Home Left

ଉତ୍ତର କୋରିଆକୁ ଘାରିଛି ଏକଛତ୍ରବାଦୀ ଶାସକଙ୍କ ସ୍ବାସ୍ଥ୍ୟ ଚିନ୍ତା…

ପ୍ୟୋଙ୍ଗୟାଙ୍ଗ,୩୧।୭: ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ୍‌ଙ୍କ ସ୍ବାସ୍ଥ୍ୟ ଚିନ୍ତା ଏବେ ଉତ୍ତର କୋରିଆକୁ ଘାରିଛି। ଇତିମଧ୍ୟରେ କିମ୍‌ଙ୍କ ଓଜନ ୨୦ କିଲୋଗ୍ରାମ କମିଯାଇଛି। ନିକଟରେ ସାମରିକ ଅଧିକାରୀମାନଙ୍କୁ ଅଭିବାଦନ କରୁଥିବା ତାଙ୍କ ଫଟୋ ପ୍ରକାଶ ପାଇଥିଲା। ଫଟୋରେ କିମ୍‌ ଦୁର୍ବଳ…

କେବଳ ସଲମାନଙ୍କ ପାଇଁ ନାଁ ବଦଳାଇଥିଲେ ଏହି ଅଭିନେତ୍ରୀ , କାରଣ ଜାଣିଲେ …

ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଧୀରେ ଧୀରେ ଇଣ୍ଡଷ୍ଟ୍ରିରେ ସଫଳତା ପାଇବାରେ ଲାଗିିଛନ୍ତି। ଆଜି କିଆରା ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୯୨ ଜୁଲାଇ ୩୧ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। କିଆରାଙ୍କ ବାପା ଜଗଦୀପ ଆଡଭାନୀ ଜଣେ ବଡ…

ଡେଲ୍ଟା ଭାରିଏଣ୍ଟ କବଳରେ ଚାଇନା

ବେଜିଂ,୩୧ ।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ମହାମାରୀ ଏବେ ସୁଦ୍ଧା କୋଟି କୋଟି ଲୋକଙ୍କ ଜୀବନ ନେଇ ସାରିଲାଣି । ବେଳକୁ ବେଳ ଏହାର…

ବେଳାଏ ଖାଇବାକୁ ମିଳୁ ନ ଥିଲା, ଚା’ ଦୋକାନରେ କରୁଥିଲେ କାମ; ଆଜି ୭ ଷ୍ଟାର ହୋଟେଲ ଭଳି ଘର କରିଛନ୍ତି ଏହି କମେଡିଆନ୍‌

ବମ୍ବେ: ମନୋରଞ୍ଜନଜଗତରେ ହାସ୍ୟ ଅଭିନେତା ଭାବେ ସୁଦେଶ ଲେହରି ବେଶ୍‌ ଲୋକପ୍ରିୟ। ପଞ୍ଜାବର ଜଲନ୍ଧରରେ ତାଙ୍କର ଜନ୍ମ। ହେଲେ ଅମୃତସରରେ ତାଙ୍କର ପିଲାଦିନ କଟିଥିଲା। ଆଜି ତାଙ୍କୁ ସଫଳ କମେଡିଆନ୍‌ ବୋଲି କୁହାଯାଉଥିଲେ ହେଁ ଦିନ ଥିଲା ସେ ବହୁତ ଗରିବ…

ଏହି ବୃଦ୍ଧା ଦେଖିଛନ୍ତି ୨ଟି ବିଶ୍ୱ ଯୁଦ୍ଧ, ପୁଣି ଫ୍ଲୁ ପରେ କରୋନାକୁ ବି ଦେଖିଲେ

ଦୁଇଟି ବିଶ୍ୱ ଯୁଦ୍ଧ ଦେଖିବାଠାରୁ ଆରମ୍ଭ କରି ଏବେ ଫ୍ଲୁ ଆଉ କରୋନା ପରି ମହାମାରୀ ଦେଖିସାରିଲେଣି ବ୍ରିଟେନର ଜଣେ ବୃଦ୍ଧା। ସ୍କଟ୍‌ଲାଣ୍ଡରେ ରହୁଥିବା ଏହି ବୃଦ୍ଧାଙ୍କୁ ଏବେ ୧୦୯ ବର୍ଷ। ଲୁଇସା ଓ୍ବିଲ୍‌ସନଙ୍କ ଆଜି ହେଉଛି ୧୦୯ ତମ ଜନ୍ମବାର୍ଷିକୀ।…

ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ବନ୍ଦ

ଶିମଲା,୩୧।୭: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ରାଜ୍ୟରେ ଅନେକ ରାସ୍ତା ବନ୍ଦ ହୋଇପଡ଼ିଥିବାରୁ ଯାତାୟତରେ ବାଧା ଉପୁଜିଛି। ଇତିମଧ୍ୟରେ ମଣ୍ଡି ଜିଲାର ପାଣ୍ଡୋହ ଅଞ୍ଚଳରେ ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼ ଓ ମନାଲି…

ବୁଗୁଡ଼ାବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ

ବୁଗୁଡ଼ା,୩୧ା୭(ଡି.ଏନ୍‌.ଏ.): ଗଞ୍ଜାମର ବୁଗୁଡ଼ା ସହରରେ ଏବେ ମଶାଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ଭୁବନେଶ୍ୱର ସମେତ ବିଭିନ୍ନ ସହରାଞ୍ଚଳରେ ଏବେ ଡେଙ୍ଗୁ ଆତଙ୍କ ଦେଖା ଦେଇଥିବାରୁ ବୁଗୁଡ଼ା ସହରବାସୀ ମଧ୍ୟ ଆତଙ୍କିତ ହୋଇପଡ଼ିଛନ୍ତି। ସହରର ପରିବା ବଜାର ନିକଟରେ ମଇଳା ଜମି ରହିବା…

୧୫ କୋଟିର ଆପାର୍ଟମେଣ୍ଟ, ଭଳିକି ଭଳି ଦାମୀ ଗାଡ଼ି; ଅଭିନେତ୍ରୀଙ୍କ ବାର୍ଷିକ ଆୟ ଜାଣିଲେ…

ବମ୍ବେ: କବିର ସିଂହ ଅଭିନେତ୍ରୀ କିଆରା ଆଡଭାନୀ ୨୯ ବର୍ଷର ହୋଇଛନ୍ତି। ଜୁଲାଇ ୩୧ରେ ସେ ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ସାଥୀ କଳାକାର ସହ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି। ତେବେ ନିଜର ସରଳ ବ୍ୟବହାର…

ବିବାହ ପରେ ବି ବଦଳିନି ସର୍‌ନେମ୍‌…

ମୁମ୍ବାଇ: ବିବାହର ବନ୍ଧନ ସମସ୍ତଙ୍କ ପାଇଁ ସ୍ବତନ୍ତ। ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ବିବାହକୁ ସ୍ମରଣୀୟ କରିବାକୁ ଇଚ୍ଛା କରିଥାନ୍ତି। ବିବାହ ପରେ ଅନେକ ସମୟରେ ଲୋକଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆସିଥାଏ। ପ୍ରତିକ୍ରିୟାଶୀଳତା ବୃଦ୍ଧି ପାଇଥାଏ। ବିବାହ ପରେ ପୁଅମାନଙ୍କ ଅପେକ୍ଷା…

ଇଥିଓପିଆର ଟିଗ୍ରେରେ ଭୋକ ଯୋଗୁଁ ୧ଲକ୍ଷ ଶିଶୁଙ୍କର ହେବ ମୃତ୍ୟୁ!

ନୈରୋବି,୩୧ ।୭: ଆସନ୍ତା ବର୍ଷ ଇଥିଓପିଆର ସଙ୍କଟଗ୍ରସ୍ତ ଟିଗ୍ରେ ଅଞ୍ଚଳରେ ୧ଲକ୍ଷରୁ ଅଧିକ ଶିଶୁ କୁପୋଷଣ ଓ ଏହାର ଅତି କଠୋର ରୂପର ସାମ୍ନା କରିବାକୁ ଯାଉଛନ୍ତି ବୋଲି ୟୁନାଇଟେଡ ନେଶନ୍ସ(ୟୁଏନ୍‌) ଚାଇଲ୍ଡ ଏଜେନ୍ସି ଶୁକ୍ରବାର ସୂଚନା ଦେଇଛି । ୬୦…

୮ ମାସ ବୟସରୁ ଏକ ବିଜ୍ଞାପନରେ ନଜର ଆସିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆସିବା ଯଦିଓ ବେଶିଦିନ ହୋଇନାହିଁ ତଥାପି ତାଙ୍କର ଲୋକପ୍ରିୟତା ଖୁବ୍‌ ଅଧିକ। ସୋସିଆଲ ମିଡିଆରେ କିଆରାଙ୍କ ହଜାର ହଜାର ସଂଖ୍ୟାରେ ଫଲୋଅର୍ସ ଅଛନ୍ତି। ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପ୍ରାୟ ସମସ୍ତେ ପାଗଳ। ଆଜି…

ସୋନୁ ସୁଦ୍‌ଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଲେ ଚିତ୍ରଶିଳ୍ପୀ

ଭୁବନେଶ୍ୱର,୩୧।୭: ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ କୋଭିଡ୍‌ ପରଠାରୁ କୋଟି କୋଟି ଲୋକଙ୍କ ଚିହ୍ନାମୁହଁ ପାଲଟିଯାଇଛନ୍ତି। ଜଣେ ଅଭିନେତା ଭାବେ ଯାହା କିଛି ନାମ ଅର୍ଜନ କରି ନ ଥିଲେ ତା’ଠାରୁ ବେଶି ସେବା ମାଧ୍ୟମରେ ପାଇଛନ୍ତି । ଲୋକଙ୍କ ସେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri