ପାର୍ଲାମେଣ୍ଟ ଆସୁନାହାନ୍ତି ରାହୁଲ
ନୂଆଦିଲ୍ଲୀ,୩୦।୭: ପାର୍ଲାମେଣ୍ଟରେ ବର୍ତ୍ତମାନ ମୌସୁମୀ ଅଧିବେଶନ ଚାଲିଛି। ଲଗାତର ବିରୋଧୀ ଦଳର ନେତାଙ୍କ ହଟ୍ଟଗୋଳ ଯୋଗୁ ଗୃହ ଠିକ୍ ଭାବେ ଚାଲିପାରୁନି। ଇତିମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨ଦିନ ହେଲା ପାର୍ଲାମେଣ୍ଟ ଆସୁ ନ ଥିବା ଜଣାପଡ଼ିଛି। ସୂତ୍ରରୁ ମିଳିଥିବା…
ପ୍ରତ୍ୟେକ ଚରିତ୍ର ମୋତେ କିଛି ନା କିଛି ଶିକ୍ଷା ଦେଇଛି: ବିଦ୍ୟା
ମୁମ୍ବାଇ: ନିଜର ଦମଦାର ଅଭିନୟକୁ ନେଇ ଦର୍ଶକଙ୍କ ନିକଟରେ ଏକ ନିଆରା ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ବିଦ୍ୟା ବଲାନ ଏବେ ନିଜ କ୍ୟାରିୟର ବିଷୟରେ ଖୋଲାଖୋଲି କଥା ହୋଇଛନ୍ତି । ସେ କହିଛନ୍ତି ଏପର୍ଯ୍ୟନ୍ତ ସେ ଯେତୋଟି କ୍ୟାରେକ୍ଟରରେ ଅଭିନୟ…
ହକିରେ ଭାରତୀୟ ମହିଳାଙ୍କ କ୍ୱାର୍ଟର ଆଶା ଉଜ୍ଜୀବିତ
ଟୋକିଓ,୩୦।୭: ଅଲିମ୍ପିକ୍ସ ହକି ଇଭେଣ୍ଟରେ ଭାରତୀୟ ମହିଳା ଦଳ କ୍ରମାଗତ ୩ଟି ପରାଜୟ ବରଣ କରିବା ପରେ ପ୍ରଥମ ବିଜୟ ହାସଲ କରିଛି। ଶୁକ୍ରବାର ଭାରତ ନବନୀତ କୌରଙ୍କ ବିଳମ୍ବିତ ଗୋଲ ବଳରେ ଆୟର୍ଲାଣ୍ଡକୁ ୧-୦ ଗୋଲରେ ପରାସ୍ତ କରିଛି। ଏଥିସହ…
ଦୁର୍ଘଟଣାରେ ଗଲା ୨ ଜୀବନ
ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ସାନମଣଦା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସ୍ଥାନୀୟ ଯୋଡ଼ାପୋଖରୀ ଗ୍ରାମର ସାଉନା ମୁର୍ମୁ(୨୯) ଓ ପଶ୍ଚିମବଙ୍ଗ ବାଙ୍କୁରା ଅଞ୍ଚଳର ଗୁଲାମ…
ଗୋଟିଏ ସ୍ଥାନରେ ଏକାଠି ନଜର ଆସିଲେ ଉଦ୍ଧବ-ଫଡ୍ନବିିସ
ମୁମ୍ବାଇ,୩୦।୭: ମହାରାଷ୍ଟ୍ର କୋଲାହପୁର ଜିଲାର ବନ୍ୟାଗ୍ରସ୍ତ ଅଞ୍ଚଳକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ବିରୋଧୀ ଦଳର ନେତା ଦେବେନ୍ଦ୍ର ଫଡ୍ନବିସ ଗସ୍ତ କରି ସ୍ଥିତି ସମୀକ୍ଷା କରିଥିଲେ। ଏହି ସମୟରେ ଦୁଇ ନେତାଙ୍କୁ ଗୋଟିଏ ସମୟରେ ଓ ଗୋଟିଏ ସ୍ଥାନରେ…
ପ୍ରଥମ ଦେଶ ଭାବେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ତୃତୀୟ ଡୋଜ କରୋନା ଟିକା ଦେବ ଇସ୍ରାଏଲ
ଜେରୁଜେଲମ,୩୦ ।୭: କରୋନା ଭାଇରସକୁ ହରାଇବା ପାଇଁ ଏସ୍ରାଏଲ ଏବେ ଏକ ବଡ ପଦକ୍ଷେପ ନେବାକୁ ଯାଉଛି । ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଇସ୍ରାଏଲ ସରକାର କରୋନାର ତୃତୀୟ ଡୋଜ ଟିକା ଦେବାକୁ ସ୍ଥିର କରିଛନ୍ତି । ଆସନ୍ତା…
ଅକ୍ଟୋବରରୁ ପ୍ରତିଦିନ ଏକ କୋଟି ଲୋକଙ୍କୁ ଦିଆଯିବ କରୋନା ଟିକା!
