ଐତିହାସିକ ଅମାଗଡ଼ କିଲାରେ ପତାକା ଉଡାଇଥିବା ଭାଜପା ଏମ୍ପି ଗିରଫ
ଜୟପର,୧ ।୮: ରାଜସ୍ଥାନ ଜୟପୁରର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ଡା. କିରୋଡି ଲାଲ ମିଣାଙ୍କୁ ପୋଲିସ ଗିରଫ କରିଛି । ମିଣାଙ୍କ ବିରୋଧରେ ଅଭିଯୋଗ ରହିଛି କି ସେ ପ୍ରଶାସନର ଆଦେଶକୁ ଉଲ୍ଲଂଘନ କରି ଆମାଗଡ଼ କିଲାରେ ପତାକା ଉଡାଇଥିଲେ…
ଗୁପ୍ଚୁପ୍ ବ୍ୟବସାୟୀଙ୍କ ମହାନତା: ୨୧ ହଜାର ଟଙ୍କା ଫେରାଇଦେଲେ
ଫୁଲନଖରା,୧।୮(ଡି.ଏନ.ଏ.): ଅର୍ଥସର୍ବସ୍ବ ସମାଜରେ ଜଣେ ଗୁପ୍ଚୁପ୍ ବ୍ୟବସାୟୀ ଜଣେ ମହିଳାଙ୍କ ୨୧ ହଜାର ଟଙ୍କା ଫେରସ୍ତ କରି ମହାନତା ଦେଖାଇଛନ୍ତି। ସେ ହେଲେ କଟକ ଜିଲା ବାରଙ୍ଗ ବ୍ଲକ ନଗରୀ ପଞ୍ଚାୟତ ଅନ୍ତର୍ଗତ ମହୀଧରପଡା ରଙ୍ଗଣୀସାହିର ସୂର୍ଯ୍ୟକାନ୍ତ ସାହୁ। ପ୍ରତିଦିନ ମହୀଧରପଡା…
୫ରୁ ଖୋଲିବ ଭିତରକନିକା
କେନ୍ଦ୍ରାପଡ଼ା ଅଫିସ,୧ା୮: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଦୀର୍ଘ ୩ ମାସର ବ୍ୟବଧାନ ପରେ ଆସନ୍ତା ୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବା ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।…
ଥମିନି କରୋନା ଡରାଇଲାଣି ଜିକା ଭାଇରସ
ମୁମ୍ବାଇ,୧ ।୮: କରୋନା ଭାଇରସ ଦ୍ୱାରା ସବୁଠାରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ରରେ ଏବେ ଜିକା ଭାଇରସ ଦେଖା ଦେଲାଣି । ମହାରାଷ୍ଟ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି କି ଜଣେ ୫୦ ବର୍ଷର ମହିଳା ଏବେ ଜିକା…
ବେଳାଭୂମିରେ ଜମିବ ଗହଳି
ପୁରୀ ଅଫିସ,୧।୮: କୋଭିଡ୍ କଟକଣା ନେଇ ଶନିବାର ରାଜ୍ୟ ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଆସିବା ପରେ ଶ୍ରୀମନ୍ଦିର ଖୋଲିବା ଓ ବେଳାଭୂମି ପୁଣି ଚଳଚଞ୍ଚଳ ହେବା ଆଶା ଉଜ୍ଜିବୀତ ହୋଇଛି। ୧ ତାରିଖରୁ ନୂଆ ଗାଇଡ୍ଲାଇନ ଆଧାରରେ କଟକଣା କୋହଳ…
ମା’ଙ୍କ ବିରୋଧରେ ଥାନାରେ ପୁଅ,ଝିଅ: ଏକାଧିକ ପର ପୁରୁଷଙ୍କ ସହ…
ଭୁବନେଶ୍ୱର,୧।୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନାରେ ଶନିବାର ମା’ଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ନାବାଳିକା ଝିଅ ଓ ପୁଅ। ମା’ଙ୍କର ଏକାଧିକ ପର ପୁରୁଷଙ୍କ ସହ ସମ୍ପର୍କ ରହିଛି ଓ ସେମାନେ ଅଧିକାଂଶ ସମୟ ଘରକୁ ମଧ୍ୟ ଆସନ୍ତି। ଏନେଇ ବିରୋଧ କଲେ…
ନବଜାତକ ପେଟରେ ଜାଆଁଳା ଶିଶୁର ଭ୍ରୁଣ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ; କହିଲେ…
