ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ମିଳିଲା ପୁଳାପୁୁଳା ଟଙ୍କା
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । କଟକ ଓ ଭୁବନେଶ୍ୱରର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା ବେଳେ…
ବୁଗୁଡ଼ାରେ ଦଶମ ଶ୍ରେଣୀ ପରୀକ୍ଷା ଦେଲେ ୫୯ ଛାତ୍ରୀଛାତ୍ର
ବୁଗୁଡ଼ା,୩୦ା୭(ଡି.ଏନ୍.ଏ.): ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନ ପରେ ପ୍ରାପ୍ତ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏବଂ ସି-କୋର୍ସ ବିଦ୍ୟାର୍ଥୀଙ୍କ ପରୀକ୍ଷା ଶୁକ୍ରବାର ବୁଗୁଡ଼ା ବ୍ଲକର ଏକ ମାତ୍ର କେନ୍ଦ୍ର ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଆରମ୍ଭ…
ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହେଲେ ଧାଓ୍ବନ
କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିଲେ ଶିଖର ଧାଓ୍ବନ। ତେବେ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି -୨୦ରେ ତାଙ୍କ ନାମରେ ଏକ ଖରାପ ରେକର୍ଡ ନାମିତ ହୋଇଛି। ଶେଷ ଟି-୨୦ ମ୍ୟାଚ୍ରେ ଧାଓ୍ବନ ଖାତା ଖୋଲି…
ନୂଆ ଲୁକ୍ରେ କ୍ୟାପଟେନ୍ କୁଲ୍
ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବର୍ତ୍ତମାନ କ୍ରିକେଟ ଜଗତରୁ ଦୂରେଇ ରହିଛନ୍ତି। ହେଲେ ସୋସିଆଲ ମିଡିଆରେ ସେ ବେଶ୍ ଆକ୍ଟିଭ୍। ପ୍ରାୟ ସମୟରେ କ୍ୟାପଟେନ କୁଲ ନିଜ କାର୍ଯ୍ୟକଳାପ ହେଉ ବା ନିଜ ଲୁକ୍…
ଭାଇ ବାହାଘର ପାଇଁ ଶପିଂ ମଲ୍ରୁ କରିଥିଲେ ଚୋରି, ଏବେ ଏମିତି ପଡ଼ିଲେ ଧରା
ଝାରସୁଗୁଡ଼ା ଅଫିସ,୩୦ା୭: ସହରରେ ଥିବା ଏକ ଶପିଂ ମଲ୍ରୁ ରବିବାର ରାତିରେ ନଗଦ ଲକ୍ଷାଧିକ ଟଙ୍କା ସହ କେତେକ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିଲା। ଏନେଇ ମଲ୍ ମ୍ୟାନେଜର୍ ସମୀର ବିଶ୍ବାଳ ଗତ ସୋମବାର ଝାରସୁଗୁଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ…
ଭାରତୀୟ ଦଳକୁ ପୁଣି ଲାଗିଲା ଝଟ୍କା
କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳକୁ ଆଉ ଏକ ଝଟ୍କା ଲାଗିଛି। ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟାଙ୍କ ପରେ ଦଳର ଆଉ ୨ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ହେଲେ ୟୁଜବେନ୍ଦ୍ର ଚହଲ ଏବଂ କୃଷ୍ଣାପା ଗୌତମ। ଉଭୟ ଏବେ…
ସିନ୍ଧୁଙ୍କ ଜବରଦସ୍ତ ପ୍ରଦର୍ଶନ: ଭାରତକୁ ପୁଣି ଏକ ପଦକ ଆଶା