ନୂଆଦିଲ୍ଲୀ,୩୦ ।୭: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଏବେ ବିଶ୍ୱବାସୀଙ୍କ ପାଇଁ ଆଶାର କିରଣ ହେଉଛି କେବଳ ଟିକା ବା ଭ୍ୟାକ୍ସିନ । ଆମ ଦେଶ ଭ୍ୟାକ୍ସିନ ତିଆରି ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକଙ୍କୁ କିପରି…
ଓ୍ବାଶିଂଟନ୍ ଡିସିକୁ ପୁଣି ଫେରିଲା ମାସ୍କ
ଓ୍ବାଶିଂଟନ୍, ୩୦।୭: ଆମେରିକାରେ କରୋନା ପ୍ରକୋପ ପୁଣି ଥରେ ବଢ଼ିବାରେ ଲାଗିଛି। ଲଗାତର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୱାଶିଂଟନ ଡିସିରେ ଜୁଲାଇରେ ଦୈନିକ ମାମଲା ୫ଗୁଣା ଅଧିକ ରହିଛି ବୋଲି ଡିସିର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଲାକ୍ୱାନ୍ଦ୍ରା ନେସ୍ବିଟ୍ ସୂଚନା…
ଭାରତକୁ ପିଠି ଦେଖାଇବା ନୁହେଁ ବରଂ ହାରିବା ପସନ୍ଦ ବୋଲି କହିଲେ ପାକିସ୍ତାନର ପୂର୍ବ ଅଧିନାୟକ; ଚର୍ଚ୍ଚାରେ…
ନୂଆଦିଲ୍ଲୀ,୩୦।୭: ଶ୍ରୀଲଙ୍କା ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ୭ ଉଇକେଟରେ ଭ୍ରମଣକାରୀ ଭାରତକୁ ପରାସ୍ତ କରି ସିରିଜ ହାତେଇଥିଲା। ହେଲେ ଭାରତୀୟ ଟିମ୍ର ପ୍ରଶଂସାରେ ଶତମୁଖ ହେଉଛନ୍ତି ଲୋକେ। ଚିନ୍ତାଜନକ ପରିସ୍ଥିତିରେ ସିରିଜ ଖେଳି ଫେରିବା ବଡ଼…
କେ.ଏଲ୍ ରାହୁଲଙ୍କ ପ୍ରେମ ସମ୍ପର୍କ ଉପରେ ଲାଗିଲା ମୋହର: ଭାଉଜ ଅନୁଷ୍କା ଶେୟାର କଲେ ଏଭଳି ଫଟୋ ଯେ…
ନୂଆଦିଲ୍ଲୀ,୩୦।୭: କଥାରେ ଅଛି ନିଆଁ ନ ଥିଲେ ଧୂଆଁ ଉଠେନି। କିଛି ସେଭଳି ଦେଖିବାକୁ ମିଳେ ଭାରତୀୟ କ୍ରିକେଟ ଟିମ୍ର ବ୍ୟାଟ୍ସମ୍ୟାନ୍ କେ.ଏଲ୍ ରାହୁଲଙ୍କ କ୍ଷେତ୍ରରେ। ଅଭିନେତା ସୁନିଲ ସେଟ୍ଟୀଙ୍କ ଝିଅ ଆଥିୟା ସେଟ୍ଟୀଙ୍କୁ ସେ ପ୍ରେମ କରୁଥିବା ନେଇ ଚର୍ଚ୍ଚା…
୩୫୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ହେଉଛନ୍ତି ଏହି ଲୋକପ୍ରିୟ ଗାୟକ: ଭବ୍ୟ ବଙ୍ଗଳା ସାଙ୍ଗକୁ ଦାମୀ ଗାଡ଼ି…
ବମ୍ବେ: ନିଜର ସୁମଧୁର ସ୍ବରରେ କୋଟି କୋଟି ଶ୍ରୋତାଙ୍କ ମନରେ ପ୍ରେମର ବୀଜ ଅଙ୍କୁରିତ କରିଥାନ୍ତି ସୋନୁ ନିଗମ। ଆଜି ସେ ନିଜର ୩୮ତମ ଜନ୍ମଦିନ ପାଳନ କରୁଛନ୍ତି। ବଲିଉଡ୍ ସହ ଅନେକ ସଙ୍ଗୀତଭିତ୍ତିକ ରିଆଲିଟି ଶୋ’ରେ ନଜର ଆସି ବେଶ…
ଆସାମ କଂଗ୍ରେସକୁ ଝଟ୍କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ବିଧାୟକ, ଭାଜପାରେ ହୋଇପାରନ୍ତି ସାମିଲ
ଗୁଆହାଟି,୩୦।୭: ଆସାମରେ ବିରୋଧୀ କଂଗ୍ରେସକୁ ଶୁକ୍ରବାର ଏକ ବଡ଼ ଝଟ୍କା ଲାଗିଛି। ଆଉ ଜଣେ ବିଧାୟକ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ଜୋରହାଟ ଜିଲାର ଥୌରାରୁ ୨ଥର କଂଗ୍ରେସ ବିଧାୟକ ହୋଇଥିବା ସୁଶାନ୍ତ ବୋର୍ଗୋହେନ ନବନିଯୁକ୍ତ ଆସାମ କଂଗ୍ରେସ…
Archives


