ୍ରଭାବିତ ହୋଇଛି। ନଦୀର ଉପରମୁଣ୍ଡ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହେବାରୁ…
ଜାତିର ଅକଳ୍ପନୀୟ ଇଚ୍ଛାଶକ୍ତିର ନିଦର୍ଶନ
ଗତ ଆଲେଖ୍ୟରେ ସାମାନ୍ୟ ସୂଚନା ଦେବାକୁ ଯାଇ ଗଜପତି ନିଜେ କିପରି ସୁବର୍ଣ୍ଣ ମାଢ଼ ଗଢ଼େଇବାର ବ୍ୟବସ୍ଥା କରି ଶିଳ୍ପୀଙ୍କୁ ପାରିଶ୍ରମିକ ଦେବାର ଆଦେଶ ଦେଇଥିଲେ ତାହା ଉଲ୍ଲେଖ କରିଥିଲୁ। ଏହା ଥିଲା ଯୁଦ୍ଧରେ ବିଜିତ ସୁନା। ଏହାର ଆହୁରି ଉଦାହରଣ…
ସହାୟତା ଅପେକ୍ଷାରେ ଅଙ୍କିତା
ଜଟଣୀ,୨।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗଜପତି ନଗରରେ ରହୁଥିବା ଅମୂଲ୍ୟ ସାହୁଙ୍କ ଝିଅ ଅଙ୍କିତା ପ୍ରିୟଦର୍ଶିନୀ(୧୨)। ଖେଳକୁଦ ଓ ପାଠପଢ଼ା ବସୟରେ ଅଙ୍କିତା ଆପଲାଷ୍ଟିକ ଆନିମିଆ ଓ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଜୀବନ ବିତାଉଛନ୍ତି। ଚିକିତ୍ସାରେ…
କାହିଁକି ରାଜ୍ କୁନ୍ଦ୍ରାଙ୍କୁ ବିବାହ କରିଥିଲେ ଶିଳ୍ପା ସେଟ୍ଟୀ: ନିଜେ କରିଥିଲେ ଖୁଲାସା
ଆଜିକାଲି ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରା ଚର୍ଚ୍ଚାରେ ଅଛନ୍ତି। ଏଥିସହିତ ରାଜ କୁନ୍ଦ୍ରାଙ୍କ ଅଶ୍ଳୀଳ ଫିଲ୍ମ ନିର୍ମାଣ ମାମଲାରେ ଗିରଫ ହେବା ପରେ ଶିଳ୍ପାଙ୍କ ସହ ତାଙ୍କର ଥ୍ରୋବ୍ୟାକ ଭିଡିଓ ମଧ୍ୟ ବହୁତ ଭାଇରାଲ…
ଜଳ ପାଲଟିଛି ଜହର
ଖୋର୍ଦ୍ଧା ଅଫିସ,୨।୮: କୁହାଯାଏ ଜଳ ହିଁ ଜୀବନ। ଦୈନନ୍ଦିନ ଜୀବନରେ ଜଳର ଅତି ଆବଶ୍ୟକତା ରହିଛି। ଜଳ ବିନା ଜୀବଜଗତ ବଞ୍ଚିବା କଷ୍ଟକର। ତେବେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବୋରିକ ନୂଆଗାଁରେ ଜଳ ପାଲଟିଛି ଜହର। ଏହି ଗ୍ରାମରେ ସ୍ବଜଳ…
କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ଦାବି
ଭୁବନେଶ୍ୱର,୨ା୮(ବ୍ୟୁରୋ): କେନ୍ଦ୍ରାପଡ଼ା ରସାବଳିକୁ ଭୌଗୋଳିକ ସଙ୍କେତ ବା ଜିଆଇ ଟ୍ୟାଗ୍ ମାନ୍ୟତା ଦେବାକୁ ବିଜେଡି ପକ୍ଷରୁ ଦାବି ଉଠାଯାଇଛି। ବିଜେଡିର ୩ ରାଜ୍ୟ ସଭା ସଦସ୍ୟ ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ନିକଟରେ ଦାବି ରଖିଛନ୍ତି। ରାଜ୍ୟ ସଭା ସଦସ୍ୟ ସୁବାସ…
ନୋ କିସିଂ ଜୋନ୍, ସତ୍ୟମ୍ ଶିବମ୍ ସୁନ୍ଦରମ୍ ସୋସାଇଟିରେ ଲାଗିଲା ବୋର୍ଡ…
ମୁମ୍ବାଇ,୨।୮: ନୋ ସ୍ମୋକିଂ ଜୋନ୍, ନୋ ରେସ୍ ଡ୍ରାଇଭିଂ ଜୋନ୍, ନୋ ଲିଟରିଂ ଜୋନ୍ ଆଦି ସମ୍ପର୍କରେ ସଭିଏଁ ନିଶ୍ଚିତ ଜାଣିଥିବେ। ତେବେ ନୋ କିସିଂ ଜୋନ୍ ସମ୍ପର୍କରେ ଶୁଣିଲେ ଯେ କେହି ଘଡ଼ିଏ ନିଶ୍ଚିତ ଚିନ୍ତା କରିବେ। ଏଭଳି ଏକ…
କୋଣାର୍କ ହେବ ଶୂନ ନିର୍ଗମନ ସହର
ଭୁବନେଶ୍ୱର,୨।୮(ବ୍ୟୁରୋ): କୋଣାର୍କ ହେବ ଦେଶର ପ୍ରଥମ ‘ଶୂନ ନିର୍ଗମନ ସହର’। ଅର୍ଥାତ୍ ସହରର ଶକ୍ତି ଚାହିଦା କେବଳ ଅକ୍ଷୟ ଶକ୍ତି ଉତ୍ସ ଦ୍ୱାରା ପୂରଣ ହେବ। ୨୦୨୨ ସେପ୍ଟେମ୍ବର ସୁଦ୍ଧା ଏହି ଲକ୍ଷ୍ୟ ହାସଲ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର…
Archives