ଟୋକିଓ,୨୦।୭: ଟୋକିଓ ଅଲିମ୍ପିକ୍ସର ବ୍ୟାଡମିଣ୍ଟନ କ୍ୱାର୍ଟର ଫାଇନାଲରେ ପିଭି ସିନ୍ଧୁ ଜାପାନର ଅକାନେ ୟାମାଗୁଚିଙ୍କୁ ୨୧-୧୩, ୨୨-୨୦ ରେ ପରାସ୍ତ କରିଛନ୍ତି। ଏହା ସହ ସେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏବେ ସ୍ବର୍ଣ୍ଣ ପଦକଠାରୁ ମାତ୍ର ସେ ଦୁଇ ପାଦ ଦୂରରେ…
କାର୍ ଅଛି ପାଟଣାରେ, ଚାଲାଣ କଟାଯାଉଛି ଭୁବନେଶ୍ୱରରେ
ପାଟଣା,୩୦ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଡ. ଲକ୍ଷ୍ମଣ ମହାନ୍ତଙ୍କ ଓଡି ୦୨ ଏଏକ୍ସ ୫୦୮୨ ନମ୍ବର ବିଶିଷ୍ଟ ଏକ କାର୍ ରହୁଥିବା ବେଳେ ଗୁରୁବାର ସନ୍ଧ୍ୟାରେ ଉକ୍ତ ଗାଡ଼ିଟି ଭୁବନେଶ୍ୱର ସିଆରପି ସ୍କୋୟାର…
ସରକାରୀ ପେଟ୍ରୋଲ ପମ୍ପ ସିଲ୍ କଲା ପ୍ରଶାସନ
ଛତ୍ରପୁର,୩୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଓଡ଼ିଶା ସରକାରଙ୍କ ଅଧୀନ ଓପିଡିସି ଭାରତ ପେଟ୍ରୋଲ ପମ୍ପକୁ ଛତ୍ରପୁର ଏଏସି ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍ କରିଦିଆଯାଇଛି । ଉକ୍ତ ପେଟ୍ରୋଲ ପମ୍ପଟି ଛତ୍ରପୁର ଏନ୍ଏସି ସହ ୨୦୧୫ରୁ ଚୁକ୍ତି ଅବଧି…
ବିଚାରପତିଙ୍କ ସନ୍ଦେହ ଜନକ ମୃତ୍ୟୁ: ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦ ।୭: ଝାଡ଼ଖଣ୍ଡର ଧନବାଦରେ ଜଣେ ବିଚାରପତିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ସୁପ୍ରିମକୋର୍ଟ ନିଜ ଆଡୁ ନେଇ ବିଚାର କରିବାକୁ ସ୍ଥିର କରିଛନ୍ତି । ମୁଖ୍ୟ ବିଚାରପତି ଏନ ବି ରମଣ ଓ ଜଷ୍ଟିଶ ସୁର୍ଯ୍ୟକାନ୍ତଙ୍କ ଦ୍ୱାରା ଗଠିତ ଏକ ବେଞ୍ଚ…
ଟି-୨୦ ସିରିଜରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ଧାଓ୍ବନ କହିଲେ ‘ଆବଶ୍ୟକ ବ୍ୟାଟ୍ସମ୍ୟାନ୍ ନ ଥିଲେ ଦଳ…’
କଲମ୍ବୋ,୩୦।୭: କଲମ୍ବୋରେ ଚାଲିଥିବା ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ଶ୍ରୀଲଙ୍କା ଦଳ ଭାରତକୁ ୭ ଉଇକେଟରେ ପରାସ୍ତ କରି ମ୍ୟାଚ୍ ଓ ସିରିଜ୍ ଜିତିଛି। ଟସ୍ ଜିତିବା ପରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ଶ୍ରୀଲଙ୍କା ବୋଲରଙ୍କ ଉଲ୍ଲେଖନୀୟ…
୧୦ ମିନିଟ୍ରେ ହେବ ଚାର୍ଜ: ଥରକେ ୧୦୦୦ କିଲୋମିଟର ଗଡ଼ିବ ଏହି ଇଲେକ୍ଟ୍ରିକ୍ କାର୍
ଚାଇନାର ଅଟୋ କମ୍ପାନୀ GAC ନିଜର ନୂଆ ଏକ ଇଲେକ୍ଟ୍ରିକ୍ କାର୍ ଲଞ୍ଚ୍ କରିବାକୁ ଯାଉଛି। ଏହି କାର୍ ମାତ୍ର ୧୦ ମିନିଟ୍ରେ ପୂରା ଚାର୍ଜ ହେବ। ଆଉ ଥରକେ ୧୦୦୦ କିଲୋମିଟର ଗଡ଼ିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସାଧାରଣତଃ…
Archives


