Home Left

ସାଇକେଲ୍‌ ନେଇ ଯାଉଥିଲେ: ସେପଟୁ ହଠାତ ଆସିଲା ଏହି ପ୍ରାଣୀ, ଆଉ ତା’ ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ପ୍ରଶାସନିକ ସେବା ପରୀକ୍ଷାରେ ଫେଲ୍‌ ହେଲେ ବୋହୂ, ତଡ଼ିଦେଲେ ଶାଶୁଘର ଲୋକେ

ଜୟପୁର,୧ା୮: ରାଜସ୍ଥାନର ଜଣେ ବୋହୂ ପ୍ରଶାସନିକ ସେବା ପରୀକ୍ଷାରେ ଫେଲ୍‌ ହେବାରୁ ଶାଶୁଘର ଲୋକେ ତାଙ୍କୁ ଘରୁ ତଡ଼ି ଦେଇଛନ୍ତି। ପୀଡ଼ିତା ନ୍ୟାୟ ପାଇଁ ପୋଲିସ ନିକଟରେ ଗୁହାରି କରିଛନ୍ତି। ରାଜସ୍ଥାନର ଝୁନ୍‌ଝୁନ୍‌ ଜିଲାର ସୁରଜଗଡ଼ର ଦୁଇ ନଂ ଓ୍ବାର୍ଡରେ ରହୁଥିବା…

ଢାବା ମାଲିକାଣୀଙ୍କୁ ଗୁଳି କରି ହତ୍ୟା

ନୂଆପଡ଼ା ଅଫିସ, ୩୧।୭: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଡୁଆଝର ଗାଁରେ ଗୁଳିକାଣ୍ଡ ଘଟିଛି। ଶନିବାର ରାତିରେ ବିଭୀଷଣ ମେହେରଙ୍କ ଢାବାରେ ତାଙ୍କର ସ୍ତ୍ରୀ ବାସନ୍ତୀ ମେହେର(୪୭)ଙ୍କ ଉପରକୁ କେହି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ ଉପଖଣ୍ଡ…

ଜଳଖିଆ ପାଇଁ ଯାଇଥିଲେ ୨ ଭଉଣୀ, ଫେରିବା ବେଳେ କୂଅରେ ଖସିପଡ଼ିଲେ

କାମାକ୍ଷାନଗର,୩୧।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା କହ୍ନେଇପାଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ କୂଅରେ ପଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶେଷ ପାତ୍ରଙ୍କ ଝିଅ ଶ୍ରୁତି (୫) ଏବଂ ତାଙ୍କ ଭାଣିଜୀ…

କଲେଜ ଛାତ୍ରୀଙ୍କୁ ବଳାତ୍କାର

ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର ଦଳାଇ…

୧୦%ରୁ ଊର୍ଦ୍ଧ୍ୱ ସଂକ୍ରମଣ ଥିବା ଜିଲାରେ କଡ଼ାକଡ଼ି ହେବ କଟକଣା

ନୂଆଦିଲ୍ଲୀ, ୩୧।୭: ସଂକ୍ରମଣ ହାର ୧୦ ପ୍ରତିଶତରୁ ଅଧିକ ଥିବା ଜିଲାଗୁଡ଼ିକରେ କୋଭିଡ୍‌ କଟକଣା କଡ଼ାକଡ଼ି କରିବାକୁ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ସେହି ଜିଲାଗୁଡ଼ିକରେ ଜନ ସମାଗମ କମାଇବା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି। ଓଡ଼ିଶା ସମେତ ୧୦…

ବୋଲେରୋରେ ନେଉଥିଲେ ଧରାପଡ଼ିଲେ

କୋକସରା, ୩୧ା୭ (ଡି.ଏନ.ଏ): ପଡୋଶୀ ଆନ୍ଧ୍ରପ୍ରଦେଶରୁ କୋରାପୁଟକୁ ଲମ୍ବିଛି ଗଞ୍ଜେଇ ବ୍ୟବସାୟୀଙ୍କ ଚେର। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରୁ ରାଜପଥ ଦେଇ ପ୍ରତିଦିନ ଗଞ୍ଜେଇ ଚାଲାଣ ହେଉଛି । ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ…

