Home Left

ମେସିଙ୍କ ସହ ଗୋଟିଏ ଫଟୋ ଉଠାଇଲେ ଦେବାକୁ ପଡ଼ିବ ଏତିକି ଟଙ୍କା

କୋଲକାତା,୧୩ା୧୨: ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଶନିବାର ଭାରତ ଆସିଛନ୍ତି। କୋଲକାତା ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ହେୟାତ ରେଜେନ୍ସିଠାରେ ସକାଳ ୯ଟା ୩୦ରେ ଏକ ମିଟ୍‌ ଆଣ୍ଡ ଗ୍ରୀଟ୍‌ ଇଭେଣ୍ଟରେ ପ୍ରଥମେ ପ୍ରଶଂସକଙ୍କୁ ଭେଟିବେ। ମାତ୍ର…

ଭାରତରେ ୨,୦୦୦ ହଳ କୋହ୍ଲାପୁରୀ ଜୋତା ତିଆରି କରିବ ପ୍ରାଦା

ମୁମ୍ବାଇ/ମିଲନ,୧୩ା୧୨: ଭାରତର ପାରମ୍ପରିକ ଜୋତା ଦ୍ୱାରା ଅନୁପ୍ରାଣିତ ହୋଇ ଇଟାଲୀୟ କମ୍ପାନୀ ପ୍ରାଦା ଭାରତୀୟ କାରିଗରମାନଙ୍କ ସହ ଏକାଠି ୨,୦୦୦ ହଳ କୋହ୍ଲାପୁରୀ ଚପଲ ତିଆରି କରିବାକୁ ଯାଉଛି। ପ୍ରତି ହଳ ଚପଲ ଦାମ୍‌ ୮୦୦ ୟୁରୋ ବା ୯୩୦ ଡଲାର…

କ୍ରିକେଟ୍‌ରେ ପୁଣି ଲାଗିଲା ‘ମ୍ୟାଚ୍‌ ଫିକ୍ସିଂ’ କଳଙ୍କ: ୪ ଭାରତୀୟ ଖେଳାଳି ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୩।୧୨: କ୍ରିକେଟ ଜଗତ ପୁଣିଥରେ ଏକ ମ୍ୟାଚ ଫିକ୍ସିଂ ଘଟଣା ସାମ୍ନାକୁ ଆସିଛି। ଏଥର ଏହା ଭାରତୀୟ ଘରୋଇ କ୍ରିକେଟରେ ସାମ୍ନାକୁ ଆସିଛି। ଚଳିତ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ବେଳେ ଦୁର୍ନୀତିରେ ଲିପ୍ତ ରହିବା ପାଇଁ ଆସାମ…

ପୁଟିନ୍‌ଙ୍କୁ ଭେଟିବାକୁ ଯାଇ ପାକ୍‌ ପ୍ରଧାନମନ୍ତ୍ରୀ ହଟହଟା, ୪୦ ମିନିଟ୍‌ ଅପେକ୍ଷା କରି…

ନୂଆଦିଲ୍ଲୀ,୧୩ା୧୨: ତୁର୍କମେନିସ୍ତାନରେ ଶୁକ୍ରବାର ଏକ ଅନ୍ତର୍ଜାତୀୟ ଫୋରମ୍‌ର ୩୦ତମ ବାର୍ଷିକୀ ପାଳନ ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିଲା। ପୁଟିନ୍‌ ସେଠାରେ ଶରିଫ୍‌ଙ୍କୁ ୪୦ ମିନିଟ୍‌ରୁ ଊର୍ଦ୍ଧ୍ୱ ସମୟ ଅପେକ୍ଷା କରାଇବା…

ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି

ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍‌ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି। ନଭେମ୍ବର ୨୮ରୁ ମାର୍କେଟ ଖୋଲିଥିଲେ ବି ଚଳିତ ମାସ ୨ ତାରିଖ ରାତ୍ରିରେ ପ୍ରଥମ…

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…

ହୃଦୟ ବିଦାରକ ଘଟଣା, ଜୀବନ ହାରିଲେ ମାଆ ଓ ଦୁଇ ପୁଅ

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀର କାଲକାଜି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଜବତ କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ମାଆ ଏବଂ ଦୁଇଜଣ ପୁଅ ରହିଛନ୍ତି । ଏହି ଘଟଣା ସମସ୍ତଙ୍କୁ…

ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି, ମମତା ବାନାର୍ଜୀ-ଶାହାରୁଖଙ୍କୁ କରିବେ ସାକ୍ଷାତ

ନୂଆଦିଲ୍ଲୀ,୧୩।୧୨: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି। ତିନି ଦିନିଆ ଗସ୍ତରେ ଭାରତ ଗସ୍ତରେ ଲିଓନେଲ ମେସି। କୋଲକାତା ବିମାନବନ୍ଦରରେ ମେସିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ମମତା ବାନାର୍ଜୀ ଓ ଶାହାରୁଖ ଖାନଙ୍କୁ ସାକ୍ଷାତ କରିବେ। ଫୁଟବଲ ପ୍ରେମୀଙ୍କ ସହ…

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା ବଢ଼ିବ। ମୂଳ ଦରମା ଓ ଭତ୍ତାକୁ ମିଶାଇ ଓଡ଼ିଶାର ବିଧାୟକ ସର୍ବାଧିକ ୩ ଲକ୍ଷ…

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ…

PM Kisan ଟଙ୍କା ହେବ ୨ଗୁଣା? ସରକାର ଦେଲେ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସହିତ ଜଡିତ ଏକ ପ୍ରମୁଖ ପ୍ରଶ୍ନ ଚାଷୀଙ୍କ ମଧ୍ୟରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ସରକାର କ’ଣ ଏହି ଯୋଜନାର ବାର୍ଷିକ ପରିମାଣ 6,000 ଟଙ୍କାରୁ 12,000 ଟଙ୍କାକୁ ବୃଦ୍ଧି କରିବାକୁ ଯୋଜନା…

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ନିଲାନ୍ଦ୍ରି ବେହେରା (୩୮) । ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri