ସେମିରେ ହାରିବା ପରେ ବ୍ରୋଞ୍ଜ ପାଇଁ ଲଢିବେ ସିନ୍ଧୁ
ଟୋକିଓ,୩୧।୭: ଟୋକିଓ ଅଲିମ୍ପିକ୍ସରେ ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ଭାରତ ପାଇଁ ଆସିଛି ନିରାଶ ଖବର। ଶନିବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନ ସେମିଫାଇନାଲରେ ପରାଜିତ ହୋଇଛନ୍ତି ପିଭି ସିନ୍ଧୁ। ବିଶ୍ୱର ୧ ନମ୍ବର ବ୍ୟାଡମିଣ୍ଟନ ଖେଳାଳି ଚୀନର ତାଇ ଜୁ-ୟିଙ୍ଗଙ୍କ ଠାରୁ…
ଘୋଷଣା ହେଲା ଉତ୍ତର ପ୍ରଦେଶ ଦଶମ-ଦ୍ୱାଦଶ ପରୀକ୍ଷା ଫଳାଫଳ
ଲକ୍ଷ୍ନୌ,୩୧ ।୭: ଉତ୍ତର ପ୍ରଦେଶ ମାଧ୍ୟମିକ ଶିକ୍ଷା ପରିଷଦ ଶନିବାର ଦଶମ ଓ ଦ୍ୱାଦଶ ପରୀକ୍ଷାର ଫଳାଫଳ ଘୋଷଣା କରିଛି । ଚଳିତ ବର୍ଷ ଦଶମରେ ୯୯.୫୫ ପ୍ରତିଶତ ଓ ଦ୍ୱାଦଶରେ ୯୭.୮୮ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତିର୍ଣ୍ଣ ହୋଇଛନ୍ତି । ବିଦ୍ୟାର୍ଥୀମାନେ…
ଘରେ ତାଲା ପକାଇ ଯାଇଥିଲେ , ଫେରିଲା ବେଳକୁ
ରାୟଗଡା ଅଫିସ,୩୧।୭: ରାୟଗଡ଼ାରେ ବଡ ଧରଣର ଚୋରି ହୋଇଛି। ରାୟଗଡା ରୟତ କଲୋନୀ ୬ ସାହିରେ ଏକ ଘରୁ ୩୦ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଓ ରୁପା ଅଳଙ୍କାର ଚୋରି ହୋଇଛି। ଘର ମାଲିକ ଗତ ସାଇ…
ତୁର୍କି ଜଙ୍ଗଲରେ ନିଆଁ: ୩ ମୃତ ୫୮ ଆହତ
ଅଙ୍କାରା,୩୧ ।୭: ଦକ୍ଷିଣ ତୁର୍କିର ଜଙ୍ଗଲରେ ନିଆଁ ଲାଗିବା ଫଳରେ ୩ ଜଣଙ୍କ ମଅତ୍ୟୁ ହେବା ସହ ଅତିକମରେ ୫୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାକାର କୃଷି ଓ…
କଳାହାଣ୍ଡି ଗସ୍ତରେ ୫ଟି ସଚିବ
କେସିଙ୍ଗା,୩୧।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ଉତକେଲାଠାରେ ଅବତରଣ କରି ପ୍ରଥମେ ଏୟାରଷ୍ଟ୍ରିପର ସମୀକ୍ଷା କରିଥିଲେ। ପରେ ଭବାନୀପାଟଣା ଅଭିମ୍ମୁଖେ ଗସ୍ତ କରିଥିଲେ। ସହରରେ ଥିବା ବିଏମ ସ୍କୁଲ ପରିଦର୍ଶନ କରିଥିଲେ। ପରେ ଟାଉନ…
ଭାରତ ବିପକ୍ଷ ସିରିଜ ପୂର୍ବରୁ ଇଂଲଣ୍ଡକୁ ବଡ ଝଟ୍କା; ଅନିଶ୍ଚିତକାଳ ପାଇଁ କ୍ରିକେଟରୁ ବିରତି ନେଲେ…
ନୂଆଦିଲ୍ଲୀ,୩୧।୭: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜର ଠିକ୍ ପୂର୍ବରୁ ଇଂଲଣ୍ଡ ଟିମ୍କୁ ଲାଗିଛି ବଡ଼ ଝଟ୍କା। ଇଂଲଣ୍ଡ ଟିମ୍ର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ କ୍ରିକେଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିରତି ନେଉଥିବା ଘୋଷଣା କରିଛନ୍ତି। ମାନସିକ ସ୍ବାସ୍ଥ୍ୟ…
ଗୁଣିଗାରେଡ଼ି ସନ୍ଦେହ: ଘରେ ପଶି ନିସ୍ତୁକ ପିଟିଲେ
ପାରଳାଖେମୁଣ୍ଡି:୩୧।୭: ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହରେ ଗ୍ରାମବାସୀ ଜଣଙ୍କୁ ଆକ୍ରମଣ କରିଛନ୍ତି। ପରେ ତାଙ୍କ ଘରର ସମସ୍ତ ଆସବାବପତ୍ର ଫୋପାଡି ଦେଇଛନ୍ତି। ସେ ହେଲେ ରାଜାରାଓ ନାଗବଂଶ। ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି…
ଏହି ୩ ଖେଳାଳିଙ୍କ ବିନା ଶ୍ରୀଲଙ୍କାରୁ ଫେରିଲା ଭାରତୀୟ କ୍ରିକେଟ ଟିମ୍; ୨ ଜଣ ଯିବେ ଇଂଲଣ୍ଡ
ନୂଆଦିଲ୍ଲୀ,୩୧।୭: ଶ୍ରୀଲଙ୍କା ଗସ୍ତରୁ ଫେରିଛି ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଟିମ୍। ହେଲେ କରୋନା ସଂକ୍ରମିତ ହୋଇଥିବା କୃଷ୍ଣପା ଗୌତମ, ୟୁଜବେନ୍ଦ୍ର ଚହଲ ଏବଂ କ୍ରୁନାଲ ପାଣ୍ଡ୍ୟା ନ ଆସି ଶ୍ରୀଲଙ୍କାରେ ଅଛନ୍ତି। ନିୟମ ଅନୁଯାୟୀ ସେମାନଙ୍କୁ ସାତ ଦିନ…
ରବି ଶାସ୍ତ୍ରୀ-ବିରାଟ କୋହଲିଙ୍କୁ ଏହି କ୍ଷେତ୍ରରେ ସର୍ବାଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି: ଭିଭିଏସ୍ ଲକ୍ଷ୍ମଣ
ନୂଆଦିଲ୍ଲୀ,୩୧।୭: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଭିଭିଏସ୍ ଲକ୍ଷ୍ମଣ ଦଳକୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଷ୍ଟାର ସ୍ପୋଟ୍ସର ଶୋ’ ଗେମ୍ ପ୍ଲାନ ସହ କଥାବାର୍ତ୍ତାରେ ଲକ୍ଷ୍ମଣ କହିଛନ୍ତି, ଭାରତୀୟ ଦଳର ମାନସିକତା ସମ୍ପୂର୍ଣ୍ଣ ଭାବେ…
ବେଦୀରେ ଅପେକ୍ଷା କରିଥିଲେ କନ୍ୟା, ବରଗାଡ଼ିକୁ ଅଧା ରାସ୍ତାରେ ଅଟକାଇଲା ପୋଲିସ; କାରଣ ଜାଣିଲେ…
ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ପିଲଭିତ ଜିଲାର ଜଣେ ବର କନ୍ୟା ଆଣିବା ପାଇଁ ଉତ୍ତରାଖଣ୍ଡ ଯାଉଥିବା ବେଳେ ପୋଲିସ ସୀମାରେ ଅଟକାଇଥିଲା। ଯାଞ୍ଚ କରିବା ପରେ ବରଯାତ୍ରୀ ସହ ବରଙ୍କୁ ଫେରିଯିବାକୁ କହିଥିଲା ପୋଲିସ। ଏହି ଖବର କନ୍ୟାଘର ଲୋକଙ୍କ ନିକଟରେ ପହଞ୍ଚତ୍ବା…
ଛେଳିକୁ ବିବାହ କଲେ ଯୁବକ
ଇସଲାମାବାଦ,୩୧ା୭: ପାକିସ୍ତାନର ସିଂଘ ରାଜ୍ୟର ମୀରପୁରଖାସ ଜିଲାରେ ଏକ ଆଶ୍ଚର୍ଯ୍ୟଚକିତ କଲା ପରି ଘଟଣା ଘଟିଛି। ଡିଗରୀ ସହରର ଭିଲ ସମ୍ପଦ୍ରାୟର ଜଣେ ଯୁବକ ଏକ ଛେଳିକୁ ବିବାହ କରିଛନ୍ତି। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏକ ରିପୋର୍ଟ ଅନୁଯାୟୀ, ମୀରପୁରଖାସର…
କରୋନା ସଂକ୍ରମିତଙ୍କ ଘର ଜଗିବେ ସେନା!
ସିଡ୍ନୀ,୩୧ ।୭: କରୋନା ମହାମାରୀର ଗୋଟିଏ ପରେ ଗୋଟିଏ ଲହର ଶେଷ ହେଉଥିବା ବେଳେ ପୁଣି ମାଡି ଆସୁଥିବା ତୃତୀୟ ଓ ଚତୁର୍ଥ ଲହର ଏବେ କୋକୁଆ ଭୟ ସୃଷ୍ଟି କଲାଣି । କିଛି ବିକାଶଶୀଳ ଦେଶରେ ଏହା କମ୍ ହେବା…
Archives