ଇସ୍ରାଏଲର ଏକ ଶିଶୁକନ୍ୟା ପେଟରେ ଭ୍ରୁଣ ମିଳିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଶିଶୁକନ୍ୟା ପେଟରେ ଜାଆଁଳା ଶିଶୁ ଭ୍ରୁଣ ମିଳିବା ପରେ ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ଏହି ବିରଳ ଘଟଣାର ଡାକ୍ତରମାନେ ଯାଞ୍ଚ କରୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ,…
ମୋ ନିମାପଡ଼ା, ମୋ ସ୍ବାଭିମାନ ଲୋକାର୍ପିତ
ନିମାପଡ଼ା,୧।୮(ଡି.ଏନ୍.ଏ.): ନିମାପଡ଼ା ଏନ୍ଏସି ପକ୍ଷରୁ ନବନିର୍ମିତ ମୁକ୍ତସ୍ଥାନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ‘ମୋ ନିମାପଡ଼ା, ମୋ ସ୍ବାଭିମାନ’କୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକାର୍ପଣ କରିଛନ୍ତି। ଏହି ନୂତନ ପ୍ରକଳ୍ପ ଦ୍ୱାରା ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ଓ ମୁଖ୍ୟତଃ ସ୍କୁଲ, କଲେଜର ଛାତ୍ରୀଛାତ୍ର,…
ସୋମବାରରୁ ସମସ୍ତ ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଉଥିବାରୁ ସରକାର ଲକ୍ଡାଉନ୍ କଟକଣାକୁ ଆହୁରି କୋହଳ କରିଛନ୍ତି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍ ଚଳାଚଳକୁ ଅନୁମତି ମିଳିଥିବାରୁ କ୍ରୁଟ୍ ପକ୍ଷରୁ ୧୬ଟି ରୁଟ୍ରେ ମୋ ବସ୍ ସେବା ଆରମ୍ଭ କରାଯାଇଥିଲା।…
ପାଣି ଠୋପା ହେଲା ସୁନା, ବୈଜ୍ଞାନିକଙ୍କ ଗୁରୁତ୍ୱପୂର୍ଣ୍ଣ ଗବେଷଣା…
ପ୍ରାଗ,୧।୮: ଚେକ୍ ରିପବ୍ଲିକ୍ର ଗବେଷକମାନେ ପାଣି ଠୋପାରୁ ସୁନା ତିଆରି କରିଛନ୍ତି। ପ୍ରାଗର ଚେକ ଏକାଡେମୀ ଅଫ ସାଇନ୍ସରେ ବାୟୋକେମିକାଲ ବୈିଜ୍ଞାନିକମାନଙ୍କ ଦ୍ୱାରା ଏଭଳି ଅସାଧାରଣ କାର୍ଯ୍ୟ କରାଯାଇଛି। ଅତ୍ୟଧିକ ଚାପ ପ୍ରୟୋଗ କରି ଏକ ସ୍ବତନ୍ତ୍ର ପ୍ରଣାଳୀରେ ଏହା କରାଯାଇଛି।…
ଓଡ଼ିଶା ମାଟିରେ ଫଳୁଛି ସେଓ: ପ୍ରେରଣା ସାଜିଛନ୍ତି ଅରୁଣ
ଖୋର୍ଦ୍ଧା ଅଫିସ,୧।୮: କାଶ୍ମୀର କି ହିମାଚଳ ପ୍ରଦେଶ ନୁହେଁ, ଏବେ ଓଡ଼ିଶା ମାଟିରେ ଫଳୁଛି ସେଓ। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଆରିକମା ଗାଁର ଅରୁଣ କୁମାର ନାୟକ ଅନ୍ଲାଇନରେ ସେଓ ଚାରାକିଣି ନିଜ ବାରିରେ ଲଗାଇଥିଲେ। ଏବେ ସେଥିରେ ଭଳିକି…
‘ଓୟୋ’ ଅଂଶଧନ କିଣିବ ମାଇକ୍ରୋସଫ୍ଟ
ନୂଆଦିଲ୍ଲୀ,୧।୮: ବିଶ୍ୱର ଅଗ୍ରଣୀ ସଫ୍ଟଓ୍ବେର କମ୍ପାନୀ ‘ମାଇକ୍ରୋସଫ୍ଟ’ ଖୁବ୍ଶୀଘ୍ର ସହଜ ଓ ସୁଲଭ ମୂଲ୍ୟରେ ଆତିଥେୟତା ଯୋଗାଇ ଦେଉଥିବା ଭାରତୀୟ କମ୍ପାନୀ ଓୟୋକୁ ଅଧିଗ୍ରହଣ କରିପାରେ ବୋଲି ସୂଚନା ମିଳିଛି। ଏ ନେଇ ଓୟୋ କର୍ତ୍ତୃପକ୍ଷଙ୍କ ସହ ମାଇକ୍ରୋସଫ୍ଟର ଆଲୋଚନା ଅନ୍ତିମ ପର୍ଯ୍ୟାୟରେ…
Archives