ସମସ୍ତ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ୟରେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍‌ ଚଳାଚଳକୁ ଅନୁମତି ମିଳିଥିବାରୁ କ୍ରୁଟ୍‌ ପକ୍ଷରୁ ୧୬ଟି ରୁଟ୍‌ରେ ମୋ ବସ୍‌ ସେବା ଆରମ୍ଭ କରାଯାଇଥିଲା। ତେବେ ପରିସ୍ଥିତିରେ ସୁଧାର ଆସିଥିବାରୁ…

ପାରିବାରିକ ଶତ୍ରୁତା ନେଲା ଶିଶୁର ଜୀବନ

ମାଲକାନଗିରି,୩୧ା୭(ଡି.ଏନ୍‌.ଏ.): ପାରିବାରିକ ଶତ୍ରୁତା ପାଇଁ ଜଣେ କୋମଳମତି ଶିଶୁର ଜୀବନ ଯାଇଛି। ଏହାକୁ କେନ୍ଦ୍ରକରି ଏମ୍‌ଭି-୧୯ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ମୃତ ଶିଶୁ ଜଣକ ହେଲେ ୫ବର୍ଷର ଅଙ୍କିତ ମଣ୍ଡଳ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏପରି ହତ୍ୟାକାଣ୍ଡ ଘଟିଛି। ଅଙ୍କିତଙ୍କୁ ହତ୍ୟା…

ସାଉଥ୍ ସୁପରଷ୍ଟାରଙ୍କ ସହ ନଜର ଆସିବେ ଜ୍ୟାକଲିନ

ମୁମ୍ବାଇ: ଲକ୍ଷେ ଦିଲ୍ କି ଧଡକନ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କ ଫିଲ୍ମକୁ ତାଙ୍କ ପ୍ରଶଂସକମାନେ ବହୁ ଉତ୍କଣ୍ଠାର ସହ ଅପେକ୍ଷା ରଖି ଥାଆନ୍ତି । ଏଥର କିନ୍ତୁ ବଲିଉଡ୍ ନୁହେଁ ସାଉଥ୍ ସୁପରଷ୍ଟାରଙ୍କ ସହ ନଜର ଆସିବେ ଏହି ନାୟିକା । ସେ…

ବହୁତ ଫୁଡି ଅନନ୍ୟା

ମୁମ୍ବାଇ: କିଛି ବର୍ଷ ତଳେ କେତେଜଣ ଷ୍ଟାର କିଡ୍ ବଲିଉଡ ଦୁନିଆରେ ପାଦ ଦେଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଅଭିନେତା ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ପାଣ୍ଡେ । ୨୦୧୯ରେ କରନ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍ ଦ…

ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିଲେ, ଅଧା ରାସ୍ତାରୁ ଝାମ୍ପି ନେଲେ

ଟିଟିଲାଗଡ଼,୩୧।୭(ଡି.ଏନ.ଏ): କିଛିଦିନର ନୀରବତା ପରେ ଶନିବାର ଲୁଟେରା ଆପାଚି ଗ୍ୟାଙ୍ଗ ଟିଟିଲାଗଡ ଅଞ୍ଚଳରେ ଲୁଟ୍‌ପାଟ୍‌ କରିଛନ୍ତି। ସହରର ଯୁବ ଠିକାଦାର ମହେଶ ଅଗ୍ରୱାଲଙ୍କ ଦୁଇଜଣ କର୍ମଚାରୀଙ୍କଠାରୁ ସେମାନେ ୨ଲକ୍ଷ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଛନ୍ତି। ଖବର ପାଇ ଟିଟିଲାଗଡ ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri