Home Left

ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ ଭାଙ୍ଗିଲା: ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ

କୋକସରା,୩୧ା୭(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ ହୋଇ ଜୟପାଟଣା କୋକସରା ଓ ଧର୍ମଗଡ଼ ବ୍ଲକର ଅଣଜଳସେଚିତ ଚାଷଜମିକୁ ଜଳସେଚନ ପାଇଁ ପାଣି…

ଏସବୁ ଅଭିନେତ୍ରୀ ଦ୍ୱିତୀୟ ସ୍ତ୍ରୀ ହୋଇ ବି…

ବମ୍ବେ: ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଦୁଇଥର ବିବାହ କରିଛନ୍ତି। ସେଥିରୁ କିଛି ଛାଡ଼ପତ୍ର ପାଇଥିବା ବ୍ୟକ୍ତିଙ୍କ ହାତ ଧରିଛନ୍ତି। ହେଲେ ସେମାନେ ସୁଖୀ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଯେପରିକି କରିନା କପୁର ଖାନ୍‌। କରିନା ସୈଫଙ୍କ ଦ୍ୱିତୀୟ…

ଏହି ୪ଟି ଜିନିଷରେ ଖର୍ଚ୍ଚ କଲେ ବଢ଼େ ଧନ: ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟ ନିଜର ‘ଚାଣକ୍ୟ ନୀତି’ରେ ଜୀବନର ବିଭିନ୍ନ ସ୍ଥିତିକୁ ନେଇ ନୂଆ ବିଚାରଧାରା ସମ୍ପର୍କରେ ସୂଚନା ଦେଇଛନ୍ତି। କୁହାଯାଏ ଜୀବନ ସହ ଜଡ଼ିତ ସମସ୍ତ ବିଷୟର ଜ୍ଞାନ ଚାଣକ୍ୟଙ୍କ ନିକଟରେ ଥିଲା। ଏଥିପାଇଁ ଜୀବନକାଳ ମଧ୍ୟରେ ସେ ଯାହା ସହିତ…

କଟକରେ ୮ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ପରେ ଏବେ ରାଜ୍ୟରେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ଭୁବନେଶ୍ୱର, ବାଲେଶ୍ୱର ପରେ ଏବେ କଟକରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର କଟକ ମହାନଗର ନିଗମର ବିଭିନ୍ନ ସ୍ଥାନରେ ୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା…

ପ୍ରେମିକାଙ୍କଠୁ ଧୋକା ଖାଇବା ପରେ ନିଜ ଚା’ ଦୋକାନର ଏମିତି ନାଁ ରଖିଲେ ପ୍ରେମିକ, ଲୋକେ କରୁଛନ୍ତି ପ୍ରଶଂସା

ଭୋପାଳ,୩୧ା୭: ମଧ୍ୟପ୍ରଦେଶର ବୈତୁଲରେ ଆଜିକାଲି ଏକ ଚା’ ଦୋକାନ ବେଶ୍‌ ଚର୍ଚ୍ଚାରେ ରହିଛି। କାରଣ ଏହି ଚା’ ଦୋକାନର ଅଦ୍ଭୁତ ନାମକରଣକୁ ନେଇ ଚାରିଆଡ଼େ ଚର୍ଚ୍ଚା ହେଉଛି। ଏହି ଦୋକାନର ନାଁ ‘ବଓ୍ବେଫା ଚାୟ ଓ୍ବାଲା’। ଏମିତି ନାମକରଣ ପଛରେ ଥିବା…

କୋଟିପତି ପିଏସ୍‌ ଗିରଫ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ବ୍ୟକ୍ତିଗତ ସଚିବ ଗିରଫ। ଶନିବାର ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଗିରଫ ପରେ ବିରଞ୍ଚି ନାରାୟଣ…

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦ ଫୁଟ୍‌ ରହିଛି। ବାମ ପାର୍ଶ୍ୱର ୫ ଓ ଡାହାଣ ପାର୍ଶ୍ୱର ୩ ଗେଟ୍‌ ଖୋଲା…

ପୁରୀ ବିଚ୍‌ ସ୍ୟାକ୍ସ ପ୍ରସ୍ତାବ ରଦ୍ଦ

ପୁରୀ ଅଫିସ,୩୧।୭: ପୁରୀ ବେଳାଭୂମିରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ କାର୍ଯ୍ୟକାରୀ କରିବାକୁ ଥିବା ପ୍ରସ୍ତାବିତ ବିଚ୍‌ ସ୍ୟାକ୍ସ ଯୋଜନାକୁ ରଦ୍ଦ କରାଯାଇଛି। ପୁରୀ ସହରର ସମସ୍ତ ପ୍ରମୁଖ ଅନୁଷ୍ଠାନ ଓ ରାଜନୈତିକ ଦଳର ବିରୋଧ ପରେ ରାଜ୍ୟ ସରକାର ଏହି…

ଚାଷୀ ଆନ୍ଦୋଳନ ଭାଜପାର କ୍ଷତି କରିପାରିବ ନାହିଁ

୨୧ ବର୍ଷର ଚାକିରି ଛାଡ଼ି ରାଜନୀତିରେ ପ୍ରବେଶ କରିଥିବା ମୁକେଶ ମହାଲିଙ୍ଗ ଏବେ ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ। ସ୍କୁଲ ଜୀବନରୁ ସ୍ବୟଂସେବକ ଭାବେ କାର୍ଯ୍ୟ କରୁଥିବା ମହାଲିଙ୍ଗ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ରାଷ୍ଟ୍ରୀୟବାଦ୍‌, ଆଧ୍ୟାତ୍ମିକ ଚିନ୍ତାଧାରାରେ ବେଶ୍‌ ଅନୁପ୍ରାଣିତ। ପୂର୍ବତନ…

ଓଏସ୍‌ଏସ୍‌ସି ସଦସ୍ୟଙ୍କ ପିଏସ୍‌ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନରାୟଣ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଛି। ଭୁବନେଶ୍ୱର ନୀଳାଦ୍ରିବିହାରରେ ଥିବା ତାଙ୍କ ବାସଗୃହ, କଟକସ୍ଥିତ ଶ୍ୱଶୁରଘର…

ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା…

ସ୍କୁଲ ‘ଇ-ଉପସ୍ଥାନ’ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍‌। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାକୁ ଉନ୍ମୋଚନ କରିଛନ୍ତି। ଏଣିକି ସମସ୍ତ ସ୍କୁଲରେ ଶିକ୍ଷକ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri